-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ସଂରକ୍ଷିତ ଜଙ୍ଗଲ କୁ ପଦା କରି ବିନା ସୂଚନା ଫଳକରେ ଜଙ୍ଗଲ ବିଭାଗର ନର୍ସରୀ ନିର୍ମାଣ କାହା ସ୍ୱାର୍ଥରେ?

01-Jun-2026



ବଲାଙ୍ଗୀର (ପ୍ରେରଣା ଖବର):  ବଲାଙ୍ଗୀର ରେଞ୍ଜ ଉପରଝର ପଂଚାୟତ ଅନ୍ତର୍ଗତ ଫଟାମୁଣ୍ଡା  ଗାଁ ର ସାତ୍ ଝରନ୍ ସଂରକ୍ଷିତ ଜଙ୍ଗଲର ୫୦ ହେକ୍ଟର ଜମିରେ  ବଲାଙ୍ଗୀର ଜଙ୍ଗଲ ବିଭାଗ ପକ୍ଷରୁ ନର୍ସରୀ ତିଆରି ହେଉଛି। ଏଠାରେ ପ୍ରାୟ ୧୦ ହଜାର ଚାରା ରୋପଣ କରାଯିବାକୁ ଯୋଜନା ରହିଥିବା ଜଙ୍ଗଲ ବିଭାଗ କହୁଛି। ତେବେ ନର୍ସରୀ ତିଆରି ଆଳରେ ଖୋଦ ଜଙ୍ଗଲ ବିଭାଗ ଲୋକ ଲଗାଇ ଜଙ୍ଗଲ ର ଗଛ ସବୁ କାଟି ପଦା କରି ଦିଆ ଯାଉଛି ଯାହାକୁ ନେଇ ଫଟାମୁଣ୍ଡା ଗ୍ରାମବାସୀ ତଥା ପରିବେଶପ୍ରେମୀ ଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସବୁଠାରୁ ବଡ଼ କଥା ହେଲା ଏହି ଜଙ୍ଗଲରେ ନିର୍ମାଣ ହେବାକୁ ଯାଉଥିବା ନର୍ସରୀ କେଉଁ ସ୍କିମ ରୁ ହେଉଛି, କେତେ ଟଙ୍କା ଅନୁଦାନରେ କାମ ହେଉଛି, ଲୋକଙ୍କ ପାଖରେ ତାହାର କୌଣସି ସୂଚନା ନାହିଁ। ସରକାରୀ ଅନୁଦାନରେ ଯେ କୌଣସି କାମ ହେଲେ ପ୍ରଥମେ ଲୋକଙ୍କ ଅବଗତି ପାଇଁ ସୂଚନା ଫଳକ ରହିବାର ନିୟମ ରହିଛି। କିନ୍ତୁ ଏହି ନିୟମକୁ ଉଲ୍ଲଙ୍ଘନ କରି ଜଙ୍ଗଲ ବିଭାଗ କାହାସ୍ୱାର୍ଥରେ ଜଙ୍ଗଲ ରେ ଏହି ନର୍ସରୀ ନିର୍ମାଣ କାମ ହାତକୁ ନେଇଛି  ବୋଲି ଗ୍ରାମବାସୀ ପ୍ରଶ୍ନ କରିଛନ୍ତି। ବିନା ସୂଚନା ଫଳକରେ ନିର୍ମାଣ ହେଉଥିବା ଏହି ନର୍ସରୀ କେଉଁ ସ୍କିମ ରୁ ଓ କେତେ ଅନୁଦାନ ରେ ତିଆରି ହେଉଛି ତାହାକୁ ନେଇ ଗ୍ରାମବାସୀ ଅନ୍ଧାରରେ ରହିଛନ୍ତି।  କିଛି ଦିନ ତଳେ ଏଠାରେ କାର୍ଯ୍ୟରତ ଫରେଷ୍ଟର ଗାର୍ଡ କୁ ଗାଁ ଲୋକେ ଅଟକାଇ  ନର୍ସରୀ ସମ୍ପର୍କରେ ପଚାରି ଥିଲେ। ତେବେ ଫରେଷ୍ଟ ଗାର୍ଡ କିଛି କହି ପାରି ନଥିଲେ। ଏ ସମ୍ପର୍କରେ ଆମେ ବଲାଙ୍ଗୀର ରେଞ୍ଜର ନବୀନ ପଣ୍ଡା ଙ୍କୁ ପଚାରିବାରୁ ବିନା ସୂଚନାଫଳକରେ ଜଙ୍ଗଲର ଗଛ କାଟି ଜଙ୍ଗଲ ବିଭାଗ ନର୍ସରୀ ତିଆରି କରିବା ଘଟଣାକୁ ଅସ୍ବୀକାର କରିବା ସହ ସରକାର ଙ୍କ 'କାମ୍ପା'(Compensiate afforestation)ଯୋଜନାରେ ନିର୍ମାଣ ହେବାକୁ ଥିବା ଏହି ନର୍ସରୀ ପାଇଁ ସରକାରୀସ୍ତରରେ ଏପ୍ରୁଭାଲ ହୋଇଛି କିନ୍ତୁ ସାଙ୍ଗସନ୍ ହୋଇନି। ନର୍ସରୀ ନିର୍ମାଣ ସାଙ୍ଗସନ୍ ହେଲା ପରେ ନିଶ୍ଚିତ ଭାବରେ ସୂଚନା ଫଳକ ଲଗାଯିବ ବୋଲି ରେଞ୍ଜର ଶ୍ରୀ ପଣ୍ଡା କହିଛନ୍ତି। ଏହି ଘଟଣାକୁ ବଲାଙ୍ଗୀର ଟାଙ୍ଗିଆ ଜାମ୍ ଆନ୍ଦୋଳନର ନେତା ତଥା ଆଇନଜୀବୀ ଗୋପାଳ ହୋତା ନିନ୍ଦା କରିଛନ୍ତି।

ତେବେ ଫଟାମୁଣ୍ଡା  ଗାଁ ର ସାତ୍ ଝରନ୍ ସଂରକ୍ଷିତ ଜଙ୍ଗଲର ସୁରକ୍ଷା ଓ ବନୀକରଣ ପାଇଁ ଲକ୍ଷାଧିକ ଟଙ୍କାର ସରାକରୀ ଅନୁଦାନ ଆସୁଥିଲେ ସୁଦ୍ଧା ଏଠାରେ ବନୀକରଣ ଯୋଜନା ଫେଲ ମାରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like