-+91-9937148622 |

prerana_bgr@rediffmail.com |

  Friday 29th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ସହରରେ କାଳବୈଶାଖୀ ତାଣ୍ଡବ ବ୍ୟାପକ କ୍ଷୟକ୍ଷତି   (29-May-2026)       ||      ଆତ୍ମଗୌରବ ଦିବସ ଅବସରରେ ନୂଆଦିଲ୍ଲୀ ରେ ବଲାଙ୍ଗୀର ଜିଲ୍ଲା ଦେଢଗାଁର ଓଡ଼ିଆ ପୁଅ ବଳଦେବ ବାଗଙ୍କୁ ସମ୍ମାନିତ କଲା ଆଦିଲୀଳା ଫାଉଣ୍ଡେସନ   (29-May-2026)       ||      ଅପରାଧୀଙ୍କ ଉପରେ କଡ଼ା ଆକ୍ସନ ନେବାକୁ ନିର୍ଦ୍ଦେଶ |   (29-May-2026)       ||      ୪୭ ନମ୍ବର ୱାର୍ଡରେ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ   (29-May-2026)       ||      ବିଜୁ ବାବୁଙ୍କ ସମ୍ପତ୍ତି ହଡ଼ପ ପାଇଁ ଚାଲିଛି ଷଡ଼ଯନ୍ତ୍ର : ଦେବାଶିଷ ସାମନ୍ତରାୟ   (29-May-2026)       ||      ବଲାଙ୍ଗୀର ଦୁର୍ଘଟଣାରେ ରାଜ ପରିବାର ସଦସ୍ୟଙ୍କ ଦେହାନ୍ତ   (29-May-2026)       ||      ମହିଳା ବାଥରୁମରେ ସ୍ପାଏ କ୍ୟାମେରା : ଏସପିଙ୍କ ତତ୍ତ୍ବାବଧାନରେ ଚାଲିଛି ତନାଘନା   (29-May-2026)       ||      ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ସେୟାର୍‌ କଲେ କଡ଼ା କାର୍ଯ୍ୟାନୁଷ୍ଠାନ♦️ ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଗୃହ ବିଭାଗ ତରଫରୁ କଡ଼ାନିର୍ଦେଶ   (29-May-2026)       ||      ସୁବର୍ଣ୍ଣପୁର ରେ ଓ ଏ ଏସ ଛାତ୍ରୀ ଶୀତଲ କୁଶଳ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା*- *ଶୁଭେଛା ଓ ସଫଳତା କାମନା କଲେ ଜିଲ୍ଲାପାଳ*-   (29-May-2026)       ||      ମାସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (28-May-2026)       ||      ବରପାଲିରେ ବିଜେପି ନଗର ମଣ୍ଡଳର ବୃହତ୍ ମିଶ୍ରଣ ପର୍ବ, ବିଜେଡି ଓ କଂଗ୍ରେସରୁ ଅନେକ କର୍ମୀ ବିଜେପିରେ ସାମିଲ   (28-May-2026)       ||      ଓଡ଼ିଶା ସିଭିଲ ସର୍ଭିସ୍ ପରୀକ୍ଷାରେ ପ୍ରଥମ ସ୍ଥାନ ହାସଲ କରିଥିବା ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (28-May-2026)       ||      ପଞ୍ଚାୟତିରାଜ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ   (28-May-2026)       ||      ଜିଲ୍ଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ନୂତନ ଆରକ୍ଷୀ ଅଧିକ୍ଷକଙ୍କୁ ସାକ୍ଷାତ♦️ସାଇବର କ୍ରାଇମ ସମେତ କୌଣସି ବେଆଇନ ଅପରାଧ କୁ କ୍ଷମା କରାଯିବ ନାହିଁ: ବରଗଡ଼ ଆରକ୍ଷୀ ଅଧିକ୍ଷକ    (28-May-2026)       ||      ତୁଳଣ୍ଡିରେ ପିଇବା ପାଣି, ଅର୍ଡାରେ ବିଜୁଳି ସମସ୍ୟା ନରସିଂହ ଙ୍କ ହସ୍ତକ୍ଷେପ ଚାହିଁଲେ ଗ୍ରାମବାସୀ♦️ ତୁରନ୍ତ ସମାଧାନ ପାଇଁ ବିଭାଗୀୟ ଯନ୍ତ୍ରୀଙ୍କ ସହ କଥା ହେଲେ ନରସିଂହ   (28-May-2026)       ||      *ମେଣ୍ଢା ଜଗୁଆଳିକୁ ଶିକାର କରିବକୁ ଆସିଛୁ କହି ନିରଧୂମ ପିଟିଲେ ବନବିଭାଗ କର୍ମଚାରୀ*   (28-May-2026)       ||      ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ‘ସ୍ଵତନ୍ତ୍ର ସଘନ ସଂଶୋଧନ’ (ଏସ.ଆଇ.ଆର ) ତାଲିମ   (28-May-2026)       ||      ପେଟ୍ରୋଲ,ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ   (28-May-2026)       ||      ହୃଦଘାତରେ ଶିକ୍ଷକଙ୍କ ପରଲୋକ-   (28-May-2026)       ||      ବଲାଙ୍ଗୀର ଆହାର କେନ୍ଦ୍ରରେ ଆନୁସଙ୍ଗିିକ ସୁବିଧା ନାହିଁ, ପ୍ରତିକୂଳ ପରିସ୍ଥିତିରେ ଵି ଭୋକିଲା ମୁହଁରେ ହସ ଫୁଟାଉଛନ୍ତି ଏସ୍.ଏଚ୍.ଜି ମହିଳା    (28-May-2026)       ||     

