-+91-9937148622 |

prerana_bgr@rediffmail.com |

  Tuesday 2nd June 2026 |

| | | |

R.N.I. Regd No. ODIODI/2010/46693

Breaking News

, କାମରେ ଲାଗୁନି ସରକାରୀ ଅର୍ଥରେ ନିର୍ମିତ ବସଷ୍ଟାଣ୍ଡ    (02-Jun-2026)       ||      ବିଶ୍ଵ କଲ୍ୟାଣାର୍ଥେ ରୁଦ୍ରାଭିସେକ ଓ ପୂଜନ    (02-Jun-2026)       ||      କଟକ-ବାରବାଟୀ ବିଧାୟିକାଙ୍କ ଅଭିଯୋଗ ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସ୍ଥିତି ପରଖିଲେ ଜିଲ୍ଲାପାଳ   (02-Jun-2026)       ||      ସରଗାଡ଼ ରେ ପଂଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଓ ସଚେତନତା ଶିବିର   (01-Jun-2026)       ||      ଆନ୍ତଃ ଜିଲ୍ଲା ମୁଖ୍ୟମନ୍ତ୍ରୀ ଟ୍ରଫି-୨୦୨୬ ଫୁଟବଲ ଚାମ୍ପିୟନସିପ୍ ଉଦ୍‌ଘାଟିତ ବାଳକ ବର୍ଗରେ ବୌଦ୍ଧ ଓ ନୟାଗଡ଼, ବାଳିକା ବର୍ଗରେ ଦେବଗଡ଼ ବିଜୟୀ   (01-Jun-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (01-Jun-2026)       ||      ଏସ୍‌ଆଇଆର୍ କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ ତଦାରଖ କଲେ ଜିଲ୍ଲାପାଳ   (01-Jun-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଜୟନ୍ତୀ ମଞ୍ଜରୀ ରଥ ଙ୍କ ସ୍ମୃତି ସଭା   (01-Jun-2026)       ||      କଟକ ଜିଲ୍ଲାସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ ପାଳିତ   (01-Jun-2026)       ||      ଶିକ୍ଷା କ୍ଷେତ୍ରରେ ଜଣେ ଦକ୍ଷ ସଂଗଠକ ବିଇଓ ନୀଳମଣି ପଟେଲଙ୍କ ଅବସର   (01-Jun-2026)       ||      ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)-୨୦୨୬ ପ୍ରକ୍ରିୟା ନିମନ୍ତେ ସାମ୍ବାଦିକ ସମ୍ମିଳନୀ   (01-Jun-2026)       ||      ଶିକ୍ଷା କ୍ଷେତ୍ରକୁ ବିଦାୟ ଦେଲେ ବଲାଙ୍ଗୀରର ୨୫ଜଣ କର୍ମନିଷ୍ଠ ଅଧିକାରୀ ଓ ଶିକ୍ଷାକର୍ମୀ   (01-Jun-2026)       ||      ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହ   (01-Jun-2026)       ||      ଗଣ୍ଡପାଲି ରେ ବେଆଇନ କରତ କଲ  ଜବତ                        (01-Jun-2026)       ||      ସଂରକ୍ଷିତ ଜଙ୍ଗଲ କୁ ପଦା କରି ବିନା ସୂଚନା ଫଳକରେ ଜଙ୍ଗଲ ବିଭାଗର ନର୍ସରୀ ନିର୍ମାଣ କାହା ସ୍ୱାର୍ଥରେ?   (01-Jun-2026)       ||      ପଞ୍ଚମ ର ମାସନ୍ତ ସଂଗୀତ ସଂଧ୍ୟା   (01-Jun-2026)       ||      ତରଭା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୮ଟି ଦରଖାସ୍ତ ଗ୍ରହଣ   (01-Jun-2026)       ||      ଆଦର୍ଶ ଶିକ୍ଷକଙ୍କୁ ଅବସରକାଳୀନ ଭାବପୂର୍ଣ୍ଣ ବିଦାୟ   (01-Jun-2026)       ||      ଅଶୋକ ଚନ୍ଦନ ସ୍ନୁତି ସମାରୋହ ପାଳିତ   (01-Jun-2026)       ||      ଲୋକଙ୍କ ବିଶ୍ୱାସ ଜିତିଥିବା ଅତିରିକ୍ତ କମିଶନରଙ୍କୁ ଭାବବିହ୍ୱଳ ବିଦାୟୀ ସମ୍ବର୍ଦ୍ଧନା   (01-Jun-2026)       ||     

