-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲ୍ୟ ବିବ।ହ ବନ୍ଦ କରିବା ଓ କିଶୋରୀ ସଶକ୍ତି ବୈଠକ ଅନୁଷ୍ଠିତ ହେଇଯାଇଛି    (12-Jun-2026)       ||      ଏସବିଆଇ ଏଲଡିଏମ ଙ୍କ ଦ୍ୱାରା ସମ୍ବଲପୁର ରେଙ୍ଗାପଡ଼ାଠାରେ ‘ଖେତ ବଞ୍ଚାଅ ଅଭିଯାନ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ*   (12-Jun-2026)       ||      କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||     

HOME   ଜିଲ୍ଲା

ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ

21-May-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିରରେ ଲାଗାତାର ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ଆଜି ବିଜୁ ଜନତା ଦଳ ପକ୍ଷରୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ ଙ୍କ ନିର୍ଦ୍ଦେଶ କ୍ରମେ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ କରା ଯାଇଛି। ତୀବ୍ର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ ବିଚ୍ଛିନ୍ନ ହେଉଥିବାରୁ ସାଧାରଣ ଲୋକ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରି ବିଜେଡି କର୍ମୀ ଓ ନେତା ମାନେ ଟାଟା ପାୱାର ବିରୋଧରେ ନାରାବାଜି କରିଥିଲେ।

ଦଳ ପକ୍ଷରୁ କୁହାଯାଇଛି ଯେ, ପୂର୍ବ ସୂଚନା ବିନା ବିଦ୍ୟୁତ କାଟ ହେବାରୁ ଛାତ୍ରଛାତ୍ରୀଙ୍କ ପଢ଼ାଶୁଣା, ବ୍ୟବସାୟ ଓ ସାଧାରଣ ଜନଜୀବନ ଶିଶୁ ଓ ବୃଦ୍ଧବୃଦ୍ଧା ଗୁରୁତର ଭାବେ ପ୍ରଭାବିତ ହୋଇ ହନ୍ତସନ୍ତ ହେଉଛନ୍ତି। ବିଶେଷକରି ରାତି ସମୟରେ ବିଦ୍ୟୁତ ବିଚ୍ଛିନ୍ନ ହେବାରୁ ଲୋକମାନେ ଅସହ୍ୟ ଗରମରେ ଅତିଷ୍ଠ ହେଉଛନ୍ତି।
ଘେରାଓ ସମୟରେ ବିଜେଡି ନେତାମାନେ ତୁରନ୍ତ ଅଘୋଷିତ ବିଦ୍ୟୁତ କାଟ ବନ୍ଦ କରିବା, ନିୟମିତ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିବା ସହିତ ଲୋଡ୍‌ଶେଡିଂ ସମ୍ପର୍କରେ ପୂର୍ବ ସୂଚନା ଦେବାକୁ ଦାବି କରିଥିଲେ। ଦାବି ପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ସତର୍କ କରାଯାଇଛି। ଏହି ଆନ୍ଦୋଳନ ରେ ପୌରାଧ୍ୟକ୍ଷା ଲିକା ସାହୁ, ବିଜେଡି ରାଜ୍ଯ ସମ୍ପାଦକ ଲକ୍ଷ୍ମଣ ମେହେର, ପ୍ରଭାସ ପାଣିଗ୍ରାହୀ ରାଜ୍ଯ ଯୁବ ବିଜେଡି କାର୍ଯ୍ଯକାରି ସଭାପତି ରାଜେନ୍ଦ୍ର ପ୍ରସାଦ ହୋତାଙ୍କ ସମେତ ଜିଲ୍ଲା ବିଜେଡିର ଧୃବ ଯୁଏଡ,  ନରସିଂହ ବାଗ, ଗୋଲାପ ବାଗ, ପ୍ରଦ୍ୟୁମ୍ନ ହୋତା, ଶୁଶିଲ ଚାନ୍ଦ, ବିଧୁ ଭୁଷଣ ତ୍ରିପାଠୀ, ମୁନ୍ନା ଖାନ, ଚନ୍ଦ୍ରମଣି ତ୍ରିପାଠୀ,

ତ୍ରିପାଠୀ, ନିହାର ରଞ୍ଜନ ସ୍ବାଇଁ, ନଗର ବିଜେଡି ସଭାପତି ସମ୍ଭୁ ନାଗ, ଗଙ୍ଗାଧର ଚାନ୍ଦ, ଶତୃଘନ ବାଗ, କିଶୋର କୁମ୍ଭାର, ନନ୍ଦିନୀ ପୋଢ, ସରିତା ଦାଶ, ପିଙ୍କି କବାଟ, ସନ୍ତୋଷିନୀ କୁଁଅର, ଉପାଧ୍ୟକ୍ଷା ଗାୟତ୍ରୀ ଭୋଇ, ସନ୍ତୋଷ ଦନ୍ତା, ଦିଲିପ ବଗ ସଞ୍ଜୟ ସେଖର, ରମେଶ ବେହେରା, ବିରସେନ ସାହୁ, ରାଜେଶ ଦୋରା, ଶ୍ରୀବତ୍ସୀ ନାଗଙ୍କ ସମେତ ଆଇଟି ସଂଯୋଜକ ବିଭୁତି ଭୂଷଣ ମିଶ୍ର ଏହି ଘେରାଓ ର ଉପସ୍ଥିତ ଥିବା ବେଳେ । ଘଟଣାସ୍ଥଳରେ ପୋଲିସ ମୃତୟନ କରାଯାଇ ଥିବା ବେଳେ ପରିସ୍ଥିତି ଶାନ୍ତିପୂର୍ଣ୍ଣ ରହିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲ୍ୟ ବିବ।ହ ବନ୍ଦ କରିବା ଓ କିଶୋରୀ ସଶକ୍ତି ବୈଠକ ଅନୁଷ୍ଠିତ ହେଇଯାଇଛି   12-Jun-2026
  ଜିଲ୍ଲା  
ଏସବିଆଇ ଏଲଡିଏମ ଙ୍କ ଦ୍ୱାରା ସମ୍ବଲପୁର ରେଙ୍ଗାପଡ଼ାଠାରେ ‘ଖେତ ବଞ୍ଚାଅ ଅଭିଯାନ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ*   12-Jun-2026
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026

You Might Also Like