-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||     

HOME   ଜିଲ୍ଲା

ଅପରାଧୀଙ୍କ ଉପରେ କଡ଼ା ଆକ୍ସନ ନେବାକୁ ନିର୍ଦ୍ଦେଶ |

29-May-2026



କଟକ (ତପନ ମହାନ୍ତି ) ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ପୋଲିସ ଡିଜି ଓ୍ବାଇ.ବି ଖୁରାନିଆଙ୍କ ପ୍ରତିକ୍ରିୟା । ସବୁ ଜିଲ୍ଲା ଏସପିଙ୍କୁ ଅପରାଧୀଙ୍କ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇ । ଅପରାଧୀଙ୍କ ଉପରେ କଡ଼ା ଆକ୍ସନ ନେବାକୁ ନିର୍ଦ୍ଦେଶ ।୫ ହଜାର ୭ ଶହରୁ ଅଧିକ ଅପରାଧୂଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ଜାରି କରାଯାଇଛି। ମାଳ ମାଳ ଅପରାଧରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତଡିପାର ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ୨୦ ଜିଲ୍ଲାରେ ସାଇବର ଅପରାଧୀଙ୍କ ଉପରେ ରହିଛି ନଜର। ସରେଣ୍ଡର ନକଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଡିଜିପି ଚେତାବନୀ ଦେଇଛନ୍ତି। ପୋଲିସର ଥାର୍ଡ଼ ଡିଗ୍ରୀର ସେଭଳି କୌଣସି ଉଦ୍ଦେଶ୍ୟ ନାହିଁ। ଓଡ଼ିଶାରେ ବାଂଲାଦେଶୀଙ୍କ ଉପରେ କଡ଼ା ନଜର ରହିଛି । ବିଭିନ୍ନ ଥାନା ଓ ମେରାଇନ ଥାନାକୁ ନିର୍ଦ୍ଦେଶ ଦିଆଯାଇଛି ନଜର ରଖୁବା ପାଇଁ । ପୋଲିସର ଏନକାଉଣ୍ଟର ଉଦ୍ଦେଶ୍ୟ ନୁହେଁ, ପୋଲିସ ଉପରେ ଯେତେବେଳେ ଅପରାଧୀ ଆକ୍ରମଣ ବା ଗୁଳି ଚାଳନା କିମ୍ବା ବମିଙ୍ଗ କରିଥାନ୍ତି ପୋଲିସ ନିଜର ସେଲ୍ଫ ଡିଫେନ୍ସ ପାଇଁ ଏନକାଉଣ୍ଡର କରିଥାଏ ବୋଲି ପୋଲିସ ଡିଜି ଶ୍ରୀ ଖୁରାନିଆ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026

You Might Also Like