-+91-9937148622 |

prerana_bgr@rediffmail.com |

  Tuesday 2nd June 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ-ବାରବାଟୀ ବିଧାୟିକାଙ୍କ ଅଭିଯୋଗ ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସ୍ଥିତି ପରଖିଲେ ଜିଲ୍ଲାପାଳ   (02-Jun-2026)       ||      ସରଗାଡ଼ ରେ ପଂଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଓ ସଚେତନତା ଶିବିର   (01-Jun-2026)       ||      ଆନ୍ତଃ ଜିଲ୍ଲା ମୁଖ୍ୟମନ୍ତ୍ରୀ ଟ୍ରଫି-୨୦୨୬ ଫୁଟବଲ ଚାମ୍ପିୟନସିପ୍ ଉଦ୍‌ଘାଟିତ ବାଳକ ବର୍ଗରେ ବୌଦ୍ଧ ଓ ନୟାଗଡ଼, ବାଳିକା ବର୍ଗରେ ଦେବଗଡ଼ ବିଜୟୀ   (01-Jun-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (01-Jun-2026)       ||      ଏସ୍‌ଆଇଆର୍ କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ ତଦାରଖ କଲେ ଜିଲ୍ଲାପାଳ   (01-Jun-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଜୟନ୍ତୀ ମଞ୍ଜରୀ ରଥ ଙ୍କ ସ୍ମୃତି ସଭା   (01-Jun-2026)       ||      କଟକ ଜିଲ୍ଲାସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ ପାଳିତ   (01-Jun-2026)       ||      ଶିକ୍ଷା କ୍ଷେତ୍ରରେ ଜଣେ ଦକ୍ଷ ସଂଗଠକ ବିଇଓ ନୀଳମଣି ପଟେଲଙ୍କ ଅବସର   (01-Jun-2026)       ||      ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)-୨୦୨୬ ପ୍ରକ୍ରିୟା ନିମନ୍ତେ ସାମ୍ବାଦିକ ସମ୍ମିଳନୀ   (01-Jun-2026)       ||      ଶିକ୍ଷା କ୍ଷେତ୍ରକୁ ବିଦାୟ ଦେଲେ ବଲାଙ୍ଗୀରର ୨୫ଜଣ କର୍ମନିଷ୍ଠ ଅଧିକାରୀ ଓ ଶିକ୍ଷାକର୍ମୀ   (01-Jun-2026)       ||      ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହ   (01-Jun-2026)       ||      ଗଣ୍ଡପାଲି ରେ ବେଆଇନ କରତ କଲ  ଜବତ                        (01-Jun-2026)       ||      ସଂରକ୍ଷିତ ଜଙ୍ଗଲ କୁ ପଦା କରି ବିନା ସୂଚନା ଫଳକରେ ଜଙ୍ଗଲ ବିଭାଗର ନର୍ସରୀ ନିର୍ମାଣ କାହା ସ୍ୱାର୍ଥରେ?   (01-Jun-2026)       ||      ପଞ୍ଚମ ର ମାସନ୍ତ ସଂଗୀତ ସଂଧ୍ୟା   (01-Jun-2026)       ||      ତରଭା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୮ଟି ଦରଖାସ୍ତ ଗ୍ରହଣ   (01-Jun-2026)       ||      ଆଦର୍ଶ ଶିକ୍ଷକଙ୍କୁ ଅବସରକାଳୀନ ଭାବପୂର୍ଣ୍ଣ ବିଦାୟ   (01-Jun-2026)       ||      ଅଶୋକ ଚନ୍ଦନ ସ୍ନୁତି ସମାରୋହ ପାଳିତ   (01-Jun-2026)       ||      ଲୋକଙ୍କ ବିଶ୍ୱାସ ଜିତିଥିବା ଅତିରିକ୍ତ କମିଶନରଙ୍କୁ ଭାବବିହ୍ୱଳ ବିଦାୟୀ ସମ୍ବର୍ଦ୍ଧନା   (01-Jun-2026)       ||      ଯାଜପୁର: ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର    (01-Jun-2026)       ||      କୁମ୍ଭରୀରେ ବିଶ୍ଵ ତମାଖୁ ଦିବସ ପାଳିତ   (01-Jun-2026)       ||     

