-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||     

HOME   ରାଜ୍ୟ

, କାମରେ ଲାଗୁନି ସରକାରୀ ଅର୍ଥରେ ନିର୍ମିତ ବସଷ୍ଟାଣ୍ଡ

02-Jun-2026



ନୂଆପଡା(ପରମେଶ୍ୱର ମେହେର):ନୂଆପଡା ଜିଲ୍ଲା, ସିନାପାଲି ବ୍ଲକ କାର୍ଯ୍ୟାଳୟ ଠାରୁ ମାତ୍ର ଅଧକିଲୋମିଟର ଦୁରତା ଯୁଗେନପଦର ଛକ ନିକଟରେ ସରକାରୀ ଅର୍ଥରେ ନୂତନ ବସଷ୍ଟାଣ୍ଡ ନିର୍ମାଣ କାମ ଦୀର୍ଘଦିନ ହେଲା ସମ୍ପୂର୍ଣ୍ଣ ହୋଇଥିଲେ ମଧ୍ୟ ତାହା ଏପର୍ଯ୍ୟନ୍ତ ଲୋକାର୍ପଣ ନ ହୋଇ ସେଠାରେ କୌଣସି ବସ୍ ରହୁନଥ‌ିବାରୁ ସ୍ଥାନୀୟ ଲୋକଙ୍କ ମଧ୍ଯରେ ଅସନ୍ତୋଷ ପ୍ରକାଶ ପାଇଛି । ଯାତ୍ରୀମାନଙ୍କ ସୁବିଧା ପାଇଁ ନିର୍ମିତ ଏହି ବସଷ୍ଟାଣ୍ଡ ଏବେ ଅବ୍ୟବହୃତ ଅବସ୍ଥାରେ ପଡ଼ି ରହିଛି। ସ୍ଥାନୀୟ ୟ ଲୋକଙ୍କ କହିବା ଅନୁଯାଇ, ବସଷ୍ଟାଣ୍ଡ ବସ ନିର୍ମାଣ ହେବା ପରେ ରହିବ ଯାତ୍ରୀମାନେ ବହୁତ ଆଶା ରଖୁଥିଲେ ଯେ ଏଠାରେ ବସ୍ ଓ ଯାତାୟାତରେ ସୁବିଧା ମିଳିବ କିନ୍ତୁ ଏପର୍ଯ୍ୟନ୍ତ କୌଣସି ବସ୍‌କୁ ଏଠାରେ ରଖାଯାଉ ନ ଥିବାରୁ ଯାତ୍ରୀମାନେ ରାସ୍ତା କଡରେ ଦଣ୍ଡାୟମାନ ରହି ବସ୍‌କୁ ଅପେକ୍ଷା କରିବା ପାଇଁ ବାଧ୍ଯ ହେଉଛନ୍ତି, କାହିଁ କି ନା ଏବେ ପର୍ଯ୍ୟନ୍ତ ତାହା ଲୋକାର୍ପଣହୋଇନାହିଁ ।ବର୍ଷା ଓ ଖରା ଦୁଇ ପରିସ୍ଥିତିରେ ଯାତ୍ରୀମାନେ ନାହିଁ ନଥୁବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ, ନୂତନ ବସଷ୍ଟାଣ୍ଡଟି କେବଳ ସଂଗ୍ରହାଳୟ (ମ୍ୟୁଜିୟମ) ହୋଇ ରହିଯାଇଛି ବୋଲି ଜନସାଧାରଣ ଅଭିଯୋଗ କରିଛନ୍ତି। ବିଶେଷକରି ବୃଦ୍ଧ, ମହିଳା ଓ ଛାତ୍ରଛାତ୍ରୀମାନେ ଏହି ସମସ୍ୟାରେ ଅଧୂକ ପ୍ରଭାବିତ ହେଉଛନ୍ତିସ୍ଥାନୀୟ ବୁଦ୍ଧିଜୀବୀ ଓ ଅଞ୍ଚଳବାସୀ ଦାବି କରୁଛନ୍ତି ଯେ ପରିବହନ ବିଭାଗ ଏବଂ ପ୍ରଶାସନ ଶୀଘ୍ର ଉଚିତ ପଦକ୍ଷେପ ନେଇ ସିନାପାଲି ବସଷ୍ଟାଣ୍ଡରେ ନିୟମିତ ଭାବେ ବସ୍ ରଖୁବା ବ୍ୟବସ୍ଥା କରନ୍ତୁ, ଯାହା ଫଳରେ ସାଧାରଣ ଲୋକ ଉପକୃତ ହେବେ ଏବଂ ଏହା ସହିତ ଉକ୍ତ ବସଷ୍ଟାଣ୍ଡରେ ବିଭିନ୍ନ ପଦପଦବୀରେ କାର୍ଯ୍ୟକରିବା ପାଇଁ ସ୍ଥାନୀୟ ଆଶାୟୀ ପ୍ରାର୍ଥୀଙ୍କ ନିଯୁକ୍ତି ଉପଲବ୍ଧ ହୋଇ ପାରିବ । ଏହି ଘଡିସନ୍ଧି ମୁହୂର୍ତ୍ତରେ ଧନୀ ଶ୍ରେଣିର କିଛି ପ୍ରଭାବ ଶାଳୀ ବ୍ୟକ୍ତିବିଶେଷ ବସଷ୍ଟାଣ୍ଡ ପରିସର ମଧ୍ୟରେ  ହୋଇଥିବା ଦୋକାନ ଗୃହ କୁ ଅତ୍ୟଧୂକ ଟଙ୍କାରେ ନିଲାମ ରଖୁ, ତାହା ଅନ୍ୟକୁ ଭଡାରେ ଦେଇ ଅର୍ଥ ରୋଜଗାର କରିବାପାଇଁ ମଧ୍ୟ ଯୋଜନା କରୁଛନ୍ତି। ପ୍ରଶାସନ ଓ ପରିବହନ ବିଭାଗୀ ଅଧୂକାରୀ ମାନେ ଏହି ଦିଗରେ ଦୃଷ୍ଟିଗୋଚର କରି ସିଧାସଳଖ ହସ୍ତକ୍ଷେପ କରିବା ସ‌ହିତ ନିହାତି ଗରିବ ଅସହାୟ ବ୍ୟକ୍ତି ମାନଙ୍କୁ ଏହି ଦୋକାନ ଗୃହ ରିହାତି ମୂଲ୍ୟରେ ଭଡାରେ ଉପଲବ୍ଧକରାଯାଇବା ପାଇଁ ସାଧାରଣଜନତା ଦାବି କରୁଛନ୍ତି । ଉକ୍ତଦୋକାନଗୃହ ମାନଙ୍କୁ କଉ ପ୍ରକ୍ରିୟାରେ ଭଡାରେ ଦିଆଯିବ ତାହା ଏପର୍ଯ୍ୟନ୍ତ  ନିର୍ଧାରିତହୋଇନ ଥିବାରୁ ଦ୍ବନ୍ଦରେ ରହିଛନ୍ତି ଅଞ୍ଚଳବାସୀ।


News Comment




Photo in News

Advertisment
Lastest News
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026

You Might Also Like