-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||     

HOME   ଜିଲ୍ଲା

ଏସଆଇଆର-୨୦୨୬ ସଚେତନତା ଅଭିଯାନ: ଗାଁ ଗାଁ ବୁଲି ଜନସାଧାରଣଙ୍କୁ ସଚେତନ କଲେ ଉପଜିଲ୍ଲାପାଳ

04-Jun-2026



ବାଲିଗୁଡ଼ା(ସୁଶୀଳ କୁମାର ପାଣିଗ୍ରାହୀ): ସମଗ୍ର ବାଲିଗୁଡ଼ା ଉପଖଣ୍ଡରେ ଚାଲିଥିବା ଏସଆଇଆର- ୨୦୨୬ (Special Intensive Revision-2026) ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମକୁ ସଫଳ କରିବା ଲକ୍ଷ୍ୟରେ- ନିର୍ବାଚନ ଅଧିକାରୀ ତଥା ସ୍ଥାନୀୟ ଉପଜିଲ୍ଲାପାଳ ପ୍ରଣୀତା ଦାସ, ଏଇଇଆରଓ (AERO) ଓ ବିଏଲଓ (BLO) ମାନଙ୍କ ସହ ଗୁରୁବାର ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ର ଉପାନ୍ତ ଅଞ୍ଚଳ ଦୁର୍ଗାପାଙ୍ଗା, ଲାସେରୀ, ରିନ୍ଦାବାଲି ଓ ସିରାଙ୍ଗ ଗ୍ରାମ

ପରିଦର୍ଶନ କରିଥିଲେ। ଏହି ଅବସରରେ ଉପଜିଲ୍ଲାପାଳ ଙ୍କ ସହ ଅଧିକାରୀ ମାନେ ସ୍ଥାନୀୟ ବାସିନ୍ଦାଙ୍କ ସହ ସିଧାସଳଖ ଆଲୋଚନା କରି ଭୋଟର ତାଲିକାର ସଠିକତା ରକ୍ଷାର ଗୁରୁତ୍ୱ ସମ୍ପର୍କରେ ଅବଗତ କରାଇଥିଲେ। ନୂତନ ଭୋଟରଙ୍କ ନାମ ସଂଯୋଜନ, ତଥ୍ୟ ସଂଶୋଧନ ଏବଂ ଯୋଗ୍ୟ ନାଗରିକଙ୍କ

ନାମ ଭୋଟର ତାଲିକାରେ ଅନ୍ତର୍ଭୁକ୍ତି ପାଇଁ ସମସ୍ତଙ୍କ ସକ୍ରିୟ ସହଯୋଗ ଲୋଡ଼ିଥିଲେ।ଉପଜିଲ୍ଲାପାଳ ଲୋକମାନଙ୍କୁ ଗଣତନ୍ତ୍ରରେ ମତଦାନର ଭୂମିକା ଓ ନିର୍ବାଚନୀ ପ୍ରକ୍ରିୟାରେ ସକ୍ରିୟ ଭାଗୀଦାର ହେବାର ଆବଶ୍ୟକତା ବିଷୟରେ ସଚେତନ କରିଥିଲେ। ଏସଆଇଆର-୨୦୨୬ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ଜନସମ୍ପର୍କ ଓ ସଚେତନତା ଅଭିଯାନ ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ଉପଜିଲ୍ଲାପାଳ ପ୍ରଣୀତା ଦାସ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026
  ଜିଲ୍ଲା  
ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   24-Nov-2026
  ଜିଲ୍ଲା  
ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   24-Nov-2026

You Might Also Like