HOME   ରାଜ୍ୟ

ରାଜ୍ୟସ୍ତରୀୟ ଉତ୍ସବରେ କବୟିତ୍ରୀ ସମ୍ମାନିତ

01-Jun-2026



ଜଗତସିଂହପୁର(ପ୍ରେରଣା ଖବର): ରାଜ୍ୟସ୍ତରୀୟ ମା 'ଝଙ୍କଡ଼ ମହୋତ୍ସବ ୨୦୨୬ ମୂର୍ଚ୍ଛନା ଓ ଓଡିଶା କଲଚର ଆର୍ଟ ଏକାଡେମୀ, ଓଡିଶା ପକ୍ଷରୁ ସଂସ୍କୃତି ଭବନ, ଜଗତସିଂହପୁର ଠାରେ ଆୟୋଜିତ ହୋଇଥିଲା। ଏହି ଉତ୍ସବରେ ବଲାଙ୍ଗିର ମାଟିର ବୋହୂ ସମାଜସେବୀ ସଂଗୀତା ମିଶ୍ରଙ୍କୁ 'ବାଣୀକ୍ଷେତ୍ର ସମ୍ମାନ' ରେ ସମ୍ମାନିତ କରାଯାଇଛି।ସଂଗୀତା ମିଶ୍ର କିଛି ଦିନ ପୂର୍ବରୁ ଓଡିଶା ଗୌରବ ସମ୍ମାନରେ ମଧ୍ୟ ସମ୍ମାନିତ ହୋଇଛନ୍ତି। ଏହା ସହିତ ସଂଗୀତା ମିଶ୍ରଙ୍କ ଏକମାତ୍ର ଝିଅ ଶ୍ରେୟଲ ମିଶ୍ର ଏହି ଉତ୍ସବରେ ରଜ କୁଇନ୍ ୨୦୨୬ ରେ ବିଜେତା ହୋଇ ବଲାଙ୍ଗିର ମାଟି ପାଇଁ ଗର୍ବ ଆଣିଛନ୍ତି।ଶ୍ରେୟଲ ମିଶ୍ର ଜଣେ ନୃତ୍ୟଶିଳ୍ପୀ ତଥା ମେଧାବୀ ଛାତ୍ରୀ ମଧ୍ୟ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ-ବାରବାଟୀ ବିଧାୟିକାଙ୍କ ଅଭିଯୋଗ ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସ୍ଥିତି ପରଖିଲେ ଜିଲ୍ଲାପାଳ   02-Jun-2026
  ଜିଲ୍ଲା  
ସରଗାଡ଼ ରେ ପଂଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଓ ସଚେତନତା ଶିବିର   01-Jun-2026
  ଜିଲ୍ଲା  
ଆନ୍ତଃ ଜିଲ୍ଲା ମୁଖ୍ୟମନ୍ତ୍ରୀ ଟ୍ରଫି-୨୦୨୬ ଫୁଟବଲ ଚାମ୍ପିୟନସିପ୍ ଉଦ୍‌ଘାଟିତ ବାଳକ ବର୍ଗରେ ବୌଦ୍ଧ ଓ ନୟାଗଡ଼, ବାଳିକା ବର୍ଗରେ ଦେବଗଡ଼ ବିଜୟୀ   01-Jun-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   01-Jun-2026
  ଜିଲ୍ଲା  
ଏସ୍‌ଆଇଆର୍ କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ ତଦାରଖ କଲେ ଜିଲ୍ଲାପାଳ   01-Jun-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଜୟନ୍ତୀ ମଞ୍ଜରୀ ରଥ ଙ୍କ ସ୍ମୃତି ସଭା   01-Jun-2026
  ଜିଲ୍ଲା  
କଟକ ଜିଲ୍ଲାସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ ପାଳିତ   01-Jun-2026
  ଜିଲ୍ଲା  
ଶିକ୍ଷା କ୍ଷେତ୍ରରେ ଜଣେ ଦକ୍ଷ ସଂଗଠକ ବିଇଓ ନୀଳମଣି ପଟେଲଙ୍କ ଅବସର   01-Jun-2026
  ଜିଲ୍ଲା  
ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)-୨୦୨୬ ପ୍ରକ୍ରିୟା ନିମନ୍ତେ ସାମ୍ବାଦିକ ସମ୍ମିଳନୀ   01-Jun-2026
  ରାଜ୍ୟ  
ଶିକ୍ଷା କ୍ଷେତ୍ରକୁ ବିଦାୟ ଦେଲେ ବଲାଙ୍ଗୀରର ୨୫ଜଣ କର୍ମନିଷ୍ଠ ଅଧିକାରୀ ଓ ଶିକ୍ଷାକର୍ମୀ   01-Jun-2026
  ଜିଲ୍ଲା  
ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହ   01-Jun-2026
  ଜିଲ୍ଲା  
ଗଣ୍ଡପାଲି ରେ ବେଆଇନ କରତ କଲ  ଜବତ                        01-Jun-2026

You Might Also Like