-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

05-Jun-2026



ବଲାଙ୍ଗୀର/ କଣ୍ଟାବାଞ୍ଜି ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡ଼ିଶା ସରକାରଙ୍କ ତରଫରୁ ବଲାଙ୍ଗୀର ବନଖଣ୍ଡ ସମ୍ମିଳନୀ କକ୍ଷରେ ବିଶ୍ବ ପରିବେଶ ଦିବସ ପାଳିତ ହୋଇଥିଲା।ବଲାଙ୍ଗୀର ବନଖଣ୍ଡ ଓ ଆଞ୍ଚଳିକ କାର୍ଯ୍ୟାଳୟ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓଡିଶା ବଲାଙ୍ଗୀର ସୌଜନ୍ୟରେ ଆୟୋଜିତ ସଭାରେ ପ୍ରକୃତିରୁ ଅନୁପ୍ରାଣିତ ଜଳବାୟୁ ଆମ ଭବିଷ୍ୟତ ପାଇଁ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା।ସମଗ୍ର ଜିଲ୍ଲାର ବିଭିନ୍ନ ବ୍ଳକରୁ ଆସିଥିବା ଅନୁଷ୍ଠାନ ଓ ପ୍ରକୃତିପ୍ରେମୀଙ୍କୁ ପ୍ରକୃତିମିତ୍ର ଓ ପ୍ରକୃତିବନ୍ଧୁ ପୁରସ୍କାର ପ୍ରଦାନ କରାଯାଇଥିଲା।ସମ୍ବର୍ଦ୍ଧନା ସଭାରେ ଡିଏଫଓ ଅଜିତ ବିଶିଙ୍କ ସଭାପତିତ୍ୱରେ ଜିଲ୍ଲାପାଳ ଗୌରବ ଶିବାଜୀ ଇଶାଲୱ।ର ମୁଖ୍ୟ ଅତିଥି,ରସରାଜ ଅଚ୍ୟୁତ ପୁରୋହିତ ମୁଖ୍ୟବକ୍ତା, ଅତିରିକ୍ତ ଆରକ୍ଷୀ ଅଧିକାରୀ ଜିଏନ ମଲ୍ଲିକ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।କବି ଅର୍ଜୁନ ସାହୁ ସଭା ପରିଚାଳନା କରିଥିଲେ।ଏହି ଅବସରରେ ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ତୁରେକେଲା ବ୍ଳକ ପାଇଁ ପ୍ରକୃତିବନ୍ଧୁ

ପୁରସ୍କାର ପ୍ରଦାନ ପୂର୍ବକ ପ୍ରମାଣପତ୍ର ଓ ଦଶହଜାର ଟଙ୍କାର ଚେକ ପ୍ରଦାନ କରାଯାଇଥିଲା।ପ୍ରକାଶ ଥାଉକି ଶ୍ରୀ ଦାଶ ସଦାସର୍ବଦା ସମାଜରେ ସମାଜସେବା କରିବା ସହିତ ବୃକ୍ଷ ରୋପଣ, ଜଙ୍ଗଲ ସୁରକ୍ଷା, ବନାଗ୍ନି ରୋକିବା,ପ୍ଳାଷ୍ଟିକ ବର୍ଜନ, ରକ୍ତ ଦାନ ଶିବିର ଆୟୋଜନ, ସ୍ୱଛ୍ଛ ଭାରତ କାର୍ଯ୍ୟକ୍ରମ, ନିଶାନିବାରଣ,ବାଲ୍ୟବିବାହ ରୋକିବାଦିଗରେ ଦୀର୍ଘ ଦଶନ୍ଧି ଧରି କାମ କରିଆସୁଛନ୍ତି।ଶ୍ରୀ ଦାଶ ବୃତ୍ତିରେ ଜଣେ ଶିକ୍ଷକ ତେଣୁ ବିଦ୍ୟାଳୟ ମାନଙ୍କରେ ଶିଶୁ ଟିଏ ଗଛଟିଏ ଉପରେ କାମ କରିବା ସହିତ ନିର୍ଝରିଣୀ ଅନୁଷ୍ଠାନ ପକ୍ଷରୁ ମମତାର ଡୋରି ଶିଶୁ ପତ୍ରିକା ପ୍ରକାଶିତ କରି ଲେଖନୀ ଚାଳନା ମାଧ୍ୟମରେ ଛାତ୍ରଛାତ୍ରୀ ମାନଙ୍କୁ ସଚେତନ କରୁଛନ୍ତି।ପୂର୍ବରୁ ଶ୍ରୀ ଦାଶ ମାଝୀପଡା ପ୍ରାଥମିକ ବିଦ୍ୟାଳୟ,ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ସମୟରେ ପ୍ରକୃତିମିତ୍ର ଓ ପ୍ରକୃତିବନ୍ଧୁ ପାଇଛନ୍ତି।କରୋନା ସମୟରେ ତାଙ୍କର ସେବା ଅତୁଳନୀୟ ଥିଲା।ତାଙ୍କୁ ପୁନର୍ବାର ପ୍ରକୃତିବନ୍ଧୁ ପୁରସ୍କାର ମିଳିଥିବାରୁ ସମାଜସେବୀ,ବିଭିନ୍ନ ଅନୁଷ୍ଠାନ ସହିତ ବିଭିନ୍ନ ମହଲରେ ଆନନ୍ଦର ଲହରୀ ଖେଳିଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like