-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଚାଉଳିଆଗଞ୍ଜ ସାହିଛକରେ ଦ୍ୱିତୀୟ ସନ୍ଧ୍ୟାର ନିକୁମ୍ଭିଲା ନାଟକରେ କମ୍ପିଲା ରାମଲୀଳା

03-Jun-2026



କଟକ(ତପନ ମହାନ୍ତି ସାମ୍ବାଦିକ ): ଶ୍ରୀଶ୍ରୀ ଅପର୍ଣ୍ଣା   ପାର୍ବତୀ ରାମଲୀଳା ପ୍ରଚାର ସମିତି ପକ୍ଷରୁ ଚାଉଳିଆଗଞ୍ଜ ସାହି ଛକ ଠାରେ ଶ୍ରୀରାମଲୀଳା ମହୋତ୍ସବର ଦ୍ବିତୀୟ ସନ୍ଧ୍ୟାରେ ନୃସିଂହ ଚରଣ ମହଲାଙ୍କ ରଚିତ ନିକୁମ୍ଭିଲା ଯଜ୍ଞ ରାବଣୀ ନାଟକ ମଞ୍ଚସ୍ଥ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ୨୨ ଦିଗଭାଗ ସଂକୀର୍ତ୍ତନ ମଣ୍ଡଳୀ ସର୍ବାଧିକାରୀ ସୁବାସ ଚନ୍ଦ୍ର ସାହୁ, କଟକ ଜିଲ୍ଲା ବିଜେଡି ସଭାପତି ପ୍ରପୁଲ୍ଲ ସିଂହ, ବିଜେପି ନେତା ପ୍ରମୋଦ କୁମାର ସାହୁ, ପୂର୍ବତନ କର୍ପୋରେଟର୍‌ ଚିରଞ୍ଜୟ ସାହୁ,ସନ୍ତୋଷ କୁମାର ସାହୁ, ଅଜିତ କୁମାର ଷଡ଼ଙ୍ଗୀ, ଜ୍ୟୋତିପ୍ରକାଶ ସାହୁ, ମାତା ସାହୁ, ବନବିହାରୀ ସାହୁ, ଭାସ୍କର ପୃଷ୍ଟି, ନିରଞ୍ଜନ ସାହୁ, ନରେନ୍ଦ୍ର କୁମାର ସାହୁ, ବିକାଶ ବେହେରା, ମଦନମୋହନ

ସାହୁ, ସୁବ୍ରତ କୁମାର ବେହୁରା ଉପ ଉପସ୍ଥିତ ଥିଲେ। ଅନୁଷ୍ଠାନର ସଭାପତି ଜିତେନ୍ଦ୍ର ଜିତେନ୍ଦ୍ର ସ୍ବାଇଁ, ସମ୍ପାଦକ ବିନୋଦ ସାହୁ, ଅଧ୍ୟକ୍ଷ ବିଭୂତି ଭୂଷଣ ବୈଶାକ, ଜଗନ୍ନାଥ ମଲ୍ଲିକ, ଭଗବାନ ବେହେରା, ଅଜୟ ସାହୁ, ଶେଷଦେବ ସାହୁ, ସତସଙ୍ଗ ସଭାପତି ଲିଙ୍ଗରାଜ ବସ୍ତିଆ, ସମ୍ପାଦକ ବନମାଳୀ ଦାସ, ବିରଞ୍ଚି ନାରାୟଣ ସାହୁ, କୈଳାଶ ବେହେରା, ସୋମନାଥ ବାରିକ, ଚନ୍ଦ୍ରକାନ୍ତ ସାହୁ, ଜଗନ୍ନାଥ ସାହୁ, ଚନ୍ଦ୍ରକାନ୍ତ ସାହୁ (ବାବୁନା), ଶ୍ରୀକାନ୍ତ ଦାସ, ମୁଶୀଲ ସାହୁ,ମହେଶ ପାଟରା,ସୁନୀଲ ସାହୁ, ଭବାନୀ ବୈଶାକ, ସୌମ୍ୟ ରଞ୍ଜନ ପାତ୍ର, ଅଶୋକ ବେହେରା, ବିଜୟ ପାତ୍ର ସହଯୋଗ କରିଥିଲେ। କୋଷାଧକ୍ଷ ଭୈରବ ମହଲା ଧନ୍ୟବାଦ ଦେଇଥିଲେ|


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like