-+91-9937148622 |

prerana_bgr@rediffmail.com |

  Sunday 31st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବୋଦୟ ଭିକ୍ଟର ୨୦୨୬♦️ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (30-May-2026)       ||      ପ୍ରେମ ପାଇଁ ଯୁବକ ଉପରେ ଚଢ଼ାଇ ଦେଲେ ଥାର ଗାଡି|   (30-May-2026)       ||      ନିର୍ମାଣ ସଂସ୍ଥା ବସ ଧକ୍କାରେ ଯୁବତୀ ମୃତ   (30-May-2026)       ||      ମୈଦଳପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ   (30-May-2026)       ||      ନର୍ଲା ପି,ଏସ,ଡିଗ୍ରୀ କଲେଜ ଇଂରାଜୀ ଅଧ୍ୟାପିକା ବାସନ୍ତୀ ସାହୁ ଓ ବରିଷ୍ଟ କିରାଣୀ ସନ୍ତୋଷ ନାଏକଙ୍କୁ ଭାବବିହୋଲ ବିଦାୟକାଳୀନ ସମ୍ବର୍ଦ୍ଧନା   (30-May-2026)       ||      ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ    (30-May-2026)       ||      ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   (30-May-2026)       ||      ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   (30-May-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (30-May-2026)       ||      କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   (30-May-2026)       ||      ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   (30-May-2026)       ||      ନର୍ଲା ଡିଗ୍ରୀ କଲେଜ ଅଧ୍ୟାପିକା ବାସନ୍ତୀ ସାହୁ ବରିଷ୍ଟ କିରାଣୀ ସନ୍ତୋଷ ନାଏକ ଙ୍କୁ ବିଦାୟାଳୀନ ସମର୍ଦ୍ଧନା   (30-May-2026)       ||      ରତାଖଣ୍ଡି-ଆଟଗାଁ ରାସ୍ତାର ତେଲନଦୀରେ ନିର୍ମାଣହେବ ଉଚ୍ଚକ୍ଷମତାସମ୍ପନ୍ନ ପୋଲ   (30-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବରପାଲି ସାମ୍ୱାଦିକ ସଂଘ ପକ୍ଷରୁ କର୍କଟ ରୋଗର ସଚେତନତା ଶିବିର ଅନୁଷ୍ଠିତ,   (29-May-2026)       ||      ବିନାସୂଚନା ଫଳକ ରେ ଚାଲିଛି ଚେକଡେମ କାମ    (29-May-2026)       ||      ଖାଦ୍ୟ ନ ପାଇ କଟକ ନୂଆବଜ଼ାର କୁଷ୍ଠ ରୋଗୀ ଧାରଣାରେ ବସିଲେ ।   (29-May-2026)       ||      *ସ୍ୱାମୀ ବିବେକାନନ୍ଦ କଲେଜ ବରପାଲିରେ ସମ୍ବର୍ଦ୍ଧନା ଉତ୍ସବ ଉଦଯାପିତ*   (29-May-2026)       ||      ସୁବର୍ଣ୍ଣପୁର ସହରରେ କାଳବୈଶାଖୀ ତାଣ୍ଡବ ବ୍ୟାପକ କ୍ଷୟକ୍ଷତି   (29-May-2026)       ||     

