-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା

05-Jun-2026



ବିଂଝାରପୁର(ପ୍ରଦୀପ କୁମାର ମଲ୍ଲିକ):  ଯାଜପୁର ଜିଲ୍ଲାର ବିଂଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ବୈଠକ ଗୃହରେ ଆଜି ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି। ଗ୍ରାମର ଯୁବ ସରପଞ୍ଚ ଶ୍ରୀଯୁକ୍ତ ଶଶାଙ୍କ ଶେଖର ଖିଲାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ବିଶ୍ୱ ପରିବେଶ ଦିବସର ଗୁରୁତ୍ୱ, ସ୍ୱଚ୍ଛ ପରିବେଶ ଓ ଜଳବାୟୁ ସୁରକ୍ଷା ଉପରେ ବିସ୍ତୃତ ଆଲୋଚନା କରାଯାଇ ଥିଲା। ସରପଞ୍ଚ ଶ୍ରୀ ଖିଲାର କହିଥିଲେ ଯେ, “ସ୍ୱଚ୍ଛ ଗାଁ ହିଁ ସୁସ୍ଥ ସମାଜ ଓ ସୁରକ୍ଷିତ ଜଳବାୟୁର ମୂଳ ଆଧାର। ପରିବେଶ ସୁରକ୍ଷା କେବଳ ସରକାରଙ୍କ ଦାୟିତ୍ୱ ନୁହେଁ, ବରଂ ପ୍ରତ୍ୟେକ ନାଗରିକଙ୍କ ନୈତିକ କର୍ତ୍ତବ୍ୟ। ଆମେ ଯଦି ଆଜିଠାରୁ ପ୍ଲାଷ୍ଟିକ ଓ ପଲିଥିନ ବ୍ୟବହାର କମାଇବା ସହ ପରିବେଶ ଅନୁକୂଳ ଅଭ୍ୟାସ ଗ୍ରହଣ କରିବା, ତେବେ ଆଗାମୀ ପିଢ଼ି ପାଇଁ ଏକ ସବୁଜ ଓ ସୁରକ୍ଷିତ ପୃଥିବୀ ଗଢ଼ିପାରିବା।” ସେ ବର୍ତ୍ତମାନ ପଲିଥିନ ବ୍ୟବହାର ଦ୍ୱାରା ହେଉଥିବା କ୍ଷତି ସମ୍ପର୍କରେ ସଚେତନ କରାଇଥିଲେ। ପଲିଥିନକୁ ଏଣେତେଣେ ନଫିଙ୍ଗି ନିର୍ଦ୍ଦିଷ୍ଟ ସ୍ଥାନରେ ସଂଗ୍ରହ କରି ତାହାର ସଠିକ୍ ପରିଚାଳନା କରିବାକୁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ଗଛ ଲଗାଇବା, ଜଳ ସଂରକ୍ଷଣ କରିବା ଏବଂ ପରିବେଶ ସୁରକ୍ଷା ପାଇଁ ସାମୂହିକ ପଦକ୍ଷେପ ନେବା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଥିଲେ।
ଏହି ସଭାରେ ପିଇଓ ବିଷ୍ଣୁ ଚରଣ ସାମଲ, ନ୍ୟାୟ ସରପଞ୍ଚ ରଞ୍ଜୀତା ବାରିକ, କାହ୍ନା ରାଉତ, ଦେବାଶିଷ ସାମଲ, ଅଜୟ କୁମାର ମଲ୍ଲିକ,  ଏମ୍‌ବିକେ ଶସ୍ମିତା ନାୟକ, ଲୋମାମୁଦ୍ରା ଜେନା, ଆକାଂକ୍ଷା ବାରିକ ପ୍ରମୁଖ ଯୋଗଦାନ କରିଥିଲେ। ଉପସ୍ଥିତ ସଦସ୍ୟମାନେ ଗ୍ରାମକୁ ସ୍ୱଚ୍ଛ, ସବୁଜ ଓ ପରିବେଶ ଅନୁକୂଳ ରଖିବା ପାଇଁ ସମୁହିକ ଭାବେ କାର୍ଯ୍ୟ କରିବାକୁ ସଂକଳ୍ପ ନେଇଥିଲେ। ଶେଷରେ ମଳୟ ଥାଟୋଇ ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026
  ଜିଲ୍ଲା  
ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   24-Nov-2026
  ଜିଲ୍ଲା  
ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   24-Nov-2026
  ରାଜ୍ୟ  
ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ   24-Nov-2026
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026

You Might Also Like