-+91-9937148622 |

prerana_bgr@rediffmail.com |

  Saturday 7th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||     

HOME   ଜିଲ୍ଲା

ବ୍ଲକ ସଭାପତି ସୂର୍ଯ୍ୟକାନ୍ତି ଛତ୍ରିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

22-May-2026



ଦେଓଗାଁ/ବଲାଙ୍ଗୀର(ପ୍ରେରଣା ଖବର)- ଉଭୟ କେନ୍ଦ୍ର ଓ ରାଜ୍ୟ ଆମ ନାରୀ ସମାଜର ଭାବାବେଗ ସହ ଖେଳୁଛନ୍ତି l ପୂର୍ବରୁ ମହିଳା ସଂରକ୍ଷଣ ବିଲ୍ ପାରିତ ହୋଇସାରିଥିଲେ ହେଁ କଂଗ୍ରେସ ଦଳକୁ ବଦନାମ କରିବାପାଇଁ ଡବଲ ଇଂଜିନ ବିଜେପି ସରକାର ମିଥ୍ୟା ପ୍ରଚାର କରୁଛି l କିଂନ୍ତୁ ଦେଶ ତଥା ନାରୀସମାଜ ଏମାନଙ୍କ କୁମ୍ଭୀର କାନ୍ଦଣାକୁ ଠିକ ବୁଝି ସାରିଛନ୍ତି l ନାରୀ ସଶକ୍ତିକରଣର ଦ୍ୱାହି ଦେଉଥିବା ବିଜେପି ସରକାର ଖୋଦ ନାରୀଙ୍କୁ ନିର୍ଯ୍ୟାତନା ଦେଉଛି l ରାଜ୍ୟ ରେ ୨ ବର୍ଷର ବିଜେପି ସରକାରରେ ମହିଳାଙ୍କୁ ସମ୍ମାନ ଦେବା ବଦଳରେ ନାରୀ ନିର୍ଯ୍ୟାତନା ନିର୍ଯାତନା ସୀମା ଟପି ଗଲାଣି l ତେଣୁ ରାଜ୍ୟ ବିଜେପି ସରକାର ନାରୀଙ୍କୁ ସମ୍ମାନ ଓ ସୁରକ୍ଷା ପ୍ରଦାନ ରେ ଅବହେଳା ଜାରୀ ରହିଲେ ଆଗାମୀ ଦିନରେ ଏକ ବଡ ଧରଣର କ୍ରାନ୍ତି ନିଶ୍ଚିତ ହେବ ବୋଲି ଆଜି ଦେଓଗାଁ ବ୍ଲକ ଭୀମ ଡୁଙ୍ଗୁରି ଠାରେ ଆୟୋଜିତ ନବନିଯୁକ୍ତ ବ୍ଲକ ମହିଳା କଂଗ୍ରେସ ସଭାନେତ୍ରୀ ସୁଶ୍ରୀ ସୂର୍ଯ୍ୟକାନ୍ତି ଛତ୍ରିଆଙ୍କୁ ସମ୍ବର୍ଦ୍ଧନା ପ୍ରଦାନ ସମାବେଶରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ବକ୍ତବ୍ୟରେ କହିଛନ୍ତି l ଦେଓଗାଁ ବ୍ଲକ କଂଗ୍ରେସ ସଭାପତି ରାମଜୀ ଚୌଧୁରୀ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଶ୍ରୀ ମିଶ୍ର ଆହୁରି ମଧ୍ୟ କହିଥିଲେ ଯେ, ଏହି ବିଜେପି ସରକାର ଅମଳରେ ମହିଳାଙ୍କ ସମେତ ଛାତ୍ର ଯୁବକ କୃଷକ ଶ୍ରମିକ ସମସ୍ତେ ଅବହେଳିତ ଓ ନିର୍ଯ୍ୟାତିତ l ଯଦି ସମାଜରେ ଶାନ୍ତି ଓ ପ୍ରଗତି ଦରକାର ତେବେ ନାରୀ ସମାଜ ଏକତ୍ରିତ ହୋଇ କ୍ରାନ୍ତି ମାଧ୍ୟମରେ ଏହି ଲୋକବିରୋଧୀ ଉଭୟ ସରକାରଙ୍କୁ ଉଚିତ ଜବାବ ଦିଅନ୍ତୁ ବୋଲି କହିଥିଲେ l ମଂଚାସୀନ ଥିବା ଜିଲ୍ଲା ମହିଳା କଂଗ୍ରେସ ସଭାନେତ୍ରୀ ବ୍ଲକ କଂଗ୍ରେସ ସଭାନେତ୍ରୀ ସୂର୍ଯ୍ୟକାନ୍ତି ଛତ୍ରିଆଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇବା ସହ କହିଥିଲେ, ଭଉଣୀ ସୂର୍ଯ୍ୟକାନ୍ତି ଏ ଅଂଚଳର ଅବହେଳିତ ଓ ମହିଳା ଙ୍କ ସ୍ୱାର୍ଥ ପାଇଁ ଜାରୀ ରଖିଥିବା ଲଢେଇ ସମଗ୍ର ଅଂଚଳବାସୀଙ୍କୁ ଜଣା l ତାଙ୍କ ନେତୃତ୍ୱରେ ଦେଓଗାଁ ଅଞ୍ଚଳର ମାଁ ମାନେ ନିଶ୍ଚିତ ଭାବେ ସୁରକ୍ଷିତ ରହିବା ସହ ସାମାଜିକ, ସାଂସ୍କୃତିକ ଓ ଆର୍ଥିକ ବିକାଶରେ ଏକ ଦୃଷ୍ଟାନ୍ତମୂଳକ ଭାଗିଦାରୀ ରଖିବେ l ସମ୍ବର୍ଦ୍ଧନାର ପ୍ରତ୍ୟୁତରରେ ସୁଶ୍ରୀ ସୂର୍ଯ୍ୟକାନ୍ତି ଜାତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା, ରାଜ୍ୟ ସଭାନେତ୍ରୀ ମିନାକ୍ଷୀ ବାହିନୀପତି, ଜିଲ୍ଲା ମହିଳା ସଭାନେତ୍ରୀ ଜୟନ୍ତୀ ପଟେଲ ଓ କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ଙ୍କୁ କୃତଜ୍ଞତା ଜଣାଉବା ସହ ତାଙ୍କ ଉପରେ ଭରସା କରି ଏହି ଗୁରୁଦାୟିତ୍ୱ ଦେଇଥିବାରୁ ଧନ୍ୟବାଦ ଦେଇ ଥିଲେ l ସେ ତାଙ୍କ ବକ୍ତବ୍ୟ ରେ ଉପସ୍ଥିତ ମହିଳା ଓ କଂଗ୍ରେସ କର୍ମୀଙ୍କୁ କହିଥିଲେ ଯେ ନାରୀ

