-+91-9937148622 |

prerana_bgr@rediffmail.com |

  Tuesday 2nd June 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ-ବାରବାଟୀ ବିଧାୟିକାଙ୍କ ଅଭିଯୋଗ ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସ୍ଥିତି ପରଖିଲେ ଜିଲ୍ଲାପାଳ   (02-Jun-2026)       ||      ସରଗାଡ଼ ରେ ପଂଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଓ ସଚେତନତା ଶିବିର   (01-Jun-2026)       ||      ଆନ୍ତଃ ଜିଲ୍ଲା ମୁଖ୍ୟମନ୍ତ୍ରୀ ଟ୍ରଫି-୨୦୨୬ ଫୁଟବଲ ଚାମ୍ପିୟନସିପ୍ ଉଦ୍‌ଘାଟିତ ବାଳକ ବର୍ଗରେ ବୌଦ୍ଧ ଓ ନୟାଗଡ଼, ବାଳିକା ବର୍ଗରେ ଦେବଗଡ଼ ବିଜୟୀ   (01-Jun-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (01-Jun-2026)       ||      ଏସ୍‌ଆଇଆର୍ କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ ତଦାରଖ କଲେ ଜିଲ୍ଲାପାଳ   (01-Jun-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଜୟନ୍ତୀ ମଞ୍ଜରୀ ରଥ ଙ୍କ ସ୍ମୃତି ସଭା   (01-Jun-2026)       ||      କଟକ ଜିଲ୍ଲାସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ ପାଳିତ   (01-Jun-2026)       ||      ଶିକ୍ଷା କ୍ଷେତ୍ରରେ ଜଣେ ଦକ୍ଷ ସଂଗଠକ ବିଇଓ ନୀଳମଣି ପଟେଲଙ୍କ ଅବସର   (01-Jun-2026)       ||      ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)-୨୦୨୬ ପ୍ରକ୍ରିୟା ନିମନ୍ତେ ସାମ୍ବାଦିକ ସମ୍ମିଳନୀ   (01-Jun-2026)       ||      ଶିକ୍ଷା କ୍ଷେତ୍ରକୁ ବିଦାୟ ଦେଲେ ବଲାଙ୍ଗୀରର ୨୫ଜଣ କର୍ମନିଷ୍ଠ ଅଧିକାରୀ ଓ ଶିକ୍ଷାକର୍ମୀ   (01-Jun-2026)       ||      ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହ   (01-Jun-2026)       ||      ଗଣ୍ଡପାଲି ରେ ବେଆଇନ କରତ କଲ  ଜବତ                        (01-Jun-2026)       ||      ସଂରକ୍ଷିତ ଜଙ୍ଗଲ କୁ ପଦା କରି ବିନା ସୂଚନା ଫଳକରେ ଜଙ୍ଗଲ ବିଭାଗର ନର୍ସରୀ ନିର୍ମାଣ କାହା ସ୍ୱାର୍ଥରେ?   (01-Jun-2026)       ||      ପଞ୍ଚମ ର ମାସନ୍ତ ସଂଗୀତ ସଂଧ୍ୟା   (01-Jun-2026)       ||      ତରଭା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୮ଟି ଦରଖାସ୍ତ ଗ୍ରହଣ   (01-Jun-2026)       ||      ଆଦର୍ଶ ଶିକ୍ଷକଙ୍କୁ ଅବସରକାଳୀନ ଭାବପୂର୍ଣ୍ଣ ବିଦାୟ   (01-Jun-2026)       ||      ଅଶୋକ ଚନ୍ଦନ ସ୍ନୁତି ସମାରୋହ ପାଳିତ   (01-Jun-2026)       ||      ଲୋକଙ୍କ ବିଶ୍ୱାସ ଜିତିଥିବା ଅତିରିକ୍ତ କମିଶନରଙ୍କୁ ଭାବବିହ୍ୱଳ ବିଦାୟୀ ସମ୍ବର୍ଦ୍ଧନା   (01-Jun-2026)       ||      ଯାଜପୁର: ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର    (01-Jun-2026)       ||      କୁମ୍ଭରୀରେ ବିଶ୍ଵ ତମାଖୁ ଦିବସ ପାଳିତ   (01-Jun-2026)       ||     

