-+91-9937148622 |

prerana_bgr@rediffmail.com |

  Tuesday 2nd June 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ-ବାରବାଟୀ ବିଧାୟିକାଙ୍କ ଅଭିଯୋଗ ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସ୍ଥିତି ପରଖିଲେ ଜିଲ୍ଲାପାଳ   (02-Jun-2026)       ||      ସରଗାଡ଼ ରେ ପଂଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଓ ସଚେତନତା ଶିବିର   (01-Jun-2026)       ||      ଆନ୍ତଃ ଜିଲ୍ଲା ମୁଖ୍ୟମନ୍ତ୍ରୀ ଟ୍ରଫି-୨୦୨୬ ଫୁଟବଲ ଚାମ୍ପିୟନସିପ୍ ଉଦ୍‌ଘାଟିତ ବାଳକ ବର୍ଗରେ ବୌଦ୍ଧ ଓ ନୟାଗଡ଼, ବାଳିକା ବର୍ଗରେ ଦେବଗଡ଼ ବିଜୟୀ   (01-Jun-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (01-Jun-2026)       ||      ଏସ୍‌ଆଇଆର୍ କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ ତଦାରଖ କଲେ ଜିଲ୍ଲାପାଳ   (01-Jun-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଜୟନ୍ତୀ ମଞ୍ଜରୀ ରଥ ଙ୍କ ସ୍ମୃତି ସଭା   (01-Jun-2026)       ||      କଟକ ଜିଲ୍ଲାସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ ପାଳିତ   (01-Jun-2026)       ||      ଶିକ୍ଷା କ୍ଷେତ୍ରରେ ଜଣେ ଦକ୍ଷ ସଂଗଠକ ବିଇଓ ନୀଳମଣି ପଟେଲଙ୍କ ଅବସର   (01-Jun-2026)       ||      ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)-୨୦୨୬ ପ୍ରକ୍ରିୟା ନିମନ୍ତେ ସାମ୍ବାଦିକ ସମ୍ମିଳନୀ   (01-Jun-2026)       ||      ଶିକ୍ଷା କ୍ଷେତ୍ରକୁ ବିଦାୟ ଦେଲେ ବଲାଙ୍ଗୀରର ୨୫ଜଣ କର୍ମନିଷ୍ଠ ଅଧିକାରୀ ଓ ଶିକ୍ଷାକର୍ମୀ   (01-Jun-2026)       ||      ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହ   (01-Jun-2026)       ||      ଗଣ୍ଡପାଲି ରେ ବେଆଇନ କରତ କଲ  ଜବତ                        (01-Jun-2026)       ||      ସଂରକ୍ଷିତ ଜଙ୍ଗଲ କୁ ପଦା କରି ବିନା ସୂଚନା ଫଳକରେ ଜଙ୍ଗଲ ବିଭାଗର ନର୍ସରୀ ନିର୍ମାଣ କାହା ସ୍ୱାର୍ଥରେ?   (01-Jun-2026)       ||      ପଞ୍ଚମ ର ମାସନ୍ତ ସଂଗୀତ ସଂଧ୍ୟା   (01-Jun-2026)       ||      ତରଭା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୮ଟି ଦରଖାସ୍ତ ଗ୍ରହଣ   (01-Jun-2026)       ||      ଆଦର୍ଶ ଶିକ୍ଷକଙ୍କୁ ଅବସରକାଳୀନ ଭାବପୂର୍ଣ୍ଣ ବିଦାୟ   (01-Jun-2026)       ||      ଅଶୋକ ଚନ୍ଦନ ସ୍ନୁତି ସମାରୋହ ପାଳିତ   (01-Jun-2026)       ||      ଲୋକଙ୍କ ବିଶ୍ୱାସ ଜିତିଥିବା ଅତିରିକ୍ତ କମିଶନରଙ୍କୁ ଭାବବିହ୍ୱଳ ବିଦାୟୀ ସମ୍ବର୍ଦ୍ଧନା   (01-Jun-2026)       ||      ଯାଜପୁର: ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର    (01-Jun-2026)       ||      କୁମ୍ଭରୀରେ ବିଶ୍ଵ ତମାଖୁ ଦିବସ ପାଳିତ   (01-Jun-2026)       ||     

