-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||     

HOME   ଜିଲ୍ଲା

କେନ୍ଦ୍ରାଞ୍ଚଳ ଉପ ନିର୍ଦ୍ଦେଶକ ଭାବେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀ ଆଶୁତୋଷ ପାଇକରାୟ

02-Jun-2026



କଟକ(ତପନ ମହାନ୍ତି)  ସୂଚନା ଓ ଲୋକସମ୍ପର୍କ ବିଭାଗର  ଉପନିର୍ଦ୍ଦେଶକ (କେନ୍ଦ୍ରାଞ୍ଚଳ) ଭାବେ ଶ୍ରୀ ଆଶୁତୋଷ ପାଇକରାୟ ଦାୟିତ୍ଵ ଗ୍ରହଣ କରିଛନ୍ତି । ଏଥିସହ ଶ୍ରୀ ପାଇକରାୟ ଦୁର୍ନୀତି ନିବାରଣ ନିର୍ଦ୍ଦେଶାଳୟର ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ଵ ନିର୍ବାହ କରିବେ । ୧୯୯୭ ବ୍ୟାଚର ଓଡିଶା ସୂଚନା ସେବା ଅଧିକାରୀ ଭାବରେ ନିଜର ବୃତ୍ତିଗତ ଜୀବନ ଆରମ୍ଭ କରି ପ୍ରଥମେ ଅନୁଗୁଳ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ସେ ଯୋଗ ଦେଇଥିଲେ ।  ପରେ ସେ ନୀଳଗିରି, ବାଲେଶ୍ଵର, କଟକ ସଦର ଓ କଟକ ଜିଲ୍ଲା ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଏବଂ ବାଲେଶ୍ଵର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଦୀର୍ଘ ଦିନ ଧରି ଦାୟିତ୍ଵ ନିର୍ବାହ କରିଛନ୍ତି । ପରେ ସେ ସୂଚନା ଓ ଲୋକସମ୍ପର୍କ ବିଭାଗର ଗବେଷଣା ଓ ସନ୍ଦର୍ଭ ଅଧିକାରୀ ଭାବେ ରାଜ୍ୟ ମୁଖ୍ୟାଳୟରେ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ଆଇନ ବିଭାଗର ସୂଚନା ଅଧିକାରୀ ଭାବେ ମଧ୍ୟ ଦାୟିତ୍ଵ ତୁଲାଇଛନ୍ତି । ଦୀର୍ଘଦିନର ପ୍ରଶାସନିକ ଅଭିଜ୍ଞତା, ସରକାରୀ ସୂଚନା ପ୍ରସାରଣରେ ଦକ୍ଷତା ଓ ଲୋକସମ୍ପର୍କ କ୍ଷେତ୍ରରେ ବ୍ୟାପକ ଅନୁଭବକୁ ଆଧାର କରି ସେ କେନ୍ଦ୍ରାଞ୍ଚଳ ଅଧିନସ୍ଥ ୧୦ଟି ଜିଲ୍ଲାରେ ସୂଚନା ଓ ଲୋକସମ୍ପର୍କ ବ୍ୟବସ୍ଥାକୁ  ସଶକ୍ତ କରିବା ସହ ଜନସାଧାରଣ ଓ ପ୍ରଶାସନ ମଧ୍ୟରେ ସୂଚନା ପ୍ରଦାନକୁ ଅଧିକ ସୁଦୃଢ଼ କରିବାକୁ ପ୍ରାଥମିକତା ଦେବେ ବୋଲି ମତବ୍ୟକ୍ତ କରିଛନ୍ତି । ବିଶେଷକରି ଡିଜିଟାଲ ମିଡିଆର ବ୍ୟବହାର ମାଧ୍ୟମରେ ସରକାରୀ ସୂଚନାର ବ୍ୟାପକ ପ୍ରସାର ଉପରେ ସେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ଏଥିସହ ସାମ୍ବାଦିକମାନଙ୍କ ସହ ଅଧିକ ସୁଦୃଢ଼ ସମନ୍ୱୟ ରକ୍ଷା ଦିଗରେ ମଧ୍ୟ ସେ କାର୍ଯ୍ୟ କରିବେ ବୋଲି ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026

You Might Also Like

               
  ଜିଲ୍ଲା  

ଗଣିତ ଗବେଷଣା