-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||      *ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   (11-Jul-2026)       ||     

HOME   ଜିଲ୍ଲା

ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର

05-Jun-2026



ବଲାଙ୍ଗୀର(ପ୍ରେରଣା ଖବର): ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡ଼ିଶା ସରକାରଙ୍କ ତରଫରୁ ବଲାଙ୍ଗୀର ବନଖଣ୍ଡ ସମ୍ମିଳନୀ କକ୍ଷରେ ବିଶ୍ବ ପରିବେଶ ଦିବସ ପାଳିତ ହୋଇଥିଲା। ବଲାଙ୍ଗୀର ବନଖଣ୍ଡ ଓ ଆଞ୍ଚଳିକ କାର୍ଯ୍ୟାଳୟ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓଡିଶା ବଲାଙ୍ଗୀର ସୌଜନ୍ୟରେ ଆୟୋଜିତ ସଭାରେ ଏ ବର୍ଷର ମୁଖ୍ୟ ବିଷୟ "ପ୍ରକୃତିରୁ ଅନୁପ୍ରାଣିତ ଜଳବାୟୁ ଆମ ଭବିଷ୍ୟତ ପାଇଁ" ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ସମଗ୍ର ଜିଲ୍ଲାର ବିଭିନ୍ନ ବ୍ଳକରୁ ଆସିଥିବା ଅନୁଷ୍ଠାନ ଓ ପ୍ରକୃତିପ୍ରେମୀଙ୍କୁ ପ୍ରକୃତିମିତ୍ର ଓ ପ୍ରକୃତିବନ୍ଧୁ ପୁରସ୍କାର ପ୍ରଦାନ କରାଯାଇଥିଲା। ସମ୍ବର୍ଦ୍ଧନା ସଭାରେ ବଲାଙ୍ଗୀର ଡିଏଫଓ ଅଜିତ ବିଶିଙ୍କ ସଭାପତିତ୍ୱରେ ଜିଲ୍ଲାପାଳ ଗୌରବ ଶିବାଜୀ ଇଶାଲୱlର ମୁଖ୍ୟ ଅତିଥି, ରସରାଜ ଅଚ୍ୟୁତ ପୁରୋହିତ ମୁଖ୍ୟବକ୍ତା, ଅତିରିକ୍ତ ଆରକ୍ଷୀ ଅଧିକାରୀ ଜିଏନ ମଲ୍ଲିକ ସମ୍ମାନିତ ଅତିଥି ଓ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ର ବବିତା ସିଂ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ବାନାଖଣ୍ଡ କାର୍ଯାଳୟର  ଅର୍ଜୁନ ସାହୁ ସଭା ପରିଚାଳନା କରିଥିଲେ। ଏହି ଅବସରରେ ପୁଇଁତଲା

ବ୍ଳକ ପାଇଁ  ପଂଚାୟତ ଉଚ୍ଚ ବିଦ୍ୟାଳୟକୁ "ପ୍ରକୃତି ମିତ୍ର" ପୁରସ୍କାର ପ୍ରଦାନ ପୂର୍ବକ ପ୍ରମାଣପତ୍ର ଓ କୋଡିଏ ହଜାର ଟଙ୍କାର ଚେକ ପ୍ରଦାନ କରାଯାଇଥିଲା। ପୁଣି ପରିବେଶ ସଂରକ୍ଷଣ, ସଚେତନତା, ବୃକ୍ଷ ରୋପଣ କ୍ଷେତ୍ରରେ କାର୍ଯ୍ୟ କରୁଥିବା ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡାଙ୍କୁ "ପ୍ରକୃତି ବନ୍ଧୁ" ପୁରସ୍କାର ପ୍ରଦାନ ପୂର୍ବକ ମାନପତ୍ର ସହ ଦଶ ହଜାର  ଟଙ୍କାର ଚେକ ପ୍ରଦାନ କରାଗଲା  l ପ୍ରକାଶ ଥାଉକି ଶ୍ରୀ ବଡ଼ପଣ୍ଡା ସଦାସର୍ବଦା  ବୃକ୍ଷ ରୋପଣ, ଜଙ୍ଗଲ ସୁରକ୍ଷା,ପ୍ଳାଷ୍ଟିକ ବର୍ଜନ,  ସ୍ୱଛ୍ଛ ଭାରତ କାର୍ଯ୍ୟକ୍ରମ ଦୀର୍ଘ ଦଶନ୍ଧି ଧରି ନିଜ ବିଦ୍ୟାଳୟ ତଥା ଆଖ ପାଖର ବିଦ୍ୟାଳୟରେ ପରିବେଶ ସମ୍ପର୍କିତ କାମ କରିଆସୁଛନ୍ତି। ପ୍ରକାଶ ଥାଉକି ଶ୍ରୀ ବଡ଼ପଣ୍ଡା ବୃତ୍ତିରେ ଜଣେ ବିଜ୍ଞାନ ଶିକ୍ଷକ ତଥା ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଓ ବଲାଙ୍ଗୀର ଜିଲ୍ଲା ଇକୋ କ୍ଲବର ଜଣେ ମୁଖ୍ୟ ସାଧନ କର୍ମୀ ଅଟନ୍ତି l ତେଣୁ ବିଦ୍ୟାଳୟ ମାନଙ୍କରେ ଶିଶୁ ଟିଏ ଗଛଟିଏ ଉପରେ କାମ କରିବା ସହିତ   ଛାତ୍ରଛାତ୍ରୀ ମାନଙ୍କୁ ସଚେତନ କରୁଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026
  ଜିଲ୍ଲା  
ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି   12-Jul-2026

You Might Also Like