-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*

05-Jun-2026



ନବରଙ୍ଗପୁର :(ପ୍ରିୟଦର୍ଶିନୀ ପାତ୍ର)
 ପାପଡ଼ାହାଣ୍ଡି ନିକଟସ୍ତ ମୃଗ ବିହାର ଠାରେ ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳନ ହୋଇଯାଇଛି। ଖଣ୍ଡିୟ ବନ ଅଧିକାରୀ,ନବରଙ୍ଗପୁର ଉଦ୍ୟାନ ସୁବୁଦ୍ଧି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ମୁଖ୍ୟ ଅତିଥି ଏବଂ ସମ୍ମାନୀତ ଅତିଥି ଭାବରେ ଆରକ୍ଷୀ ଅଧିକ୍ଷକ କାଶ୍ୟପ ପାର୍ଥ ଜଗଦୀଶ ,ପରିବେଶବିତ୍ ଈଶ୍ୱର ଚନ୍ଦ୍ର ସାବତ ,ସହକାରୀ ବନ ସଂରକ୍ଷକ ଦିବ୍ୟା ମାଧୁରୀ ସେଠୀ  ଯୋଗ ଦେଇଥିଲେ।ଅତିଥି ଗଣ ନିଜ ବକ୍ତବ୍ୟରେ ଜଳ, ମୃତ୍ତିକା,ପରିବେଶ ଓ ଜୈବ ବିବିଧତା କୁ ସଂରକ୍ଷଣ କରିବା,ବହୁଳ ପରିମାଣରେ ବୃକ୍ଷ ରୋପଣ,ଗାଁ ଗାଁ ରେ ବନ ସୁରକ୍ଷା ଓ ପରିବେଶ ସୁରକ୍ଷା ରେ ନିଜର ସହଭାଗିତା, ଜଳବାୟୁ ଅନୁକୂଳ ଜୀବନଶୈଳୀ,ଜଳ ଓ ପ୍ରାକୃତିକ ସମ୍ପଦ ର ସଠିକ୍ ବ୍ୟବହାର,ପ୍ଲାଷ୍ଟିକ ପ୍ରଦ୍ୟୁଷଣ କୁ ଅନ୍ତ କରିବାରେ ନିଜର ଭୂମିକା ଉପରେ ମତ ଦେଇଥିଲେ। ଚଳିତ ବର୍ଷ " "ପ୍ରକୃତିରୁ ପ୍ରେରଣା - ଜଳବାୟୁ ପାଇଁ,ଆମ ଭବିଷ୍ୟତ ପାଇଁ "ବିଷୟ ନେଇ ବିଶ୍ଵ ପରିବେଶ ଦିବସ ପାଳନ କରାଯାଉଛି। ବର୍ତ୍ତମାନ ତୀବ୍ର ଜଳବାୟୁ ପରିବର୍ତ୍ତନ,ଉଷ୍ମତା,ଅସ୍ୱାଭାବିକ ପାଣିପାଗ ଯୋଗୁଁ ଯେଉଁ ଗୁରୁତର ସମସ୍ୟା ଜୀବ ଜଗତ ଭୋଗିବାକୁ ଯାଉଛି ଏହି ପରିପେକ୍ଷିରେ ବ୍ୟାପକ ବୃକ୍ଷ ରୋପଣ, ଜୈବ ବିବିଧତା,ଜଳ ଓ ପ୍ରାକୃତିକ ସମ୍ପଦ ର ରକ୍ଷା ଅତ୍ୟଂତ ଜରୁରୀ ହୋଇପଡ଼ିଛି ବୋଲି ମତ ପ୍ରକାଶ ପାଇଥିଲା।ମୃଗ ବିହାର ପରିସରରେ ଅତିଥିଗଣ ବୃକ୍ଷ ରୋପଣ କରି ସଚେତନତା ସୃଷ୍ଟି କରିଥିଲେ।ବୈଠକ ରେ ଜିଲ୍ଲା ର ୪ ଜଣଙ୍କୁ "ପ୍ରକୃତିବନ୍ଧୁ " "୧୦,୦୦୦ ଟଙ୍କା ପୁରସ୍କାର ଏବଂ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। କୋଷାଗୁମୁଡ଼ା ବ୍ଲକ  ମୋଡେଇ ଗାଁର ଲିଙ୍ଗରାଜ ମିଶ୍ର , ପାପଡ଼ାହାଣ୍ଡି ବ୍ଲକ  ସେମଲା ର ବାବୁଲାଲ ହରିଜନ,ତେନ୍ତୁଳିଖୁଣ୍ଟି ବ୍ଲକ ଡେଙ୍ଗାଗୁଡ଼ା ର ମହେନ୍ଦ୍ର କୁମାର ନାୟକ, ଉମରକୋଟ ବ୍ଲକ ନୂଆ ଗୁଡା ର ବିମଳ କୁମାର ବାରାଇ ଏହି ପୁରଷ୍କାର ମୁଖ୍ୟ ଅତିଥି ଙ୍କ ଠାରୁ ଗ୍ରହଣ କରିଥିଲେ।ସେଭଳି ୬ ଟି ଅନୁଷ୍ଠାନ କୁ ପ୍ରକୃତି ମିତ୍ର ପୁରସ୍କାର ଓ ୨୦୦୦୦ ଟଙ୍କା ପୁରଷ୍କାର ରାଶି ପ୍ରଦାନ କରାଯାଇଥିଲା।ଉମରକୋଟ ର ଫକୀରମୋହନ ପାନ୍ଥଶାଳା,କୁସୁମପୂର ନେତାଜୀ ସୁବାଷ ବୋଷ ହାଇସ୍କୁଲ, ଡୋକ୍ରିଭଟା ବନ ସୁରକ୍ଷା ସମିତି, ଝାଲିଆଗୁଡା ବନ ସୁରକ୍ଷା ସମିତି, କୋଡ଼ିଗାଁ ଅରୋବିନ୍ଦୋ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର, ନୂଆଗଡ ସରସ୍ୱତୀ ଶିଶୁ ମନ୍ଦିର  ଏହି ପୁରଷ୍କାର ଲାଭ କରିଥିଲେ ।ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତର ବନ ସୁରକ୍ଷା ସମିତି ର କର୍ମକର୍ତ୍ତା,ବନ ବିଭାଗ ର ଅଧିକାରୀ, ଗଣ ମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like