-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଆଦିବାସୀ ପରିବାରଙ୍କ ଘର ଭଙ୍ଗା ଓ ବଳପୂର୍ବକ ଉଚ୍ଛେଦ ଉପରେ ତୁରନ୍ତ ରୋକ ଲଗାଯାଉ

03-Jun-2026



ଭୁବନେଶ୍ୱର:  ରାଜ୍ୟସଭା ପୂର୍ବତନ ସାଂସଦ ଶ୍ରୀ ନିରଞ୍ଜନ ବିଶି ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଅନୁସୂଚିତ ଜନଜାତି  ଭୂମିହୀନ ଓ ଗରିବ ଆଦିବାସୀ ପରିବାରଙ୍କ ଘର ଭଙ୍ଗା ଏବଂ ବଳପୂର୍ବକ ଉଚ୍ଛେଦ ଘଟଣା ଉପରେ ତୁରନ୍ତ ରୋକ ଲାଗିବା ପାଇଁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କୁ ପ୍ରେରିତ ବିସ୍ତୃତ ପତ୍ରରେ ଶ୍ରୀ ବିଶି କହିଛନ୍ତି ଯେ କିଛି ସ୍ଥାନରେ ତହସିଲଦାର ଓ ରେଭେନ୍ୟୁ କର୍ତ୍ତୃପକ୍ଷ ଜେସିବି ମେସିନ୍ ଦ୍ୱାରା ଗରିବ ଆଦିବାସୀ ପରିବାରଙ୍କ ଘର ଭଙ୍ଗୁଥିବା ଓ ପୁନର୍ବାସ, ମାନବିକ ବିଚାର ଏବଂ ଆଇନଗତ ପ୍ରକ୍ରିୟା ବିନା ଉଚ୍ଛେଦ କରୁଥିବା ନେଇ ଗୁରୁତର ଅଭିଯୋଗ ମିଳୁଛି।
ସେ କହିଛନ୍ତି ଯେ ଅନେକ ଆଦିବାସୀ ପରିବାର ଦଶକ ଧରି ନିଜ ବାସସ୍ଥାନ ଜମିରେ ବସବାସ କରି ଜୀବିକା ନିର୍ବାହ କରୁଛନ୍ତି । କିନ୍ତୁ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନାମରେ ସେମାନେ ଭୟ, ବିସ୍ଥାପନ, ଅପମାନ ଓ ସାମାଜିକ ଅସୁରକ୍ଷାର ସମ୍ମୁଖୀନ ହେଉଛନ୍ତି।
ପୂର୍ବତନ ସାଂସଦ ଉଲ୍ଲେଖ କରିଛନ୍ତି ଯେ ଭାରତୀୟ ସଂବିଧାନର ଅନୁଚ୍ଛେଦ ୧୪, ୧୫(୪), ୨୧, ୩୮, ୩୯(ବି), ୪୬, ୨୪୪ ଏବଂ ପଞ୍ଚମ ତାଲିକା ଅନୁସୂଚିତ ଜନଜାତିଙ୍କ ସାମାଜିକ, ଆର୍ଥିକ ଓ ଶିକ୍ଷାଗତ ସୁରକ୍ଷା ପାଇଁ ରାଜ୍ୟକୁ ଦାୟିତ୍ୱବାନ କରିଛି। ସେ ପେସା ଆଇନ ୧୯୯୬ ଓ ବନାଧିକାର ଆଇନ ୨୦୦୬ ର ଉଲ୍ଲେଖ କରି କହିଛନ୍ତି ଯେ ଗ୍ରାମସଭା ଓ ଆଦିବାସୀ ସମୁଦାୟଙ୍କ ପାରମ୍ପରିକ ବାସସ୍ଥାନ, ବନ ଅଧିକାର ଓ ସାମୁଦାୟିକ ସମ୍ପଦର ସୁରକ୍ଷା ନିଶ୍ଚିତ କରିବା ସରକାରଙ୍କ କର୍ତ୍ତବ୍ୟ।
