-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

ଅଲିଆବାଦ ପ୍ରକଳ୍ପରେ ତ୍ରୁଟି; ଜଳ ପାଇଁ ଲମ୍ଵା ଧାଡ଼ି

03-Jun-2026



(ରଂଜିତ ମହାନ୍ତି )
 ବରୀ ବ୍ଲକ ରତ୍ନଗିରି ପାହାଡ଼ ତଳେ ନିର୍ମିତ ହୋଇଥିବା ଅଲିଆବାଦ ପାନୀୟ ଜଳ ପ୍ରକଳ୍ପ ଆରମ୍ଭରୁ ଜଳ ଯୋଗାଣରେ ବିଫଳ ହୋଇଛି। ପ୍ରକଳ୍ପରୁ ଅଲିଆବାଦ ଓ ମାଳ
ଦୁଇଟି ରାଜସ୍ବ ଗ୍ରାମକୁ ଜଳ ଯୋଗାଣର ଲକ୍ଷ ରହିଥିଲେ ମଧ୍ୟ ପ୍ରଥମେ ଏହାର ପାଣି ମାଳ ଗ୍ରାମକୁ ଯାଇ ପାରି ନଥିଲା। ଅନେକ ଅଭିଯୋଗ ପରେ ବିଭାଗ କାଳକ୍ଷେପଣ ନୀତି ଅବଲମ୍ବନ କରି ମରାମତି କରାଯିବ ବୋଲି ଦିନ ପରେ ଦିନ ଗଡ଼ାଇ ଚାଲିଥିଲା। ମାତ୍ର କୌଣସି ପରିବର୍ତ୍ତନ ନଘଟିବାରୁ ମାଳ ଗ୍ରାମର ଲୋକମାନଙ୍କର ଦାବି ଅନୁଯାୟୀ ଆଉ ଏକ ପ୍ରକଳ୍ପ ସେଠାରେ ଠାରେ ।
ନିର୍ମାଣ କରାଗଲା। ଏହି ପ୍ରକଳ୍ପ ବର୍ତମାନ ଆବାଦ ଗ୍ରାମକୁ ଜଳ ଯୋଗାଣ କରିବାରେ ବିଫଳ ହୋଇଛି। ଦୀର୍ଘ ୧ ମାସ ହେବ ଏହି ପ୍ରକଳ୍ପ ପାଣି ଅଲିଆବାଦ ଗ୍ରାମରେ ପହଁଞ୍ଚି ନପାରିବାରୁ ଲୋକମାନେ ହିନସ୍ତା ଭୋଗୁଛନ୍ତି । ରତ୍ନଗିରି ପଞ୍ଚାୟତ ଏହି ରାଜସ୍ବ ଗ୍ରାମରେ ୨ ଶହରୁ ଊର୍ଦ୍ଧ ଘର ରହିଥିଲାବେଳେ ଲୋକସଂଖ୍ୟା ୧୫ ଶହରୁ ଅଧିକ ପାହାଡ଼ ପାଦ ଦେଶରେ ଅବସ୍ଥିତ ଗ୍ରାମରେ ବ୍ୟକ୍ତଗତ କୁଅ କିମ୍ବା ନଳକୂପ ଖୋଳିବା ସମ୍ଭବ ହୋଇ ନଥାଏ। ଅତ୍ୟନ୍ତ ଗଭୀରକୁ ଖୋଳିଲେ ମଧ୍ୟ ଏଠାରେ ଲୁଣି ପାଣି ବାହାରି ଥାଏ । ଫଳରେ ଲୋକମାନେ ସରକାରୀ ଗଭୀର ନଳକୂପ ଓ ପରବର୍ଷି ଅବସ୍ଥାରେ ଜଳ ଯୋଗାଣ ପ୍ରକଳ୍ପ ଉପରେ ନିର୍ଭର କରିଥାନ୍ତି। ବର୍ତ୍ତମାନ ଏହି ପ୍ରକଳ୍ପରୁ ଯେଉଁ ପାଣି ବାହାରୁଛି ତାହା ମାତ୍ର ଶହେ ମିଟର ପର୍ଯ୍ୟନ୍ତ ପହଁଞ୍ଚି ପାରୁଛି। ଲୋକମାନେ ଜଳ ଯୋଗାଣ ସମୟ ହେଲେ ଲମ୍ବା ଧାଡ଼ି କରି ନିଜ ନିଜର ଗରା ବାଲତି ନେଇ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରି ବସୁଛନ୍ତି। ଘଟଣା ସମ୍ପର୍କରେ ଦାୟିତ୍ବରେ ଥ‌ିବା ଯନ୍ତ୍ରୀ ବିଭୂତି ଭୂଷଣ ପଣ୍ଡାଙ୍କୁ ପଚାରିବାରେ ଦିନେ ଦୁଇ ଦିନ ମଧ୍ୟରେ ମରାମତି ହୋଇଯିବ ବୋଲି କହିଛନ୍ତି। ହୋଇଯିବ


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like