ନିର୍ଯ୍ୟାତନା ବହୁତ ହେଇଗଲା, ବର୍ତ୍ତମାନ ନାରୀ ନିର୍ଯ୍ୟାତନାକାରୀ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିରୋଧରେ ରଣହୁଙ୍କାର ଦେବାର ସମୟ ଆସି ଯାଇଛି l ମାଁ ଭଉଣୀ ମାନେ ନିଜ ଭିତରେ ଏକତା ରଖନ୍ତୁ, ଏହି ଅଂଚଳ ର ହକ ପାଇଁ ପ୍ରତ୍ୟେକ ଲଢେଇ ର ନେତୃତ୍ୱ ଆମେ ନେବା ଏବଂ ଯେ ପର୍ଯ୍ୟନ୍ତ ମାଁ ମାନେ ସାମାଜିକ ସ୍ତରରେ ସୁରକ୍ଷିତ ନ ରହିବେ, ଅର୍ଥନୈତିକ ସ୍ତରରେ ସ୍ୱାବଲମ୍ବୀ ନ ହେବେ ସେ ପର୍ଯ୍ୟନ୍ତ ଆମ ଲଢେଇ ର ଅନ୍ତ ହେବ ନାହିଁ ବୋଲି କହିଥିଲେ l 
ମଂଚାସୀନ ସମିତି ସଭ୍ୟ ସଂକୁର୍ତ୍ତନ ବାଗ,ପପୁ ପାତ୍ର ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମହିଳା ବିରୋଧୀ ଅଭିମୁଖ୍ୟକୁ ନିଜ ବକ୍ତବ୍ୟ ରେ କଟୁ ସମାଲୋଚନା କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ଯଥା ମନମୋହନ ପଟେଲ, ମନୀଷ ମିଶ୍ର, ଅସିତ ମିଶ୍ର, ଶ୍ରୀଧର ବାରିକ, ସୌମିତ୍ରୀ ଭୋଇ ଚନ୍ଦ୍ରମା ଧରୁଆ, ଚିତ୍ତ ସାହୁ, ଜଗବନ୍ଧୁ ମେହେର, ଉମାକାନ୍ତ ପଣ୍ଡା, ରାମ ମିଶ୍ର, ତାରାକାନ୍ତ ବାଗ, ବିକାଶ ଭୋଇ, ସାନନ୍ଦ ମିଶ୍ର, ମନବୋଧ ହରପାଲ, ଜ୍ୟୋତିଷ ମୁଗ୍ରୀ ମଂଚାସୀନ ଥିବା ବେଳେ ଦଳିତ ନେତା ମୟ ପଧାନୀ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   06-Nov-2026
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026

You Might Also Like