-+91-9937148622 |

prerana_bgr@rediffmail.com |

  Friday 29th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ସହରରେ କାଳବୈଶାଖୀ ତାଣ୍ଡବ ବ୍ୟାପକ କ୍ଷୟକ୍ଷତି   (29-May-2026)       ||      ଆତ୍ମଗୌରବ ଦିବସ ଅବସରରେ ନୂଆଦିଲ୍ଲୀ ରେ ବଲାଙ୍ଗୀର ଜିଲ୍ଲା ଦେଢଗାଁର ଓଡ଼ିଆ ପୁଅ ବଳଦେବ ବାଗଙ୍କୁ ସମ୍ମାନିତ କଲା ଆଦିଲୀଳା ଫାଉଣ୍ଡେସନ   (29-May-2026)       ||      ଅପରାଧୀଙ୍କ ଉପରେ କଡ଼ା ଆକ୍ସନ ନେବାକୁ ନିର୍ଦ୍ଦେଶ |   (29-May-2026)       ||      ୪୭ ନମ୍ବର ୱାର୍ଡରେ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ   (29-May-2026)       ||      ବିଜୁ ବାବୁଙ୍କ ସମ୍ପତ୍ତି ହଡ଼ପ ପାଇଁ ଚାଲିଛି ଷଡ଼ଯନ୍ତ୍ର : ଦେବାଶିଷ ସାମନ୍ତରାୟ   (29-May-2026)       ||      ବଲାଙ୍ଗୀର ଦୁର୍ଘଟଣାରେ ରାଜ ପରିବାର ସଦସ୍ୟଙ୍କ ଦେହାନ୍ତ   (29-May-2026)       ||      ମହିଳା ବାଥରୁମରେ ସ୍ପାଏ କ୍ୟାମେରା : ଏସପିଙ୍କ ତତ୍ତ୍ବାବଧାନରେ ଚାଲିଛି ତନାଘନା   (29-May-2026)       ||      ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ସେୟାର୍‌ କଲେ କଡ଼ା କାର୍ଯ୍ୟାନୁଷ୍ଠାନ♦️ ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଗୃହ ବିଭାଗ ତରଫରୁ କଡ଼ାନିର୍ଦେଶ   (29-May-2026)       ||      ସୁବର୍ଣ୍ଣପୁର ରେ ଓ ଏ ଏସ ଛାତ୍ରୀ ଶୀତଲ କୁଶଳ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା*- *ଶୁଭେଛା ଓ ସଫଳତା କାମନା କଲେ ଜିଲ୍ଲାପାଳ*-   (29-May-2026)       ||      ମାସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (28-May-2026)       ||      ବରପାଲିରେ ବିଜେପି ନଗର ମଣ୍ଡଳର ବୃହତ୍ ମିଶ୍ରଣ ପର୍ବ, ବିଜେଡି ଓ କଂଗ୍ରେସରୁ ଅନେକ କର୍ମୀ ବିଜେପିରେ ସାମିଲ   (28-May-2026)       ||      ଓଡ଼ିଶା ସିଭିଲ ସର୍ଭିସ୍ ପରୀକ୍ଷାରେ ପ୍ରଥମ ସ୍ଥାନ ହାସଲ କରିଥିବା ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (28-May-2026)       ||      ପଞ୍ଚାୟତିରାଜ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ   (28-May-2026)       ||      ଜିଲ୍ଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ନୂତନ ଆରକ୍ଷୀ ଅଧିକ୍ଷକଙ୍କୁ ସାକ୍ଷାତ♦️ସାଇବର କ୍ରାଇମ ସମେତ କୌଣସି ବେଆଇନ ଅପରାଧ କୁ କ୍ଷମା କରାଯିବ ନାହିଁ: ବରଗଡ଼ ଆରକ୍ଷୀ ଅଧିକ୍ଷକ    (28-May-2026)       ||      ତୁଳଣ୍ଡିରେ ପିଇବା ପାଣି, ଅର୍ଡାରେ ବିଜୁଳି ସମସ୍ୟା ନରସିଂହ ଙ୍କ ହସ୍ତକ୍ଷେପ ଚାହିଁଲେ ଗ୍ରାମବାସୀ♦️ ତୁରନ୍ତ ସମାଧାନ ପାଇଁ ବିଭାଗୀୟ ଯନ୍ତ୍ରୀଙ୍କ ସହ କଥା ହେଲେ ନରସିଂହ   (28-May-2026)       ||      *ମେଣ୍ଢା ଜଗୁଆଳିକୁ ଶିକାର କରିବକୁ ଆସିଛୁ କହି ନିରଧୂମ ପିଟିଲେ ବନବିଭାଗ କର୍ମଚାରୀ*   (28-May-2026)       ||      ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ‘ସ୍ଵତନ୍ତ୍ର ସଘନ ସଂଶୋଧନ’ (ଏସ.ଆଇ.ଆର ) ତାଲିମ   (28-May-2026)       ||      ପେଟ୍ରୋଲ,ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ   (28-May-2026)       ||      ହୃଦଘାତରେ ଶିକ୍ଷକଙ୍କ ପରଲୋକ-   (28-May-2026)       ||      ବଲାଙ୍ଗୀର ଆହାର କେନ୍ଦ୍ରରେ ଆନୁସଙ୍ଗିିକ ସୁବିଧା ନାହିଁ, ପ୍ରତିକୂଳ ପରିସ୍ଥିତିରେ ଵି ଭୋକିଲା ମୁହଁରେ ହସ ଫୁଟାଉଛନ୍ତି ଏସ୍.ଏଚ୍.ଜି ମହିଳା    (28-May-2026)       ||     

