-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ତୃତୀୟ ସନ୍ଧ୍ୟା♦️ ଦର୍ଶକଙ୍କ ହୃଦୟ ଜିଣିଲା ସଂକୀର୍ତ୍ତନ ଧାରା

23-May-2026



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ  ହରିଶଙ୍କର କଳା ମଣ୍ଡପ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ଓ ଲୋକକଳା ମହୋତ୍ସବର ତୃତୀୟ ଦିବସର ସାଂସ୍କୃତିକ ସଂନ୍ଧ୍ୟା ରେ ମହୋତ୍ସବ କମିଟି ଆବାହକ ଦିବ୍ୟଶଙ୍କର ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ ମୁଖ୍ୟଅତିଥି ଭାବେ  ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ ଯୋଗ ଦେଇଥିବା ବେଳେ ପୂର୍ବତନ କଣ୍ଟାମାଳ ବିଧାୟକ ମହୀଧର ରଣା,କଣ୍ଟାମାଳ ଓକିଲ ସଂଘ ସଭାପତି ଦୂତିଆ ଚରଣ

ସାହୁ,ବିଜେପି ନେତା ପିନାକଧର ରଣା,ମହୋତ୍ସବ କମିଟି ସମ୍ପାଦକ ଓମପ୍ରକାଶ ମିଶ୍ର ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ  l  ଏହି ଅବସରରେ ମଂଚାସୀନ ଅତିଥି ଓ ସମସ୍ତ ସଂକୀର୍ତ୍ତନ କଳାକାର ଓ ଦଳକୁ ମାନପତ୍ର ଦ୍ୱାରା ସମ୍ମାନୀତ କରାଯାଇଥିଲା  l  ଦିବ୍ୟଶଙ୍କର ରାଉତ ସଭାକୁ ପରିଚାଳନା କରିଥିବାବେଳେ ରଞ୍ଜନ କୁମାର ପାତ୍ର ଅତିଥି ପରିଚୟ ପ୍ରଦାନ ଓ ଶେଷରେ ଓମ ପ୍ରକାଶ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ l  ପରେ ତୃତୀୟ ସନ୍ଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମ ରେ ପଶ୍ଚିମ ଓଡ଼ିଶାର ସୁନାମାଧନ୍ୟ ଓ ଲୋକପ୍ରିୟ କୀର୍ତନ ଗାୟିକା ଶ୍ରୀୟା ମେହେର, ରୋଜି ବରିହା,ଗାୟକ 

ବୁଲୁ ଶତପଥୀ, ଚନ୍ଦନ ମାହାର,ବିଶ୍ଵାମିତ୍ର ପାଣ୍ଡେ, ଓଁକାର ବିଶ୍ୱାଳ ଙ୍କ ଦମଦାର ରଙ୍ଗାରଙ୍ଗ ସଂକୀର୍ତ୍ତନ୍ୟ ଧାରା ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା  l  ସେହିପରି ପତ୍ରାପାଲି ରକ୍ସା,ସିଣ୍ଡୋଲ, ଦିଗୁନମାଲ,ଗୋପାଲଜୀ ସଂକୀର୍ତନ୍ୟ ମଣ୍ଡଳୀ ରୁଣ୍ଡିମହୁଲ ଓ ଆଂଚଳିକ ସଂକୀର୍ତନ୍ୟ ମଣ୍ଡଳୀ, ବୌଦ୍ଧ ଆଦି ସଂକୀର୍ତ୍ତନ ମଣ୍ଡଳୀ ଉତ୍ସବରେ ଯୋଗଦେଇ ସଂକୀର୍ତ୍ତନ ପରିବେଷଣ କରିଥିଲେ l ସଂକୀର୍ତ୍ତନ ଧାରାର ମନଛୁଆଁ ନୃତ୍ୟ ସଙ୍ଗୀତକୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଦର୍ଶକମାନେ ମନଭରି ଉପଭୋଗ କ ରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026
  ଜିଲ୍ଲା  
ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026

You Might Also Like