HOME   ଜିଲ୍ଲା

ପ୍ରେମ ପାଇଁ ଯୁବକ ଉପରେ ଚଢ଼ାଇ ଦେଲେ ଥାର ଗାଡି|

30-May-2026



କଟକ (ତପନ ମହାନ୍ତି )ଜଣେ ଯୁବତୀଙ୍କୁ କେନ୍ଦ୍ର କରି ପୂର୍ବରୁ ବ୍ୟକ୍ତିଗତ ଶତ୍ରୁତା ରହିଥିଲା। ତଦନ୍ତରୁ ଜଣାପଡ଼ିଥିଲା ଯେ, ସୂରଜ ବିଶ୍ୱକର୍ମା ଦୀର୍ଘଦିନ ଧରି ଯୁବତୀଙ୍କ ସହ ସମ୍ପର୍କରେ ଥିବା ବେଳେ ପରବର୍ତ୍ତୀ ସମୟରେ ମୃତ ବରୁଣ କୁମାର ରାଉତରାୟ ତାଙ୍କ ସହ ଘନିଷ୍ଠ ହୋଇଥିଲେ। ଏହାକୁ କେନ୍ଦ୍ର କରି ବରୁଣ ଏବଂ ସୂରଜଙ୍କ ମଧ୍ୟରେ ବାରମ୍ବାର ବିବାଦ ଓ ଝଗଡ଼ା ଲାଗି ରହୁଥିଲା।ଘଟଣାକ୍ରମରେ ଅଭିଯୁକ୍ତ ସୂରଜ ବିଶ୍ୱକର୍ମା ଏବଂ ତାଙ୍କ ସହଯୋଗୀମାନେ ଏକ କଳା ରଙ୍ଗର ଥାର୍ ଗାଡ଼ିରେ ବରୁଣ କୁମାର ରାଉତରାୟ ଏବଂ ତାଙ୍କ ସାଙ୍ଗମାନଙ୍କୁ ପିଛା କରିଥିଲେ। ଆଚାର୍ଯ୍ୟ ହରିହର ମହାବିଦ୍ୟାଳୟ ନିକଟରେ ଅଭିଯୁକ୍ତମାନେ ଉଦ୍ଦେଶ୍ୟମୂଳକ ଭାବେ ବରୁଣଙ୍କ ମୋଟରସାଇକେଲକୁ ଧକ୍କା ଦେବା ପରେ ତାଙ୍କୁ ହତ୍ୟା କରିବା ଉଦ୍ଦେଶ୍ୟରେ ଥାର୍ ଗାଡ଼ି ଚଢ଼ାଇ ଦେଇଥିଲେ। ଫଳରେ ବରୁଣ କୁମାର ରାଉତରାୟ ଗୁରୁତର ଆହତ ହୋଇ ମୃତ୍ୟୁବରଣ କରିଥିଲେ। ତାଙ୍କର ଦୁଇ ସହଯୋଗୀ ଆଲୋକ ମଲ୍ଲିକ ଏବଂ ବଳବନ୍ତ ଉର୍ଫ ଗୋଧି ମଧ୍ୟ ଗୁରୁତର ଆହତ ହୋଇ ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି।ଘଟଣା ରେ ଏକ ଥାର ଗାଡି, ଏକ ବାଇକ ସହ 6ଜଣ ଅଭିଯୁକ୍ତ ଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଚନ୍ଦ୍ରଶେଖର ପୁର ଥାନା ପୋଲିସ


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବୋଦୟ ଭିକ୍ଟର ୨୦୨୬♦️ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   30-May-2026
  ଜିଲ୍ଲା  
ପ୍ରେମ ପାଇଁ ଯୁବକ ଉପରେ ଚଢ଼ାଇ ଦେଲେ ଥାର ଗାଡି|   30-May-2026
  ଜିଲ୍ଲା  
ନିର୍ମାଣ ସଂସ୍ଥା ବସ ଧକ୍କାରେ ଯୁବତୀ ମୃତ   30-May-2026
  ଜିଲ୍ଲା  
ମୈଦଳପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ   30-May-2026
  ଜିଲ୍ଲା  
ନର୍ଲା ପି,ଏସ,ଡିଗ୍ରୀ କଲେଜ ଇଂରାଜୀ ଅଧ୍ୟାପିକା ବାସନ୍ତୀ ସାହୁ ଓ ବରିଷ୍ଟ କିରାଣୀ ସନ୍ତୋଷ ନାଏକଙ୍କୁ ଭାବବିହୋଲ ବିଦାୟକାଳୀନ ସମ୍ବର୍ଦ୍ଧନା   30-May-2026
  ଜିଲ୍ଲା  
ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ   30-May-2026
  ଜିଲ୍ଲା  
ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   30-May-2026
  ଜିଲ୍ଲା  
ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   30-May-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   30-May-2026
  ଜିଲ୍ଲା  
କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   30-May-2026
  ଜିଲ୍ଲା  
ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   30-May-2026
  ଜିଲ୍ଲା  
ନର୍ଲା ଡିଗ୍ରୀ କଲେଜ ଅଧ୍ୟାପିକା ବାସନ୍ତୀ ସାହୁ ବରିଷ୍ଟ କିରାଣୀ ସନ୍ତୋଷ ନାଏକ ଙ୍କୁ ବିଦାୟାଳୀନ ସମର୍ଦ୍ଧନା   30-May-2026

You Might Also Like