HOME   ଜିଲ୍ଲା

ମାସିକ ସ୍ୱାସ୍ଥ୍ୟ ଦିବସ ପାଳିତ

28-May-2026



ଏକ ସୁସ୍ଥ, ସଚେତନ ଏବଂ ପିରିଅଡ୍-ଫ୍ରେଣ୍ଡଲି ସମାଜ ଗଠନର ଲକ୍ଷ୍ୟ ନେଇ ବରଗଡ଼ ଜିଲ୍ଲା ପାଇକମାଳ ବ୍ଲକ ଅନ୍ତର୍ଗତ ପଲସଦା ଗ୍ରାମପଞ୍ଚାୟତର ଡୁଙ୍ଗୁରିପାଳି ଗ୍ରାମ ଓ କେର୍ମେଳାବାହାଲ ର ବିଜାଡିହି ଗ୍ରାମ ରେ ପଲ୍ଲୀ ଆଲୋକ ପାଠାଗାର ଓ ରିବୁଲ୍ଡ ଇଣ୍ଡିଆ ସହାୟତା ରେ ମାସିକ ସ୍ୱାସ୍ଥ୍ୟ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ଥିଲା କିଶୋରୀ ଓ

ମହିଳାମାନଙ୍କ ମଧ୍ୟରେ ମାସିକ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସମ୍ପର୍କିତ ସଚେତନତା ସୃଷ୍ଟି କରିବା ସହିତ ସମାଜରେ ରହିଥିବା ଅନ୍ଧବିଶ୍ୱାସ ଓ ଲଜ୍ଜାବୋଧକୁ ଦୂର କରିବା। ଏହି ସଚେତନତା କାର୍ଯ୍ୟକ୍ରମରେ ପାଇକମାଳର ସିଡିପିଓ ବାସନ୍ତି ପୂର୍ତ୍ତି ସୁପରଭାଇଜରମାନେ, ଅଙ୍ଗନୱାଡି କର୍ମୀ (AWWs), ଆଶା କର୍ମୀ, ଏଏନଏମ, ୱାର୍ଡ ସଦସ୍ୟ, ସ୍ଥାନୀୟ ମାଆମାନେ ଏବଂ କିଶୋରୀ ଗୋଷ୍ଠୀର ସଦସ୍ୟମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ। ସି ଡି ପି ଓ ମାସିକ ସ୍ୱାସ୍ଥ୍ୟ ନେଇ ଖୋଲା ଆଲୋଚନା କରିଥିଲେ ଏବଂ ସୁସ୍ଥ ଜୀବନ ପାଇଁ ସ୍ୱଚ୍ଛତାର ଗୁରୁତ୍ୱ ଉପରେ ଜୋର ଦେଇଥିଲେ । କାର୍ଯ୍ୟକ୍ରମରେ ପଲ୍ଲୀ ଆଲୋକ ପାଠାଗାରର ଲିଲିମା ପ୍ରଧାନ ମାସିକ ସମୟରେ ନିଜ ସ୍ୱାସ୍ଥ୍ୟର ଯତ୍ନ, ପୋଷଣଯୁକ୍ତ ଖାଦ୍ୟ ଗ୍ରହଣ, ସ୍ୱଚ୍ଛ ସାନିଟାରୀ ନାପକିନ ବ୍ୟବହାର ଓ ନିୟମିତ ସ୍ୱଚ୍ଛତା ଅଭ୍ୟାସ ଉପରେ ମୂଲ୍ୟବାନ ମତ ପ୍ରକାଶ କରିଥିଲେ। ମହିଳା ଓ କିଶୋରୀମାନଙ୍କୁ ନିର୍ଭୟ ଭାବରେ ନିଜ ସମସ୍ୟା ଆଲୋଚନା କରିବାକୁ ଉତ୍ସାହିତ କରାଇଥିଲେ ।