HOME   ଜିଲ୍ଲା

କୁମ୍ଭରୀରେ ବିଶ୍ଵ ତମାଖୁ ଦିବସ ପାଳିତ

01-Jun-2026



ବରପାଲି :-(ସୁଦାମ ଦୀପ )       ବରଗଡ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ଲୋକକଳା ଗାଁ କୁମ୍ଭାରୀରେ ଯୁଗ ନିର୍ମାଣ ଗାୟତ୍ରୀ ପରିବାର କୁମ୍ଭାରୀ ପକ୍ଷରୁ ବିଶ୍ଵ ତମାଖୁ ଦିବସ ପାଳନ କରାଯାଇଛି l ଏହି ଅବସରରେ ପାନ ବିଦି ସିଗାରେଟ ଗଞ୍ଜେଇ ମଦ ଅଫିମ ଆଦି ନିଶା ନିବାରଣ ପାଇଁ ବିଭିନ୍ନ ସ୍ଲୋଗାନ ଦେଇ ଗାୟତ୍ରୀ ପୀଠରୁ ଏକ ଶୋଭାଯାତ୍ରାରେ ବାହାରି ଶ୍ରୀରାମ ନଗର ଦେଇ ଲକ୍ଷ୍ମୀ ନଗରକୁ ପହଞ୍ଚିଥିଲେ l ସେଠାରୁ ଜାମ ପଡାରୁ କୃଷ୍ନଗୁରୁ ପଡ଼ା ଦେଇ ଜଗନ୍ନାଥ ମନ୍ଦିର ଦେଇ ସହରା ପଡ଼lକୁ ଯାଇଥିଲେ l ସେଠାରୁ ପୁଣି ଆକାଶ ପତି ଛକରୁ ଉପ୍ରl ସ୍କୁଲ ସମ୍ମୁଖରୁ ଶାସ୍ତ୍ରୀ ପଡ଼ାରୁ ମଳିପଡା ଦେଇ ବନ୍ଧ ପଡ଼ାରୁ ବାଗ ପଡ଼ା ଦେଇ କlଲେଶ୍ୱର ମନ୍ଦିର ସମ୍ମୁଖ ଦେଇ ସ୍ୱ ପୀଠକୁ ପ୍ରତ୍ୟାବର୍ତ୍ତନ କରୁଥିଲେ l ଗାୟତ୍ରୀ ପୀଠ ପୁରୋଧା ପ୍ରଶାନ୍ତ ସେଟ ନେତୃତ୍ବ ନେଇଥିଲେ ପରିବାର ବରଗଡ଼ ଜିଲ୍ଲା ସଂଯୋଜକ ଅଶ୍ଵିନୀ କୁମାର ସାହୁ, ଅବସରପ୍ରାପ୍ତ ଶିକ୍ଷକ ରାମଜୀ ପଧନ,ପ୍ରଭାତ ଦୀପ,ବେହେରା ଗାୟତ୍ରୀ ପରିବାର ଚୈତନ୍ୟ ସାହୁ,ଗଣେଶ ପଟେଲ,ମିତମ୍ବିନି ପଧlନ, ଅଲକା ପଧନ ,କଳ୍ପନା,ମନ, ନବlଦ,ଜୟନ୍ତୀ,ଅଷ୍ଟମୀ, ଜନତ ଓ ପ୍ରେମଶିଲା ଆଦି ମହିଳା ପୁରୁଷ ସାମିଲ ହୋଇ ଜନ ସଚେତନତା ସୃଷ୍ଟି କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
, କାମରେ ଲାଗୁନି ସରକାରୀ ଅର୍ଥରେ ନିର୍ମିତ ବସଷ୍ଟାଣ୍ଡ   02-Jun-2026
  ଜିଲ୍ଲା  
ବିଶ୍ଵ କଲ୍ୟାଣାର୍ଥେ ରୁଦ୍ରାଭିସେକ ଓ ପୂଜନ   02-Jun-2026
  ଜିଲ୍ଲା  
କଟକ-ବାରବାଟୀ ବିଧାୟିକାଙ୍କ ଅଭିଯୋଗ ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସ୍ଥିତି ପରଖିଲେ ଜିଲ୍ଲାପାଳ   02-Jun-2026
  ଜିଲ୍ଲା  
ସରଗାଡ଼ ରେ ପଂଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଓ ସଚେତନତା ଶିବିର   01-Jun-2026
  ଜିଲ୍ଲା  
ଆନ୍ତଃ ଜିଲ୍ଲା ମୁଖ୍ୟମନ୍ତ୍ରୀ ଟ୍ରଫି-୨୦୨୬ ଫୁଟବଲ ଚାମ୍ପିୟନସିପ୍ ଉଦ୍‌ଘାଟିତ ବାଳକ ବର୍ଗରେ ବୌଦ୍ଧ ଓ ନୟାଗଡ଼, ବାଳିକା ବର୍ଗରେ ଦେବଗଡ଼ ବିଜୟୀ   01-Jun-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   01-Jun-2026
  ଜିଲ୍ଲା  
ଏସ୍‌ଆଇଆର୍ କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ ତଦାରଖ କଲେ ଜିଲ୍ଲାପାଳ   01-Jun-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଜୟନ୍ତୀ ମଞ୍ଜରୀ ରଥ ଙ୍କ ସ୍ମୃତି ସଭା   01-Jun-2026
  ଜିଲ୍ଲା  
କଟକ ଜିଲ୍ଲାସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ ପାଳିତ   01-Jun-2026
  ଜିଲ୍ଲା  
ଶିକ୍ଷା କ୍ଷେତ୍ରରେ ଜଣେ ଦକ୍ଷ ସଂଗଠକ ବିଇଓ ନୀଳମଣି ପଟେଲଙ୍କ ଅବସର   01-Jun-2026
  ଜିଲ୍ଲା  
ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)-୨୦୨୬ ପ୍ରକ୍ରିୟା ନିମନ୍ତେ ସାମ୍ବାଦିକ ସମ୍ମିଳନୀ   01-Jun-2026
  ରାଜ୍ୟ  
ଶିକ୍ଷା କ୍ଷେତ୍ରକୁ ବିଦାୟ ଦେଲେ ବଲାଙ୍ଗୀରର ୨୫ଜଣ କର୍ମନିଷ୍ଠ ଅଧିକାରୀ ଓ ଶିକ୍ଷାକର୍ମୀ   01-Jun-2026

You Might Also Like