-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ

05-Jun-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାରେ ଅବସ୍ଥିତ ଥିବା ଆଇ.ଟି.ଆଇ. କଲେଜରେ ଜିଲ୍ଳା ଶିଶୁ ସୁରକ୍ଷା ୟୁନିଟ ତରଫରୁ ବୈଷୟିକ ଶିକ୍ଷା ପରାମର୍ଶ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଏହି ପରାମର୍ଶ ଶିବିରରେ ଜିଲ୍ଲା ଆଇନ ପରିବିକ୍ଷକ ଅଧିକାରୀ ଦିଗମ୍ବର କର ସ୍ୱାଗତ ଭାଷଣ ଦେଇଥିଲେ ଓ ବୈଷୟିକ ଶିକ୍ଷା ଉପରେ ନିଜର ମତାମତ ଦେଇଥିଲେ।କାର୍ଯକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବିକ୍ରମ ପଣ୍ଡା କହିଲେ ମେଟ୍ରିକ୍ ଓ ଦ୍ୱାଦଶରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀମାନେ ବୈଷୟିକ ପାଠ୍ୟକ୍ରମକୁ ବୁଝିବା ପଢ଼ିବାକୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ଆଇ.ଟି.ଆଇ କଲେଜର ତାଲିମଦାତା ଭାବେ ଭାବେ ଦୟାନିଧି ବାଗ ତାଲିମ୍ ଓ ପରାମର୍ଶ ପ୍ରଦାନ କରିଥିଲେ। ଆଇ.ଟି.ଆଇ କଲେଜର ଅଧକ୍ଷ ସାମ ଓରାମ ବିଭିନ୍ନ  ଟ୍ରେଡ ର
ବିଭାଗର ପାଠ୍ୟକ୍ରମ ସହିତ ନିଯୁକ୍ତି ବିଷୟରେ ଓ କ୍ୟାମ୍ପସର ଗ୍ୟାରେଣ୍ଟି ଉପରେ ନିଜର ଉପସ୍ଥାପନା କରିଥିଲେ।କାର୍ଯକ୍ରମ ରେ ସାମାଜିକ କର୍ମୀ ଅରୁଣ କୁମାର ଖୁଅସ ପିତୃମାତୃହୀନ ଶିଶୁ ମାନଙ୍କୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ବଲାଙ୍ଗୀର ତରଫରୁ ଦିଆଯାଉଥିବା ଯୋଜନାକୁ ସଫଳ କରିବାକୁ ବୈଷୟିକ ପାଠ୍ୟକ୍ରମ ଏକ ବିକଳ୍ପ ଭାବେ ଭବିଷ୍ୟତ ବୋଲି ମତାମତ ପ୍ରଦାନ କରିଥିଲେ। ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟରେ ଅବସ୍ଥାପିତ ଥିବା ଅରୁଣା ର ଜିଲ୍ଲା ପରାମର୍ଶଦାତା ଭାବେ ପ୍ରମୋଦ ବଗର୍ତ୍ତୀ କହିଲେ ଏକା ସାଙ୍ଗରେ ଦ୍ୱାଦଶ ଓ ଆଇ.ଟି.ଆଇ ରେ ପାଠ ପଢ଼ିବା, ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଏକ ବଡ଼ ପଦକ୍ଷେପ ବୋଲି ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ଆଇ ଟି ଆଇ ର ରାଜୀବ ଲୋଚନ ପଣ୍ଡା, ଜିତେନ୍ଦ୍ର ସୁନା, ଭୁବନ ମହାନ୍ତି, ଦୀପିକ ଦାସ ମଧ୍ୟ ଉପସ୍ଥିତ ରହି ଆବଶ୍ୟକୀୟ କାଗଜ ଉପରେ ଓ କାଳିଆ ଯୋଜନା, ଲେବର କାର୍ଡ ଉପରେ ଜନାଇଥିଲ।କାର୍ଯକ୍ରମରେ ଅଣଆନୁଷ୍ଠାନିକ ଅଧିକାରୀ ସୁଧାଂଶୁ ଶେଖର କୁମ୍ଭାର ଆଶୀର୍ବାଦ,ଗ୍ରୀନ ପ୍ୟାସେଜ, ଯଶୋଦା ଯୋଜନା, ସି ଆଇ ସି ଏଲ ସମ୍ପର୍କରେ ଅବଗତ କରାଇଥିଲେ।କାର୍ଯକ୍ରମରେ ପ୍ରୋଗ୍ରାମ ଅଫିସର ଆଶିଷ ନାଏକ,ସାମାଜିକ କର୍ମୀ ହରିବନ୍ଧୁ ରାଉତ୍,ଗଣେଶ କୁମ୍ଭାର ସକ୍ରିୟ ଅଂଶଗ୍ରହଣ କରିଥିଲେ।କାର୍ଯକ୍ରମରେ ୭୦ ଜଣ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ,ପରିଶେଷରେ ପ୍ରମୋଦ ବଗର୍ତ୍ତୀ ଧନ୍ୟବାଦ ଅର୍ପଣ କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like