-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||     

HOME   ଜିଲ୍ଲା

କଟକ-ବାରବାଟୀ ବିଧାୟିକାଙ୍କ ଅଭିଯୋଗ ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସ୍ଥିତି ପରଖିଲେ ଜିଲ୍ଲାପାଳ

02-Jun-2026



କଟକ-(ତପନ ମହାନ୍ତି):ନୂଆବଜାରସ୍ଥିତ ଲେପ୍ରସି ହୋମ୍ ଆଣ୍ଡ ହସ୍ପିଟାଲରରେ ରହୁଥିବା ଭିନ୍ନକ୍ଷମ ଅନ୍ତେବାସୀମାନଙ୍କୁ ଖାଦ୍ୟ ଯୋଗାଉଥିବା ସ୍ବୟଂ ସହାୟକ ଗୋଷ୍ଠୀ ହଠାତ ଖାଦ୍ୟ ଯୋଗାଣ ବନ୍ଦ କରି ଦେଇଥିଲା। ଅନ୍ତେବାସୀମାନେ ଉପାସ ରହିଥିଲେ | ସେମାନେ ଅଧ୍ୟକ୍ଷଙ୍କ ଅଫିସ୍ ଆଗରେ ଧାରଣାରେ ବସିଥିଲେ । ବାରବାଟୀ-କଟକ ବିଧାୟିକା ସୋଫିଆ ଫିଦୋଷ ନୂଆବାଜର ଲେପରସ ହସ୍ପିଟାଲ ବୁଲିକି ସବୁ ସମସ୍ୟା ଶୁଣିବାପରେ  କଟକ ଜିଲ୍ଲା ପାଳଙ୍କ ନିକଟରେ   ଦୃଷ୍ଟି ଆକର୍ଷଣ କରିବାରୁ ଜିଲ୍ଲାପାଳ ତୁରନ୍ତ ପଦକ୍ଷେପ ନେଇ ରେଡକ୍ରସ ସହାୟତାରେ ଅନ୍ତେବାସୀମାନଙ୍କୁ ଖାଦ୍ୟ ଯୋଗାଉଛନ୍ତି। ମୁଖ୍ୟମନ୍ତ୍ରୀ ନିକଟରେ ବିଧାୟିକା ଫିଦୋଷ ଅଭିଯୋଗ କରିବା ସଙ୍ଗେ ସଙ୍ଗେ ଏପଟେ  ଅନ୍ତେବାସୀଙ୍କ ପକ୍ଷରୁ ହୃଷୀକେଶ ସାହୁ ଓ ଦେବାଶିଷ ଦଳେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏ ନେଇ ଅଭିଯୋଗ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପାଇ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେ ଓ ଏଡିଏମ୍ ଇପ୍ସିତା ମହାନ୍ତି ଲେପ୍ରସି ହୋମ୍ ଆଣ୍ଡ ହସ୍ପିଟାଲରରେ ପହଞ୍ଚି ଅନ୍ତେବାସୀଙ୍କ ସହ ଆଲୋଚନା କରିଥିଲେ। ଆଗାମୀ ୧୦ ଦିନ ମଧ୍ୟରେ ଖାଦ୍ୟ ଯୋଗାଣ ପାଇଁ ଟେଣ୍ଡର କରିବା ସହିତ ସମସ୍ତ ଅସୁବିଧାର ସମାଧାନ କରିବାକୁ ଜିଲ୍ଲାପାଳ ପ୍ରତିଶ୍ରୁତି ଦେଇଛନ୍ତି। ନୂତନଟେଣ୍ଡର ହେବା ପର୍ଯ୍ୟନ୍ତ ଅନ୍ତେବାସୀଙ୍କୁ ରେଡକ୍ରସ ସହାୟତାରେ ଉତ୍ତମ ଖାଦ୍ୟ ଯୋଗାଣ ଚାଲୁ ରହିବ ବୋଲି ଜିଲ୍ଲାପାଳ କହିଛନ୍ତି।  ଏପଟେ  ବିଜେଡି ଭିତରେ ଗୋଷ୍ଠୀ କନ୍ଦଳ ଯୋଗୁ ଲେପରସ ହସ୍ପିଟାଲ ଉପରେ କେହି ଗୁରୁତର ସହ ବୁଝିନଥିବା ଅନ୍ତେବାସୀ କୁହନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026

You Might Also Like