HOME   ଜିଲ୍ଲା

ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ‘ସ୍ଵତନ୍ତ୍ର ସଘନ ସଂଶୋଧନ’ (ଏସ.ଆଇ.ଆର ) ତାଲିମ

28-May-2026



ବରପାଲି - (ସୁଦାମ ଦୀପ )         ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ଯଥା ବରଗଡ଼, ଅତାବିରା, ଭେଡ଼େନ,ଭଟଲି, ସୋହେଲା, ଅମ୍ବାଭୋନା, ବରପାଲି, ଗାଇସିଲାଟ, ବିଜେପୁର, ରାଜବୋରାସମ୍ବର, ପାଇକମାଲ, ଝାରବନ୍ଧ ପଞ୍ଚାୟତ ସମିତିଠାରେ ବୁଥ୍ ସ୍ତରୀୟ ଅଧିକାରୀ ଏବଂ ବୁଥ୍ ସୁପରଭାଇଜରମାନଙ୍କ ନିମନ୍ତେ ସ୍ଵତନ୍ତ୍ର ସଘନ ସଂଶୋଧନ (ଏସ.ଆଇ.ଆର) ସମ୍ପର୍କିତ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି, ଘର-କୁ-ଘର Enumeration Form ବଣ୍ଟନ ଏବଂ ସଂଗ୍ରହ, ଭୋଟର ତାଲିକାର ଯାଞ୍ଚ ଏବଂ ତ୍ରୁଟି ସଂଶୋଧନ, ନୂଆ ନାମ ଯୋଡ଼ିବା କିମ୍ବା ବାଦ୍ ଦେବା ପାଇଁ ଦାବି/ଆପତ୍ତି ପ୍ରକ୍ରିୟା, ସ୍ବତନ୍ତ୍ର ମ୍ୟାପିଂ ଏବଂ ଡାଟା ଏଣ୍ଟ୍ରି ସମ୍ବନ୍ଧୀୟ ପ୍ରଶିକ୍ଷଣ ଦିଆଯାଇଥିଲା । ସେହିପରି  ୧୯୫୦ ଟୋଲ୍ ଫ୍ରି ହେଲ୍ପଲାଇନ ନମ୍ବରର ଓ ବିଭିନ୍ନ Voters Service Portal ଗୁଡିକର ବ୍ୟବହାର ଆଦି ବିଭିନ୍ନ ବିଷୟରେ ମଧ୍ୟ ବୁଥସ୍ତରୀୟ ଅଧିକାରୀ ଏବଂ ସୁପରଭାଇଜରମାନଙ୍କୁ ସଚେତନ କରାଯାଇଥିଲା । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ଏବଂ ଅପରାହ୍ନ ୪ଟାରୁ ସନ୍ଧ୍ୟା ୭ଟା ମଧ୍ୟରେ ଘରକୁ ଘର ଯାଇ ଏସ.ଆଇ.ଆର ପାଇଁ ଉଦ୍ଦିଷ୍ଟ କାର୍ଯ୍ୟ ସମ୍ପାଦନ କରିବା ପାଇଁ ବୁଥସ୍ତରୀୟ ଅଧିକାରୀ ଏବଂ ସୁପରଭାଇଜରମାନଙ୍କୁ ପରାମର୍ଶ ଦିଆଯାଇଛି । ସୂଚନାଯୋଗ୍ୟ ଯେ, କମିଶନଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ ଜୁଲାଇ ୧ ତାରିଖକୁ ଯୋଗ୍ୟ ତାରିଖ ଭାବେ ଧାର୍ଯ୍ୟ କରାଯାଇଛି । ୨୦ ମେ ରୁ ୨୯ ମେ ୨୦୨୬ ପର୍ଯ୍ୟନ୍ତ ପ୍ରସ୍ତୁତି, ପ୍ରଶିକ୍ଷଣ ଓ ମୁଦ୍ରଣ କାର୍ଯ୍ୟ ସମ୍ପାଦିତ ହେବ । ୩୦ ମେ ରୁ ୨୮ ଜୁନ ୨୦୨୬ ମଧ୍ୟରେ ପର୍ଯ୍ୟନ୍ତ ବୁଥସ୍ତରୀୟ ଅଧିକାରୀମାନେ ଘରକୁ ଘର ପରିଦର୍ଶନ କରି ଭୋଟର ତଥ୍ୟ ସଂଗ୍ରହ ଓ ଯାଞ୍ଚ କରିବେ । ଏହା ସହିତ ୨୮ ଜୁନ ସୁଦ୍ଧା ମତଦାନ କେନ୍ଦ୍ରଗୁଡ଼ିକର ସୁବିଧାଗତ ପୁନର୍ବିନ୍ୟାସ କାର୍ଯ୍ୟ ସମାପ୍ତ କରାଯିବାର  ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ।ଖସଡା ଭୋଟର ତାଲିକା ୦୫ ଜୁଲାଇ ୨୦୨୬ରେ ପ୍ରକାଶ ପାଇବାକୁ ଥିବାବେଳେ, ୦୫ ଜୁଲାଇ ୨୦୨୬ ରୁ ୦୪ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ଦାବି ଓ ଆପତ୍ତି ଦାଖଲ କରାଯାଇପାରିବ ଏବଂ ସମ୍ପର୍କିତ ଶୁଣାଣି ମାଧ୍ୟମରେ ଫଇସଲା କରାଯିବ । ଦାବି ଓ ଆପତ୍ତିର ଫଇସଲା ୦୨ ସେପ୍ଟେମ୍ବର ସୁଦ୍ଧା କରାଯିବା ପରେ ୦୬ ସେପ୍ଟେମ୍ବର ୨୦୨୬ରେ ଅନ୍ତିମ ଭୋଟର ତାଲିକା ପ୍ରକାଶ ପାଇବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ସହରରେ କାଳବୈଶାଖୀ ତାଣ୍ଡବ ବ୍ୟାପକ କ୍ଷୟକ୍ଷତି   29-May-2026
  ଜିଲ୍ଲା  
ଆତ୍ମଗୌରବ ଦିବସ ଅବସରରେ ନୂଆଦିଲ୍ଲୀ ରେ ବଲାଙ୍ଗୀର ଜିଲ୍ଲା ଦେଢଗାଁର ଓଡ଼ିଆ ପୁଅ ବଳଦେବ ବାଗଙ୍କୁ ସମ୍ମାନିତ କଲା ଆଦିଲୀଳା ଫାଉଣ୍ଡେସନ   29-May-2026
  ଜିଲ୍ଲା  
ଅପରାଧୀଙ୍କ ଉପରେ କଡ଼ା ଆକ୍ସନ ନେବାକୁ ନିର୍ଦ୍ଦେଶ |   29-May-2026
  ଜିଲ୍ଲା  
୪୭ ନମ୍ବର ୱାର୍ଡରେ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ   29-May-2026
  ଜିଲ୍ଲା  
ବିଜୁ ବାବୁଙ୍କ ସମ୍ପତ୍ତି ହଡ଼ପ ପାଇଁ ଚାଲିଛି ଷଡ଼ଯନ୍ତ୍ର : ଦେବାଶିଷ ସାମନ୍ତରାୟ   29-May-2026
  ରାଜ୍ୟ  
ବଲାଙ୍ଗୀର ଦୁର୍ଘଟଣାରେ ରାଜ ପରିବାର ସଦସ୍ୟଙ୍କ ଦେହାନ୍ତ   29-May-2026
  ଜିଲ୍ଲା  
ମହିଳା ବାଥରୁମରେ ସ୍ପାଏ କ୍ୟାମେରା : ଏସପିଙ୍କ ତତ୍ତ୍ବାବଧାନରେ ଚାଲିଛି ତନାଘନା   29-May-2026
  ଜିଲ୍ଲା  
ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ସେୟାର୍‌ କଲେ କଡ଼ା କାର୍ଯ୍ୟାନୁଷ୍ଠାନ♦️ ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଗୃହ ବିଭାଗ ତରଫରୁ କଡ଼ାନିର୍ଦେଶ   29-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓ ଏ ଏସ ଛାତ୍ରୀ ଶୀତଲ କୁଶଳ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା*- *ଶୁଭେଛା ଓ ସଫଳତା କାମନା କଲେ ଜିଲ୍ଲାପାଳ*-   29-May-2026
  ଜିଲ୍ଲା  
ମାସିକ ସ୍ୱାସ୍ଥ୍ୟ ଦିବସ ପାଳିତ   28-May-2026
  ଜିଲ୍ଲା  
ବରପାଲିରେ ବିଜେପି ନଗର ମଣ୍ଡଳର ବୃହତ୍ ମିଶ୍ରଣ ପର୍ବ, ବିଜେଡି ଓ କଂଗ୍ରେସରୁ ଅନେକ କର୍ମୀ ବିଜେପିରେ ସାମିଲ   28-May-2026
  ଜିଲ୍ଲା  
ଓଡ଼ିଶା ସିଭିଲ ସର୍ଭିସ୍ ପରୀକ୍ଷାରେ ପ୍ରଥମ ସ୍ଥାନ ହାସଲ କରିଥିବା ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   28-May-2026

You Might Also Like