-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ

05-Jun-2026



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଅଧୀନ ଋଣ୍ଡିମହୁଲ ଓ ଖୁଣ୍ଟିଗୋରା ପ୍ୟାକ୍ସ ରେ ରବି ଧାନ କ୍ରୟର ଶୁଭାରମ୍ଭ ହୋଇଛି  l  ଋଣ୍ଡିମହୁଲ ପ୍ୟାକ୍ସ ସଂପାଦକ ଲକ୍ଷ୍ମୀ ପ୍ରସାଦ ଦନ୍ତା ଙ୍କ ତତ୍ତ୍ଵାବଧାନରେ ପଲସାଗୋରା ଆରଏମସି ବଜାର ପ୍ରାଙ୍ଗଣଠାରେ ସଭାପତି ସୁଧୀର ଖଟୁଆ ଙ୍କ ଅଧକ୍ଷତାରେ ଋଣ୍ଡିମହୁଲ ପଂଚାୟତ ର ପୂର୍ବତନ ସରପଞ୍ଚ ରମଣୀ ରଞ୍ଜନ ପ୍ରଧାନ ଙ୍କ ଦ୍ଵାରା ଧାନ ମଣ୍ଡି ଉଦଘାଟିତ ହୋଇଯାଇଛି। ମଣ୍ଡି ର ନୋଡାଲ ଅଫିସର ତଥା ଋଣ୍ଡିମହୁଲ ପଂଚାୟତ ନିର୍ବାହୀ ଅଧିକାରୀ ଜ୍ଞାନରଞ୍ଜନ ମିଶ୍ର, ପ୍ୟାକ୍ସ ର ଡାଇରେକ୍ଟର ରାମ ହରି ପ୍ରଧାନ,ସନତ କୁମାର ବାରିକ,

ଲବକୁମାର ପ୍ରଧାନ, ଦେଶବନ୍ଧୁ ଖଟୁଆ, ଗିରିଶ ଦଳ ବେହେରା, ବିଜେପି ଯୁବ ନେତା ରଞ୍ଜନ କୁମାର ପଣ୍ଡା, ଆରଏମସି କର୍ମଚାରି ବିଷ୍ଣୁ ଚରଣ ପ୍ରଧାନ,ଚାଷୀ କିସାନ ପ୍ରଧାନ, ଅଜିତ ପ୍ରଧାନଙ୍କ ସମେତ ଶତାଧିକ ଚାଷୀ ଧାନ ମଣ୍ଡି ଉଦ୍ଘାଟନୀ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ l ପ୍ୟାକ୍ସ କର୍ମଚାରୀ କୃଷ୍ଣ ବଲ୍ଲଭ ବାରିକ, ମନୋଜ କୁମାର ଦନ୍ତା, ଗଣେଷ ମହାକୁଡ଼, ନରୋତ୍ତମ ଦନ୍ତା ପ୍ରମୁଖ ସହଯୋଗ କରିଥିଲେ l ସେହିପରି ଖୁଣ୍ଟିଗୋରା ପ୍ୟାକ୍ସରେ ସମ୍ପାଦକ ସନ୍ତୋଷ ରାଉତଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ସରପଞ୍ଚ ଧନଞ୍ଜୟ କାଲସେ ଧାନ କ୍ରୟ କାର୍ଯ୍ୟର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଉଡେର ଗୌନ୍ତିଆ ପିତାମ୍ବର ଭୋଇ, ପ୍ୟାକ୍ସ ସଭାପତି କାହ୍ନୁଚରଣ ରାଉତ, ସହ ସମ୍ପାଦକ ଯୁଧିଷ୍ଠିର ରଣା, ଆର୍‌ଏମ୍‌ସି କର୍ମଚାରୀ ଶଶି ରଣା, ଡିଇଓ ସମୀର ରାଉତ, ମିଲର୍ସ

କର୍ମଚାରୀ, ନିର୍ଦ୍ଦେଶକ, ଚାଷୀ ଓ ପ୍ୟାକ୍ସ କର୍ମଚାରୀମାନେ ଉପସ୍ଥିତ ଥିଲେ । ପେକ୍ସ କର୍ମଚାରୀ ରୋହନ ରଣା, ପ୍ରଶାନ୍ତ କୁମ୍ଭାର କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ l ସେହିପରି ଦପଲା ପ୍ରାଥମିକ କୃଷି ସମବାୟ ସମିତି ଠାରେ ସମ୍ପାଦକ ପ୍ରତାପ ପ୍ରଧାନଙ୍କ ତତ୍ଵାବଧାନରେ ପ୍ୟାକ୍ସ ର ସଭାପତି ଶୈଳେନ୍ଦ୍ର କୁମାର ବାରିକ ଧାନ ମଣ୍ଡି ଉଦଘାଟନ କରିଥିଲେ l ଚାଷୀ ରଶ୍ମି ରଞ୍ଜନ ବିଶି, ଲିଳିମା ପ୍ରଧାନ, ସଚି ପତି ପ୍ରଧାନ, ଲଳିତ କୁମାର ସାହୁ,ଯଜନା ପ୍ରଧାନ, ବେଦବ୍ୟାସ କର୍ଣ୍ଣ ଉପସ୍ଥିତ ଥିଲେ l ପ୍ୟାକ୍ସ କର୍ମ ଚାରି ପଦ୍ମନାଭ ମହାକୁଡ଼, ରମେଶ ପ୍ରଧାନ, ବିକ୍ରମ ଦେହୁରୀଆ, ବିକାଶ ସିଂ ଧାନ ମଣ୍ଡି ଉଦ୍ଘାଟନୀ କାର୍ଯ୍ୟ କ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like