ଶ୍ରୀ ବିଶି ଜାତୀୟ ଅନୁସୂଚିତ ଜନଜାତି ଆୟୋଗ (NCST) ଙ୍କ ପକ୍ଷରୁ ଆଦିବାସୀଙ୍କ ବିସ୍ଥାପନ ଓ ଜମି ଅଧିକାର ସୁରକ୍ଷା ସମ୍ପର୍କିତ ସୁପାରିଶ ମଧ୍ୟ ଉଲ୍ଲେଖ କରିଛନ୍ତି।
ସେ କହିଛନ୍ତି ଯେ ଓଡ଼ିଶା ସରକାର ଟ୍ରାଇବାଲ ସବ୍ ପ୍ଲାନ (TSP), ଆଇଟିଡିଏ (ITDA), ପଶ୍ଚିମ ଓଡ଼ିଶା ଉନ୍ନୟନ ପରିଷଦ (WODC), ସ୍ପେଶାଲ ଡିଭେଲପମେଣ୍ଟ କାଉନସିଲ (SDC), କେବିକେ ଉନ୍ନୟନ କାର୍ଯ୍ୟକ୍ରମ, ବିଜୁ ପକ୍କା ଘର ଯୋଜନା ଓ ପିଏମ୍ ଆବାସ ଯୋଜନା ଭଳି ଅନେକ କଳ୍ୟାଣକାରୀ ଯୋଜନା ଆଦିବାସୀଙ୍କ ଉନ୍ନତି ଓ ସୁରକ୍ଷା ପାଇଁ କାର୍ଯ୍ୟକରିଛି।
ପୂର୍ବତନ ସାଂସଦ ଶ୍ରୀ ବିଶି ମୁଖ୍ୟମନ୍ତ୍ରୀଙ୍କୁ  ଦାବି ଜଣାଇଛନ୍ତି ଯେ ଆଦିବାସୀ ଓ ଗରିବ ପରିବାରଙ୍କ ଘର ଭଙ୍ଗା କାର୍ଯ୍ୟ ତୁରନ୍ତ ବନ୍ଦ କରାଯାଉ। ଜିଲ୍ଲାପାଳ ଓ ତହସିଲଦାରମାନଙ୍କୁ ବଳପୂର୍ବକ ଉଚ୍ଛେଦ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଉ।ଭୂମିହୀନ ଆଦିବାସୀ ପରିବାରଙ୍କୁ ବାସସ୍ଥାନ ଓ ଜୀବିକା ଜମି ପ୍ରଦାନ କରାଯାଉ। ଗୃହହୀନ ଆଦିବାସୀ ପରିବାରଙ୍କୁ ସରକାରୀ ଆବାସ ଯୋଜନାରେ ସାମିଲ କରାଯାଉ। ଆଦିବାସୀ ଅଞ୍ଚଳରେ ନିଶୁଳ୍କ ଶିକ୍ଷା, ଛାତ୍ରାବାସ, ଛାତ୍ରବୃତ୍ତି ଓ ଉତ୍ତମ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ କରାଯାଉ। ଜଙ୍ଗଲ ଅଧିକାର ଆଇନ ଓ ପେସା ଆଇନର କାର୍ଯ୍ୟକାରୀ ଅନୁଷ୍ଠାନ କରାଯାଉ। ଜିଲ୍ଲାସ୍ତରୀୟ ନିରୀକ୍ଷଣ କମିଟି ଗଠନ କରାଯାଉ।• କେବିକେ ଓ ଆଦିବାସୀ ଅଧିକ୍ୟ ଅଞ୍ଚଳରେ ଶିକ୍ଷା, ସ୍ୱାସ୍ଥ୍ୟ, ଜୀବିକା ଓ ସାମାଜିକ ସୁରକ୍ଷା ପାଇଁ ବିଶେଷ ପଦକ୍ଷେପ ନିଆଯାଉ।
ଶ୍ରୀ ବିଶି କହିଛନ୍ତି ଯେ ଓଡ଼ିଶା ତାହାର ସମୃଦ୍ଧ ଆଦିବାସୀ ପରମ୍ପରା ଓ ସଂସ୍କୃତି ପାଇଁ ପରିଚିତ। ଉନ୍ନୟନ ନାମରେ ଗରିବ ଆଦିବାସୀ ପରିବାରଙ୍କୁ ବିସ୍ଥାପିତ କରିବା କେବେ ବି ନ୍ୟାୟସଙ୍ଗତ ନୁହେଁ। ସେ ମୁଖ୍ୟମନ୍ତ୍ରୀଙ୍କୁ ଏହି ମାମଲାରେ ସମ୍ବେଦନଶୀଳ ଓ ମାନବିକ ହସ୍ତକ୍ଷେପ ପାଇଁ ଅନୁରୋଧ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like