-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ

30-May-2026



(ରଂଜିତ ମହାନ୍ତି )
ବରୀ, ଦୀର୍ଘ ଦିନ ଧରି ଅତ୍ୟନ୍ତ ଅସୁରକ୍ଷିତ ଅବସ୍ଥାରେ ଚାଲିଛି ପ୍ରାଣୀ ଚିକିତ୍ସାଳୟ ସୂଚନା ମୁତାବକ ଉକ୍ତ ପ୍ରାଣ ଚିକିତ୍ସାଳୟଟି ବରୀ ମାଉଣ୍ଡ ବଜାରର ରାସ୍ତା କଡ଼ରେ ଥିବାରୁ ରାସ୍ତା ଉପରେ ପ୍ରାଣୀମାନଙ୍କୁ, କ'ଣ ରହସ୍ୟ ରହିଛି ତାହା ସାଧାରଣରେ ସନ୍ଦେହ ଦହ ସୃଷ୍ଟି କରିଛି | ସରକାରଙ୍କ ତରଫରୁ ଅର୍ଥ ବିନିଯୋଗ କରାଯାଇ ଗୃହ ନିର୍ମାଣ ହୋଇଥିଲେ ହେଁ ଭଡ଼ାରେ ପ୍ରାଣୀ କାର୍ଯ୍ୟାଳୟ ଚାଲିବା ଏବଂ ଉକ୍ତ ଭଡ଼ା ଅର୍ଥ ସରକାର କରିବା ଉପରେ ସମ୍ପୃକ୍ତ ବିଭାଗର ନଜର ନ ପଡ଼ିବା ଘଟଣା ବିସ୍ମୟ ସୃଷ୍ଟି କରିଛି। ଚାପରେ ସମ୍ପୃକ୍ତ ବିଭାଗ ଚିକିତ୍ସା କରାଯିବା ଯୋଗୁଁ ବାରମ୍ବାର ଦୁର୍ଘଟଣା ଘଟିବାର ନଜିର ରହିଛି । ସରକାରୀ ସ୍ତରରେ ଅର୍ଥ ମଞ୍ଜୁର ହୋଇ ପ୍ରାଣୀ ଚିକିତ୍ସାଳୟ ଗୃହନିର୍ମାଣ କାର୍ଯ୍ୟ ଶେ ଏହା କାର୍ଯ୍ୟକ୍ଷମ ନ ଶେଷ ହୋଇଥିଲେ ହେବା ଘଟଣା ଘଟଣା ପଛରେ ଚାପି ହୋଇ ସରକାରୀ ଗୃହ ଥାଇ ମଧ୍ୟ ଭଡ଼ାରେ ଗୃହ ନିଆଯାଇ ପ୍ରାଣୀମାନଙ୍କୁ ଚିକିତ୍ସା କରାଯାଉଛି ସେହି ଘଟଣାକୁ ତଦନ୍ତ ପରିସରଭୁକ୍ତ କରାଯିବାକୁ ବରୀ ଅଞ୍ଚଳର ବୁଦ୍ଧିଜୀବୀମାନେ ଦାବି କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like