ଏହାସହ କାର୍ଯ୍ୟକ୍ରମରେ କ୍ୱିଜ୍ ପ୍ରତିଯୋଗିତା ଆୟୋଜିତ ହୋଇଥିଲା, ଯାହା ମାଧ୍ୟମରେ କିଶୋରୀମାନଙ୍କ ମଧ୍ୟରେ ମାସିକ ସ୍ୱାସ୍ଥ୍ୟ ସମ୍ପର୍କିତ ଜ୍ଞାନ ବୃଦ୍ଧି ପାଇଥିଲା। ସଚେତନତା ବୃଦ୍ଧି ପାଇଁ ଚିତ୍ରାଙ୍କନ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଇଥିଲା, ଯେଉଁଥିରେ ଅଂଶଗ୍ରହଣକାରୀମାନେ ସୁନ୍ଦର ସଚେତନତାମୂଳକ ଚିତ୍ର ଅଙ୍କନ କରିଥିଲେ। ଅନ୍ତେ ସମସ୍ତ କିଶୋରୀ ଓ ମହିଳାମାନଙ୍କୁ ସାନିଟାରୀ ନାପକିନ ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ସମାଜରେ ମାସିକ ସ୍ୱାସ୍ଥ୍ୟ ପ୍ରତି ସକାରାତ୍ମକ ମନୋଭାବ ସୃଷ୍ଟି କରିବା ସହିତ କିଶୋରୀ ଓ ମହିଳାମାନଙ୍କୁ ସଚେତନ କରିବାରେ ଏକ ସଫଳ ପଦକ୍ଷେପ ରୂପେ ପରିଗଣିତ ହୋଇଛି। ଶେଷ ରେ ପ୍ରଶାନ୍ତ ଥପା ସମସ୍ତଙ୍କୁ ଧନ୍ୟବାଦ୍ ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ସହରରେ କାଳବୈଶାଖୀ ତାଣ୍ଡବ ବ୍ୟାପକ କ୍ଷୟକ୍ଷତି   29-May-2026
  ଜିଲ୍ଲା  
ଆତ୍ମଗୌରବ ଦିବସ ଅବସରରେ ନୂଆଦିଲ୍ଲୀ ରେ ବଲାଙ୍ଗୀର ଜିଲ୍ଲା ଦେଢଗାଁର ଓଡ଼ିଆ ପୁଅ ବଳଦେବ ବାଗଙ୍କୁ ସମ୍ମାନିତ କଲା ଆଦିଲୀଳା ଫାଉଣ୍ଡେସନ   29-May-2026
  ଜିଲ୍ଲା  
ଅପରାଧୀଙ୍କ ଉପରେ କଡ଼ା ଆକ୍ସନ ନେବାକୁ ନିର୍ଦ୍ଦେଶ |   29-May-2026
  ଜିଲ୍ଲା  
୪୭ ନମ୍ବର ୱାର୍ଡରେ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ   29-May-2026
  ଜିଲ୍ଲା  
ବିଜୁ ବାବୁଙ୍କ ସମ୍ପତ୍ତି ହଡ଼ପ ପାଇଁ ଚାଲିଛି ଷଡ଼ଯନ୍ତ୍ର : ଦେବାଶିଷ ସାମନ୍ତରାୟ   29-May-2026
  ରାଜ୍ୟ  
ବଲାଙ୍ଗୀର ଦୁର୍ଘଟଣାରେ ରାଜ ପରିବାର ସଦସ୍ୟଙ୍କ ଦେହାନ୍ତ   29-May-2026
  ଜିଲ୍ଲା  
ମହିଳା ବାଥରୁମରେ ସ୍ପାଏ କ୍ୟାମେରା : ଏସପିଙ୍କ ତତ୍ତ୍ବାବଧାନରେ ଚାଲିଛି ତନାଘନା   29-May-2026
  ଜିଲ୍ଲା  
ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ସେୟାର୍‌ କଲେ କଡ଼ା କାର୍ଯ୍ୟାନୁଷ୍ଠାନ♦️ ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଗୃହ ବିଭାଗ ତରଫରୁ କଡ଼ାନିର୍ଦେଶ   29-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓ ଏ ଏସ ଛାତ୍ରୀ ଶୀତଲ କୁଶଳ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା*- *ଶୁଭେଛା ଓ ସଫଳତା କାମନା କଲେ ଜିଲ୍ଲାପାଳ*-   29-May-2026
  ଜିଲ୍ଲା  
ମାସିକ ସ୍ୱାସ୍ଥ୍ୟ ଦିବସ ପାଳିତ   28-May-2026
  ଜିଲ୍ଲା  
ବରପାଲିରେ ବିଜେପି ନଗର ମଣ୍ଡଳର ବୃହତ୍ ମିଶ୍ରଣ ପର୍ବ, ବିଜେଡି ଓ କଂଗ୍ରେସରୁ ଅନେକ କର୍ମୀ ବିଜେପିରେ ସାମିଲ   28-May-2026
  ଜିଲ୍ଲା  
ଓଡ଼ିଶା ସିଭିଲ ସର୍ଭିସ୍ ପରୀକ୍ଷାରେ ପ୍ରଥମ ସ୍ଥାନ ହାସଲ କରିଥିବା ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   28-May-2026

You Might Also Like