-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ରାଜ୍ୟ

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ କୂଳପତିଙ୍କୁ ଭେଟିଲେ ନରସିଂହ♦️ ଗବେଷଣା ମୂଳକ କାର୍ଯ୍ୟ ଆରମ୍ଭ ପାଇଁ ହେଲା ଆଲୋଚନା

04-Jun-2026



ବଲାଙ୍ଗିର(ପ୍ରେରଣା ଖବର)- ବହୁ ସଂଘର୍ଷ ପରେ ରାଜେନ୍ଦ୍ର ମହାବିଦ୍ୟାଳୟ ଏକ ବିଶ୍ୱ ବିଦ୍ୟାଳୟରେ ପରିଣତ ହେଲା । ଆଶା ଥିଲା ଏଠି ଉଚ୍ଚତର ଶିକ୍ଷା ଠିକ୍ ହିସାବରେ ଆମ ଅଂଚଳ ଛାତ୍ର ଛାତ୍ରୀଙ୍କୁ ମିଳିବ । ବିଶ୍ୱ ବିଦ୍ୟାଳୟ ତରଫରୁ ଗବେଷଣାତ୍ମକ କାର୍ଯ୍ୟ ଆରମ୍ଭ ହୋଇ ଆମ ଅଂଚଳ ର ଲୋକଲୋଚନକୁ ଆସିପାରି ନ ଥିବା ଅନେକ ଅଜଣା ତଥ୍ୟ ଗବେଷଣା ମାଧ୍ୟମରେ ଲୋକମାନଙ୍କ ପାଖକୁ ପହଂଚି ପାରିବ । ଯଦିଓ ବର୍ତ୍ତମାନର କୂଳପତି ଏ ଦିଗରେ କାର୍ଯ୍ୟ ଆରମ୍ଭ କରିବା ପାଇଁ ଆଗ୍ରହ ଦେଖାଇଛନ୍ତି କିନ୍ତୁ ବିଶ୍ୱ ବିଦ୍ୟାଳୟ ଆରମ୍ଭ ହେବାଠୁ ଆଜି ପର୍ଯ୍ୟନ୍ତ ଏ ଦିଗରେ କାହିଁକି ପଦକ୍ଷେପ ନିଆଗଲା ନାହିଁ । ତା ସହ ଶିକ୍ଷାଦାନ ସୁରୁଖୁରୁରେ ଚାଲିବା ପାଇଁ ନିହାତି ଦରକାର ହେଉଥିବା ଶିକ୍ଷକ, ଅଣ ଶିକ୍ଷକ ପଦବୀ ଅନେକାଂଶରେ ଖାଲି ପଡିଛି । ତେଣୁ ଏ ସବୁ କୁ ବିଶ୍ୱ