HOME   ଜିଲ୍ଲା

ତରଭା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୮ଟି ଦରଖାସ୍ତ ଗ୍ରହଣ

01-Jun-2026



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲାର ତରଭା ବ୍ଲକର ବାଲିଖମାର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୪୮ (ଅଠଚାଳିଶ)ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥିମଧ୍ୟରୁ ୨୯ (ଅନତିରିଶ)ଟି ବ୍ୟକ୍ତିଗତ ଏବଂ ୧୯ (ଊଣେଇଶ)ଟି ସାମୂହିକ ଦରଖାସ୍ତ ଥିଲା।ଅନ୍ୟାନ୍ୟ ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି।ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ତରଭା ତହସିଲଦାର ସୁଶ୍ରୀ ଶ୍ୱେତାଲିନା ମାହାନା ଓ ସରପଞ୍ଚ ଶ୍ରୀ ସୁଦାମ ଦୀପ ପ୍ରମୁଖ ମଞ୍ଚାସୀନ ଥିଲେ।ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତରଭା ଶ୍ରୀ ଶିବାନନ୍ଦ କର୍ମୀଙ୍କ ଦ୍ୱାରା ଆୟୋଜିତ ଏହି ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ଉଷାରାଣୀ ଦାସ, ସହକାରୀ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ-ବାରବାଟୀ ବିଧାୟିକାଙ୍କ ଅଭିଯୋଗ ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସ୍ଥିତି ପରଖିଲେ ଜିଲ୍ଲାପାଳ   02-Jun-2026
  ଜିଲ୍ଲା  
ସରଗାଡ଼ ରେ ପଂଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଓ ସଚେତନତା ଶିବିର   01-Jun-2026
  ଜିଲ୍ଲା  
ଆନ୍ତଃ ଜିଲ୍ଲା ମୁଖ୍ୟମନ୍ତ୍ରୀ ଟ୍ରଫି-୨୦୨୬ ଫୁଟବଲ ଚାମ୍ପିୟନସିପ୍ ଉଦ୍‌ଘାଟିତ ବାଳକ ବର୍ଗରେ ବୌଦ୍ଧ ଓ ନୟାଗଡ଼, ବାଳିକା ବର୍ଗରେ ଦେବଗଡ଼ ବିଜୟୀ   01-Jun-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   01-Jun-2026
  ଜିଲ୍ଲା  
ଏସ୍‌ଆଇଆର୍ କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ ତଦାରଖ କଲେ ଜିଲ୍ଲାପାଳ   01-Jun-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଜୟନ୍ତୀ ମଞ୍ଜରୀ ରଥ ଙ୍କ ସ୍ମୃତି ସଭା   01-Jun-2026
  ଜିଲ୍ଲା  
କଟକ ଜିଲ୍ଲାସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ ପାଳିତ   01-Jun-2026
  ଜିଲ୍ଲା  
ଶିକ୍ଷା କ୍ଷେତ୍ରରେ ଜଣେ ଦକ୍ଷ ସଂଗଠକ ବିଇଓ ନୀଳମଣି ପଟେଲଙ୍କ ଅବସର   01-Jun-2026
  ଜିଲ୍ଲା  
ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)-୨୦୨୬ ପ୍ରକ୍ରିୟା ନିମନ୍ତେ ସାମ୍ବାଦିକ ସମ୍ମିଳନୀ   01-Jun-2026
  ରାଜ୍ୟ  
ଶିକ୍ଷା କ୍ଷେତ୍ରକୁ ବିଦାୟ ଦେଲେ ବଲାଙ୍ଗୀରର ୨୫ଜଣ କର୍ମନିଷ୍ଠ ଅଧିକାରୀ ଓ ଶିକ୍ଷାକର୍ମୀ   01-Jun-2026
  ଜିଲ୍ଲା  
ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହ   01-Jun-2026
  ଜିଲ୍ଲା  
ଗଣ୍ଡପାଲି ରେ ବେଆଇନ କରତ କଲ  ଜବତ                        01-Jun-2026

You Might Also Like