-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||     

HOME   ଜିଲ୍ଲା

*ଡାବୁଗାଁ ସାପ୍ତାହିକ ହାଟା ବା ଆରଏମସି ଅଞ୍ଚଳରୁ ଉଚ୍ଛେଦ ପାଇଁ ତହସିଲଦାରଙ୍କ କାର୍ଯ୍ୟାଳୟରେ ବୈଠକ*

22-May-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
-ଡାବୁଗାଁ ସାପ୍ତାହିକ ହାଟ ପାଇଁ  ଡଙ୍ଗରିଗୁଡା ମୌଜା ର ପ୍ଲଟ ନମ୍ବର ୧୯୪୧ କୁ କୋ-ଅପେରେଟିଭ୍ ବିଭାଗ କୁ ହସ୍ତାନ୍ତର କରିବା ପାଇଁ ଜବରଦଖଲ କରିଥିବା ବ୍ୟକ୍ତି ମାନଙ୍କୁ  ଓଡ଼ିଶା ପ୍ରିଭେନସୋନ୍ ଅଫ୍  ଲେଣ୍ଡ  ଏନକ୍ରୋଚମେଣ୍ଟ ଆକ୍ଟ ୧୯୭୨ ଅନୁସାରେ ପୂର୍ବରୁ ଦୁଇଥର ନୋଟିସ କରା ହୋଇଥିବା ସୂଚନା ମିଳିଛି ଏବଂ ଏହି ବିଷୟରେ ଆଲୋଚନା କରିବା ପାଇଁ ଡାବୁଗାଁ ତହସିଲଦାର ଗୀତା ମୁର୍ମୁଙ୍କ ନିର୍ଦେଶ କ୍ରମେ ଉକ୍ତ ଅଂଚଳରେ ଥିବା ଅଧିକାଂଶ ବ୍ୟକ୍ତି ଆଜି ତହସିଲଦାର କାର୍ଯ୍ୟାଳରେ  ଉପସ୍ଥିତ ରହି ଆଲୋଚନା କରିଥିଲେ। ଏହି ଜବରଦଖଲ ଉଛେଦ ପୂର୍ବରୁ ଆଗାମୀ ମଙ୍ଗଳବାର ଦିନ ପୁଣିଥରେ ଆର ଏମ ସି କର୍ମଚାରୀଙ୍କ ଉପସ୍ଥିରେ ଡାବୁଗାଁ ଅଂଚଳର ଜନସାଧାରଣଙ୍କ ହିତକୁ ଦୃଷ୍ଟିରେ ରଖି ଡାବୁଗାଁ ତହସିଲରେ ଅଳଚନା କରାହେବ ବଳି ଡାବୁଗାଁ ତହସିଲଦାର ସୂଚନା ଦେଇଛନ୍ତି।

*ବି:ଦ୍ର:- ଡାବୁଗାଁ ସାପ୍ତାହିକ ହାଟ ଅଂଚଳରୁ ଯଥାଶୀଘ୍ର ଆରମ୍ବ ହେବ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା*


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026

You Might Also Like