-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ବିଞ୍ଝାରପୁର ବ୍ଲକରେ ନୂତନ ବିଡିଓ ଭାବେ ଛବିରାଣୀ ସାହୁଙ୍କ ଯୋଗଦାନ

02-Jun-2026



ଯାଜପୁର/ବିଞ୍ଝାରପୁର, ୨/୬ (ପ୍ରଦୀପ କୁମାର ମଲ୍ଲିକ): ବିଞ୍ଝାରପୁର ବ୍ଲକର ପ୍ରଶାସନିକ ବ୍ୟବସ୍ଥାକୁ ନୂତନ ପ୍ରଗତି ଦେବା ଲକ୍ଷ୍ୟରେ ନୂତନ ବିଡିଓ ଭାବେ ଛବିରାଣୀ ସାହୁ ସୋମବାର ଦିନ ଆନୁଷ୍ଠାନିକ ଭାବରେ ଦାୟିତ୍ୱଭାର ଗ୍ରହଣ କରିଛନ୍ତି। ଯୋଗଦାନ ପୂର୍ବରୁ ସେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା' ବିରଜା ଏବଂ ଅରେଇସ୍ଥିତ ବାବା ବରୁଣେଶ୍ୱରଙ୍କ ଦର୍ଶନ କରି ଆଶୀର୍ବାଦ ଗ୍ରହଣ କରିଥିଲେ। ପରେ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ପହଞ୍ଚି ଭାରପ୍ରାପ୍ତ ବିଡିଓ ଆକାଶ ପଟ୍ଟନାୟକଙ୍କ ଠାରୁ ସେ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ।
ନୂତନ ବିଡିଓଙ୍କ କାର୍ଯ୍ୟାଳୟ ପ୍ରବେଶ ପରେ ବ୍ଲକର ବିଭିନ୍ନ ବିଭାଗୀୟ ଅଧିକାରୀ, କର୍ମଚାରୀ ଓ କାର୍ଯ୍ୟାଳୟ ସଦସ୍ୟମାନେ ତାଙ୍କୁ ଉଷ୍ମ ସ୍ୱାଗତ ଜଣାଇ ଶୁଭେଚ୍ଛା ଅର୍ପଣ କରିଥିଲେ। ଏହାସହ ବିଞ୍ଝାରପୁର ସାମ୍ବାଦିକ ୟୁନିଅନର ସଭାପତି ଓ ସଦସ୍ୟ ମାନେ  ମଧ୍ୟ ନୂତନ ବିଡିଓଙ୍କୁ ତାଙ୍କ କାର୍ଯ୍ୟାଳୟରେ ସାକ୍ଷାତ କରି ଶୁଭେଚ୍ଛା ଓ ଶୁଭକାମନା ଜଣାଇଥିଲେ। ପୂର୍ବରୁ ଛବିରାଣୀ ସାହୁ ଗୋପ ବ୍ଲକର ବିଡିଓ ଭାବେ ଦାୟିତ୍ୱ ନିର୍ବାହ କରି ପ୍ରଶାସନିକ କ୍ଷେତ୍ରରେ ଅନୁଭବ ସଂଗ୍ରହ କରିଥିଲେ।
ଉଲ୍ଲେଖଯୋଗ୍ୟ ଯେ, ବିଞ୍ଝାରପୁର ବ୍ଲକର ବିଡିଓ ପଦବୀ ଦୀର୍ଘ ପ୍ରାୟ ସାତ ମାସ ଧରି ଖାଲି ରହିଥିବାରୁ ଅନେକ ପ୍ରଶାସନିକ ଏବଂ ବିକାଶମୂଳକ କାର୍ଯ୍ୟର ପରିଚାଳନାରେ କିଛି ବାଧା ସୃଷ୍ଟି ହେଉଥିଲା। ଏପରି ପରିସ୍ଥିତିରେ ନୂତନ ବିଡିଓଙ୍କ ଯୋଗଦାନ ବ୍ଲକର ବିକାଶ ଯାତ୍ରାକୁ ନୂତନ ପ୍ରଗତି ଦେବ ବୋଲି ସାଧାରଣ ଲୋକମାନଙ୍କ ମଧ୍ୟରେ ଆଶା ଓ ଆଗ୍ରହର ପରିବେଶ ସୃଷ୍ଟି ହୋଇଛି।
ଦାୟିତ୍ୱ ଗ୍ରହଣ ପରେ ଛବିରାଣୀ ସାହୁ କହିଛନ୍ତି ଯେ, ବ୍ଲକରେ ଚାଲୁଥିବା ସମସ୍ତ ସରକାରୀ ଯୋଜନାର ସଠିକ୍ ଓ ସଫଳ  ରୂପାୟନ, ସାଧାରଣ ଲୋକଙ୍କ ସମସ୍ୟାର ଶୀଘ୍ର ସମାଧାନ ଏବଂ ସରକାରୀ ସେବାକୁ ଅଧିକ ଫଳପ୍ରଦ, ସ୍ୱଚ୍ଛ ଓ ଜନମୁଖୀ କରିବା ତାଙ୍କର ପ୍ରମୁଖ ପ୍ରାଥମିକତା ରହିବ। ଲୋକମୁଖୀ ପ୍ରଶାସନ ଓ ବିକାଶମୂଳକ କାର୍ଯ୍ୟକୁ ଅଧିକ ସକ୍ରିୟ କରିବା ଦିଗରେ ସମନ୍ୱିତ ପଦକ୍ଷେପ ନିଆଯିବ ବୋଲି ସେ ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା