-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||     

HOME   ରାଜ୍ୟ

IPS ସ୍ତରରେ ବଡ଼ଧରଣର ଅଦଳବଦଳ; ୧୦ ଜିଲ୍ଲାରେ ନୂଆ ଏସପି, ବଦଳିଲେ ୪ OPS

24-May-2026



ଭୁବନେଶ୍ୱର(ସମୀର ରଞ୍ଜନ ନାୟକ ):ଓଡ଼ିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ପୋଲିସ ପ୍ରଶାସନରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ରାଜ୍ୟର ୧୮ ଜଣ ବରିଷ୍ଠ IPS ଓ OPS ଅଧିକାରୀଙ୍କୁ ନୂତନ ସ୍ଥାନରେ ଅବସ୍ଥାପିତ କରାଯାଇଛି। ସରକାରୀ ବିଜ୍ଞପ୍ତି ଅନୁଯାୟୀ, ନବରଙ୍ଗପୁର SP ମଡକର ସନ୍ଦୀପ ସମ୍ପତଙ୍କୁ କଟକ CID-CBର DIG ଭାବେ ବଦଳି କରାଯାଇଥିବାବେଳେ, ପରମାର ସ୍ମିତ ପରଷୋତ୍ତମଦାସଙ୍କୁ ନୟାଗଡ଼ SP ଭାବେ ନିଯୁକ୍ତି ମିଳିଛି। ସେହିପରି ଖୋର୍ଦ୍ଧା SP ବିବେକାନନ୍ଦ ଶର୍ମାଙ୍କୁ CID-CB SP ଏବଂ ରାୟଗଡ଼ SP ସ୍ୱାତୀ ଏସ. କୁମାରଙ୍କୁ STF SP ଭାବେ ବଦଳି କରାଯାଇଛି।ସେହିପରି ନୟାଗଡ଼ ଏସପି ଏସ. ସୁଶ୍ରୀଙ୍କୁ ଭିଜିଲାନ୍ସ ଏସପି, ସ୍ପେଶାଲ ବ୍ରାଞ୍ଚ ଏସପି ରାଜ ପ୍ରସାଦଙ୍କୁ ରାୟଗଡ଼ ଏସପି, ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ଖୋର୍ଦ୍ଧା ଏସପି, ବୌଦ୍ଧ ଏସପି ରାହୁଲ ଗୋୟଲଙ୍କୁ ସ୍ପେଶାଲ ବ୍ରାଞ୍ଚ ଏସପି ଏବଂ କନ୍ଧମାଳ ଏସପି ହରିଶା ବି. ସି.ଙ୍କୁ ଗଞ୍ଜାମ ଏସପି ଭାବେ ବଦଳି କରାଯାଇଛି। ଅନ୍ୟପଟେ ଭଦ୍ରକର ଅତିରିକ୍ତ ଏସପି କାଶ୍ୟପ ପାର୍ଥ ଜଗଦୀଶଙ୍କୁ ନବରଙ୍ଗପୁର ଏସପି ଏବଂ ରାୟଗଡ଼ାର ଅତିରିକ୍ତ ଏସପି ରମେନ୍ଦ୍ର ପ୍ରସାଦଙ୍କୁ କନ୍ଧମାଳ ଏସପି ଭାବେ ପଦୋନ୍ନତି ସହ ନୂଆ ଦାୟିତ୍ୱ ଦିଆଯାଇଛି। 
ରାଜ୍ୟପାଳଙ୍କ ଏଡିସି କୁଲଦୀପ ମୀନାଙ୍କୁ ବୌଦ୍ଧ ଏସପି କରାଯାଇଥିବା ବେଳେ କଟକ ୟୁପିଡିର ଏସିପି ଅନନ୍ୟା ଅୱସ୍ତିଙ୍କୁ ରାଜ୍ୟପାଳଙ୍କ ନୂତନ ଏଡିସି ଭାବେ ଅବସ୍ଥାପିତ କରାଯାଇଛି। ଏହା ସହିତ ଓପିଏସ ଅଧିକାରୀମାନଙ୍କ ମଧ୍ୟରେ, କଟକ CID-CB ଏସପି ଶ୍ରୀ କୃଷ୍ଣ ପ୍ରସାଦ ପଟ୍ଟନାୟକଙ୍କୁ ସିଗନାଲ୍ସ ଏସପି, ଭୁବନେଶ୍ୱର STF ଏସପି ରବୀନ୍ଦ୍ର ନାଥ ଶତପଥୀଙ୍କୁ ବରଗଡ଼ ଏସପି, ସ୍ପେଶାଲ ବ୍ରାଞ୍ଚ ଏସପି କୃଷ୍ଣ ପ୍ରସାଦ ଦାସଙ୍କୁ ରାଉରକେଲା ଏସଆରପି ଏବଂ ଭୁବନେଶ୍ୱର-କଟକ ୟୁପିଡିର ଡିସିପି କିଶୋର ଚନ୍ଦ୍ର ମୁଣ୍ଡଙ୍କୁ ଦେବଗଡ଼ ଏସପି ଭାବେ ବଦଳି କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026
  ଜିଲ୍ଲା  
ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   11-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ   11-Jun-2026

You Might Also Like