ବିଦ୍ୟାଳୟ କର୍ତ୍ତୃପକ୍ଷ ଓ ସରକାର ଶିଘ୍ର ପୁରଣ କରନ୍ତୁ ବୋଲି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟକୁ ଯାଇ କୂଳପତି ବିଭୁତି ଭୂଷଣ ମଲ୍ଲିକ ଓ କୂଳ ସଚିବ ହରପ୍ରସାଦ ଭୋଇଙ୍କ ସହ ବିଶ୍ୱ ବିଦ୍ୟାଳୟର ସମସ୍ୟାକୁ ନେଇ ଆଲୋଚନା ପରେ ନିଜ ପ୍ରତିକ୍ରିୟାରେ କହିଛନ୍ତି । ଶ୍ରୀ ମିଶ୍ର ଆହୁରି ମଧ୍ୟ କହିଛନ୍ତି ଯେ ଯେ ପର୍ଯ୍ୟନ୍ତ ଗବେଷଣାମୂଳକ କାର୍ଯ୍ୟ ହେଉ କି ପାଠ୍ୟକ୍ରମ ହେଉ ଆରମ୍ଭ ନ ହୋଇଛି ସେ ପର୍ଯ୍ୟନ୍ତ ବିଶ୍ୱ ବିଦ୍ୟାଳୟ ର ପ୍ରକୃତ ଉଦ୍ଦେଶ୍ୟ ସାଧିତ ହୋଇପାରିବ ନାହିଁ । ସେ ନିଜେ ବିଧାୟକ ଥିଲା ବେଳେ ବଲାଙ୍ଗିର ରେ ଏକ ସାଇନ୍ସ ପାର୍କର କାର୍ଯ୍ୟ ଆରମ୍ଭ କରାଇଥିଲେ । ତାହା ଶିଘ୍ର ସମ୍ପୁର୍ଣ୍ଣ କରି ତାର ପରିଚାଳନା ରକ୍ଷଣାବେକ୍ଷଣ ପାଇଁ ବିଶ୍ୱ ବିଦ୍ୟାଳୟକୁ ହସ୍ତାନ୍ତର କରିବା ନିଷ୍ପତ୍ତି ହୋଇଥିଲା କିନ୍ତୁ ଆଜି ପର୍ଯ୍ୟନ୍ତ ସାଇନ୍ସ ପାର୍କ ସମ୍ପୁର୍ଣ୍ଣ ହୋଇନପାରିବା ବହୁତ ଦୁଃଖର କଥା । ତେଣୁ ପ୍ରଶାସନ ଏ ଦିଗରେ ଧ୍ୟାନ ଦେବା ଦରକାର ବୋଲି ଶ୍ରୀ ମିଶ୍ର କହିଛନ୍ତି । ଆଲୋଚନା ବେଳେ ବିଶ୍ୱ ବିଦ୍ୟାଳୟ ପାଇଁ ଦରକାର ହେଉଥିବା ଜମି ତଥା ବର୍ତ୍ତମାନ ଥିବା ଜମିରେ କିଛି ଅସଙ୍ଗତି ସହ ଜବରଦଖଲ ହୋଇଥିବାରୁ ସେ ସବୁ ସମାଧାନ ପାଇଁ କୂଳପତି ଶ୍ରୀ ମଲ୍ଲିକ ଶ୍ରୀ ମିଶ୍ରଙ୍କ ସହଯୋଗ ଲୋଡିଥିଲେ । ଏଥିରେ ତାଙ୍କ ସମେତ ଜିଲ୍ଲା ପ୍ରଶାସନ ଏବଂ ବଲାଙ୍ଗିରର ସମସ୍ତ ଜନସାଧାରଣ ନିଶ୍ଚିତ ଭାବରେ କୂଳପତିଙ୍କୁ ସହଯୋଗ କରିବେ ବୋଲି ଶ୍ରୀ ମିଶ୍ର ପ୍ରତିଶୃତି ଦେଇଥିଲେ । ଆଲୋଚନା ବେଳେ କୂଳପତି ଶ୍ରୀ ମଲ୍ଲିକ ଅଣ ଶିକ୍ଷକ ପଦବୀ ପୁରଣ ଯେହେତୁ ରାଜ୍ୟ ସରକାରଙ୍କ  ଷ୍ଟେଟ ସିଲେକ୍ସନ ବୋର୍ଡ ଦ୍ୱାରା କରାଯାଇଥାଏ ସେଥି ପାଇଁ ବିଶ୍ୱ ବିଦ୍ୟାଳୟ ତରଫରୁ ଅନୁରୋଧ କରାଯାଇଥିବାର କହିଥିଲେ । ଗତ ୫ ବର୍ଷ ହେଲା ବିଶ୍ୱ ବିଦ୍ୟାଳୟ ପାଇଁ ଦରକାର କରୁଥିବା ବି-୨ ମାନ୍ୟତା ନାହିଁ । ଫଳରେ ୟୁଜିସି ରୁ ଅନୁଦାନ ପାଇବା ସମ୍ଭବ ହେଉ ନାହିଁ ତେଣୁ କୂଳପତି ନିଜ ତରଫରୁ ଏ ଦିଗରେ ଉଦ୍ୟମ ଜାରି ରଖି ଯେମିତି ୟୁଜିସି ଅନୁଦାନ ବିଶ୍ୱ ବିଦ୍ୟାଳୟ ପାଇ ପାରିବ ସେ ଦିଗରେ କାମ କରୁଛନ୍ତି ବୋଲି କହିଥିଲେ । ଆଲୋଚନା ପରେ ବୈଠକରେ ସାମିଲ ଥିବା ଛାତ୍ର ନେତା ତଥା ପୁରାତନ ଛାତ୍ରମାନେ ବିଶ୍ୱ ବିଦ୍ୟାଳୟରେ ହଷ୍ଟେଲ ମରାମତି, ହଷ୍ଟେଲର କ୍ଷମତା ବଢାଇବା, ନୁଆ ବିଭାଗ ଯଥା ଆଇନ, ସାମ୍ବାଦିକତା, ବୃତ୍ତିଗତ ଶିକ୍ଷା, ବିସିଏ, ଏମ୍‌ସିଏ, ବିଟେକ୍‌, ଏମ୍‌ଟେକ୍ ଇତ୍ୟାଦି ପାଠ୍ୟକ୍ରମ ଖୋଳିବାକୁ ନେଇ କୂଳପତିଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିବା ସହ ଏ ଦିଗରେ ଶୀଘ୍ର ପଦକ୍ଷେପ ଗ୍ରହଣ କରିବାକୁ ଅନୁରୋଧ କରିଥିଲେ । ଆଜିର ଏହି ଆଲୋଚନା ବେଳେ ଛାତ୍ରନେତା ଚିନ୍ମୟ ବେହେରା, ଅଙ୍କିତ ସାହୁ, ସୋହନ ସୁନ୍ଦର ନାଏକ, ପଂଚାନନ ଷାଣ୍ଢ, ଅମୀୟ ବଗର୍ତ୍ତି, ଜିତେନ ମନହିରା, ତାପସ ମିଶ୍ର, ସୁମନ ସ୍ୱାଇଁ, ଶ୍ରୀକାନ୍ତ ବେହେରା, ପୁରାତନ ଛାତ୍ର ବ୍ୟାସଦେବ ନନ୍ଦ, ଦିନେଶ ପ୍ରସାଦ ଦାନି ଏବଂ ହିମାଂଶୁ ନାୟକ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like