-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||     

HOME   ରାଜନୀତି

ଆଜି ନୂଆଦିଲ୍ଲୀରେ ଭାରତୀୟ ଜନତା ପାର୍ଟି ରେ ଯୋଗ ଦେବେ ବିଜେଡି ନେତା ଦେବାଶିଷ 

25-May-2026



ଭୁବନେଶ୍ୱର(ସମୀର ରଞ୍ଜନ ନାୟକ): ବିଜେଡି ଛାଡ଼ିପାରନ୍ତି ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ବିଜେଡି ଛାଡ଼ି ଦେବାଶିଷ ସାମନ୍ତରାୟ ବିଜେପିରେ ଯୋଗ ଦେବା ନେଇ ଚର୍ଚ୍ଚା ହେଉଛି। ବିଜେଡି ଛାଡ଼ି ବିଜେପିରେ ଆଜି ଯୋଗ ଦେଇପାରନ୍ତି ଦେବାଶିଷ। ଏନେଇ ଜୋର୍ ଧରିଛି ଚର୍ଚ୍ଚା।ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅତ୍ୟନ୍ତ ଘନିଷ୍ଠ ଥିବା ଦେବାଶିଷ ବିଭିନ୍ନ କାରଣକୁ ନେଇ ଦଳ ସହିତ ଅସନ୍ତୁଷ୍ଟ ଥିଲେ। ନବୀନ ଓ ତାଙ୍କ ମଧ୍ୟରେ ଧୀରେ ଧୀରେ ଦୂରତା ସୃଷ୍ଟି ହୋଇଥିଲା। ଦିନେ ପାଓ୍ୱର କରିଡରରେ ପାଓ୍ୱରଫୁଲ୍ ଥିବା ଦେବାଶିଷ ଏବେ କୁଆଡେ ଅଲୋଡ଼ା । ତାଙ୍କର ଅନୁଗତମାନଙ୍କୁ ଦଳରେ ଗୁରୁତ୍ଵ ଦିଆଯାଉନଥିଲା। ଏମିତିକି ତାଙ୍କୁ ଯେଉଁ ବରିଷ୍ଠ ଉପସଭାପତି ପଦ ଦିଆଯାଇଥିଲା, ତାହାକୁ ସେ ପ୍ରତ୍ୟାଖାନ କରିଥିଲେ। ଗତ କିଛି ମାସ ହେଲା ସେ ଦଳୀୟ ବ୍ୟାପାର ବା ସଙ୍ଗଠନରେ ମୁଣ୍ଡ ଖେଳାଉନଥିଲେ। କୌଣସି ଟିପ୍ପଣୀ ଦେବାରୁ ନିଜକୁ ଦୂରେଇ ରଖୁଥିଲେ। ତେବେ ତାଙ୍କ ନୀରବତା ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଥିଲା। ଏବେ ସେ ବିଜେପିରେ ଯୋଗ ଦେବା ନେଇ ଚର୍ଚ୍ଚା ଜୋରସୋରରେ ହେଉଛି lସେପଟେ ଏ ସଂପର୍କରେ ଦେବାଶିଷ ଏସମ୍ପର୍କରେ କୌଣସି ପ୍ରତିକ୍ରିୟା ମିଳିନାହିଁ। ଏନେଇ ବିଜେଡି କି ବିଜେପିର କେହି ନେତା ମଧ୍ୟ ମୁହଁ ଖୋଲୁନାହାନ୍ତି। ଦେବାଶିଷ ଯଦି ବିଜେପିରେ ଯୋଗ ଦିଅନ୍ତି, ତେବେ ତାହାର ପ୍ରଭାବ କଟକ, ତିର୍ତ୍ତୋଲ ଓ ପାରାଦୀପ ରାଜନୀତିରେ ଅନୁଭୂତ ହେବ ବୋଲି ଆକଳନ କରାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026
  ଜିଲ୍ଲା  
ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   05-Nov-2026
  ଜିଲ୍ଲା  
ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   05-Nov-2026
  ରାଜ୍ୟ  
ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   05-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ   05-Nov-2026
  ଜିଲ୍ଲା  
କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   05-Nov-2026
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026

You Might Also Like