HOME   ଜିଲ୍ଲା

ଗଣ୍ଡପାଲି ରେ ବେଆଇନ କରତ କଲ  ଜବତ                     

01-Jun-2026



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଭରସୂଜା ପଞ୍ଚାୟତ ଅନ୍ତର୍ଗତ ଗଣ୍ଡପାଲି ଗ୍ରାମ ଆମ୍ବତୋଟା ଠାରେ ବହୁ ଦିନରୁ ବେଆଇନ କରତକଲ୍ ସଲେଭଟା ଫରେଷ୍ଟ ବିଭାଗ ପକ୍ଷରୁ ଚଢାଉ କରି ବହୁତ ଗୁଡ଼ାଏ ଗଛ , ପଟ୍ଟା , ମେସିନ , ଟ୍ରାକ୍ଟର ଜବତ କରାଯାଇଛି l ଏହି କରତ କଲ୍ ରେ ଗଛ ଗୁଡ଼ିକ କାଟି ପଟା , ବିମ୍ , କଡି ତଥା ଘରୋଇ ଉପକରଣ ତିଆରି କରି ବିକ୍ରି କରାଯାଉଥିଲା । ଏଥିରେ ବମ୍ବୁଡ଼, କ ଗଛ , ଗମ୍ଭେର , କରଳ।, ଖଇସ,  ଆକାସିଆ , ସେମେଲ ଗଛ ପ୍ରଭୁତି 70 ହଜାର ଟଙ୍କା ରୁ ଉର୍ଦ୍ଧ ଗଛ , ମେସିନ , ଓ ଟ୍ରାକ୍ଟର ଜବତ କରାଯାଇଛି । କରତ ମେସିନ କୁ ଟ୍ରାକ୍ଟର ରେ ସଂଯୋଗ କରାଯାଇ ମେସିନ ଚାଳନା କରାଯାଉ ଥିଲା l ଉକ୍ତ ସ୍ଥାନରେ ଗଛ କ।ଟୁଥିବା ସମୟରେ ଫରେଷ୍ଟ ବିଭାଗ ପକ୍ଷରୁ ଚଢାଉ କରିବା ବେଳେ ଦୃର୍ବୁତ୍ତ ମାନେ ସେହି ସ୍ଥାନରୁ ଫେରର ମାରିଥିଲେ ।ଏହି ଚଢାଉ ସମୟରେ ଫରେଷ୍ଟ ବିଭାଗ ର ଚୌଧୁରୀ ଦଳପତି , ବିଶାଳ ବିଭାର ଓ ଫରେଷ୍ଟ ଗାର୍ଡ ଲକ୍ଷ୍ମୀ ନାରାୟଣ ସ୍ଵାଇ , ଅଂଶୁମାନ ଦାସ ପ୍ରମୁଖ ଉପସ୍ଥିତ ରହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ-ବାରବାଟୀ ବିଧାୟିକାଙ୍କ ଅଭିଯୋଗ ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସ୍ଥିତି ପରଖିଲେ ଜିଲ୍ଲାପାଳ   02-Jun-2026
  ଜିଲ୍ଲା  
ସରଗାଡ଼ ରେ ପଂଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଓ ସଚେତନତା ଶିବିର   01-Jun-2026
  ଜିଲ୍ଲା  
ଆନ୍ତଃ ଜିଲ୍ଲା ମୁଖ୍ୟମନ୍ତ୍ରୀ ଟ୍ରଫି-୨୦୨୬ ଫୁଟବଲ ଚାମ୍ପିୟନସିପ୍ ଉଦ୍‌ଘାଟିତ ବାଳକ ବର୍ଗରେ ବୌଦ୍ଧ ଓ ନୟାଗଡ଼, ବାଳିକା ବର୍ଗରେ ଦେବଗଡ଼ ବିଜୟୀ   01-Jun-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   01-Jun-2026
  ଜିଲ୍ଲା  
ଏସ୍‌ଆଇଆର୍ କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ ତଦାରଖ କଲେ ଜିଲ୍ଲାପାଳ   01-Jun-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଜୟନ୍ତୀ ମଞ୍ଜରୀ ରଥ ଙ୍କ ସ୍ମୃତି ସଭା   01-Jun-2026
  ଜିଲ୍ଲା  
କଟକ ଜିଲ୍ଲାସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ ପାଳିତ   01-Jun-2026
  ଜିଲ୍ଲା  
ଶିକ୍ଷା କ୍ଷେତ୍ରରେ ଜଣେ ଦକ୍ଷ ସଂଗଠକ ବିଇଓ ନୀଳମଣି ପଟେଲଙ୍କ ଅବସର   01-Jun-2026
  ଜିଲ୍ଲା  
ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)-୨୦୨୬ ପ୍ରକ୍ରିୟା ନିମନ୍ତେ ସାମ୍ବାଦିକ ସମ୍ମିଳନୀ   01-Jun-2026
  ରାଜ୍ୟ  
ଶିକ୍ଷା କ୍ଷେତ୍ରକୁ ବିଦାୟ ଦେଲେ ବଲାଙ୍ଗୀରର ୨୫ଜଣ କର୍ମନିଷ୍ଠ ଅଧିକାରୀ ଓ ଶିକ୍ଷାକର୍ମୀ   01-Jun-2026
  ଜିଲ୍ଲା  
ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହ   01-Jun-2026
  ଜିଲ୍ଲା  
ଗଣ୍ଡପାଲି ରେ ବେଆଇନ କରତ କଲ  ଜବତ                        01-Jun-2026

You Might Also Like