-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||     

HOME   ଜିଲ୍ଲା

ବିଶ୍ଵ କଲ୍ୟାଣାର୍ଥେ ରୁଦ୍ରାଭିସେକ ଓ ପୂଜନ

02-Jun-2026



ବରଗଡ଼(ତୁଳସୀ ଚରଣ ଦାଶ):  ବୀଣାପାଣି କର୍ମକାଣ୍ଡ ଓ ଜ୍ୟୋତିଷ ପରିବାର ତରଫରୁ ପଣ୍ଡିତ ମାନଙ୍କ ଦ୍ଵାରା ଗତ ଜୁନ ୨୦୨୩ ରୁ ବିଶ୍ଵ କଲ୍ୟାଣ ପାଇଁ ପ୍ରତିମାସରେ  ଗୋଟିଏ ଦିନ ହୋଇ ଆସୁଥିବା ୩୭ ତମ ସାମୁହିକ ପୂଜନ କାର୍ଯ୍ୟକ୍ରମ ୦୧.୦୬.୨୦୨୬ ସୋମବାର ଦିନ ଭଟଲି ରୋଡ ସାରଫେକ୍ଟ୍ରୀ ସ୍ଥିତ ଶ୍ରୀ ଶ୍ରୀ ଗଣେଶ ମନ୍ଦିର ଠାରେ ଶାମ୍ବ ସଦାଶିବ ଦେବାଧିଦେବଙ୍କ ରୁଦ୍ରଭିସେକ ଓ ହନୁମାନ ଚାଳିଶା ପାଠ ସହ ଆରତୀ, ପୁଷ୍ପାଞ୍ଜଳି ଅନୁଷ୍ଠିତ ହୋଇଥିଲା । ସର୍ବଶ୍ରୀ ପଣ୍ଡିତ ସୁଶାନ୍ତ ଦେବତା,ଗୌରଚନ୍ଦ୍ର ପାଣିଗ୍ରାହୀ , ପଞ୍ଚାନନ ପଣ୍ଡା,  ଜମ୍ବେଶ୍ଵର ଦାଶ, ନାରାୟଣ ଦାଶ ,ଲିଙ୍ଗରାଜ ଦାଶ ଆଦି ପଣ୍ଡିତ ମଣ୍ଡଳୀ ଉପସ୍ଥିତ ରହି ପୂଜନ କାର୍ଯ୍ୟ ରେ ସହଯୋଗ କରିଥିଲେ।ପରେ ପଥଚାରୀଙ୍କୁ ଦହି ସରବତ୍ ବଣ୍ଟନକରାଯାଇଥିଲା । 
         ---------×××---------


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026

You Might Also Like