-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ବନଖଣ୍ଡ ଆନୁକୂଲ୍ୟରେ ୫୪ତମ ବିଶ୍ୱ ପରିବେଶ ଦିବସ ପାଳିତ

06-Jun-2026



ବଲାଙ୍ଗୀର (ପ୍ରେରଣା ଖବର):  ଜୁନ୍ ୫ ବିଶ୍ୱ ପରିବେଶ ଦିବସ ଅବସରରେ ବଲାଙ୍ଗୀର ବନଖଣ୍ଡ ସମ୍ମିଳନୀ କକ୍ଷ ଠାରେ ବଲାଙ୍ଗୀର ବନଖଣ୍ଡ ଓ ପ୍ରଦୂଷଣ ବୋର୍ଡ, ବଲାଙ୍ଗୀରର ମିଳିତ ଅନୁକୂଳ୍ୟରେ ୫୪ତମ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବରେ ବଲାଙ୍ଗୀର ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଯୋଗ ଦେଇ  ଏ ବର୍ଷର ବିଷୟବସ୍ତୁ ଜଳବାୟୁ ଓ ଆମର ଭବିଷ୍ୟତ ପାଇଁ ପ୍ରକୃତି ଦ୍ୱାରା ଅନୁପ୍ରାଣିତ କାର୍ଯ୍ୟପନ୍ଥାର  ରୂପରେଖ ଉପରେ ଆଲୋକପାତ କରି ସମସ୍ତ ଜନସାଧାରଣଙ୍କୁ ଜଙ୍ଗଲ ଓ ପରିବେଶ ସୁରକ୍ଷା ପାଇଁ କାମ କରିବାକୁ ନିବେଦନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ  ବଲାଙ୍ଗୀର ବନଖଣ୍ଡ ଅଧିକାରୀ ଅଜିତ ବିଶି, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ଜି.ସି. ମଲ୍ଲିକ, ଓଡ଼ିଶା ପ୍ରଦୂଷଣ ବୋର୍ଡର କ୍ଷେତ୍ର ଅଧିକାରୀ ଶ୍ରୀମତୀ ବବିତା ସିଂହ ଏବଂ ରସରାଜ ଅଚ୍ୟୁତ ପୁରୋହିତ ପ୍ରମୁଖ ମଂଚାସୀନ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି ଅବସରରେ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ବ୍ଲକରୁ ୧୩ଜଣ ପ୍ରକୃତି ବନ୍ଧୁ ଓ ୧୨ଜଣ ପ୍ରକୃତି ମିତ୍ର ପୁରସ୍କରରେ ପୁରସ୍କୃତ ହୋଇଥିଲେ। ସେମାନଙ୍କୁ ମାନପତ୍ର ସହ ପ୍ରକୃତିବନ୍ଧୁ ପାଇଁ ୧ଠହଜାର ଟଙ୍କା ଓ ପ୍ରକୃତି ମିତ୍ର ପାଇଁ ୨ଠହଜାର ଟଙ୍କା ଅର୍ଥ ରାଶି ପ୍ରଦାନ କରାଯାଇଥିଲା। ଏହି ସଭାକୁ ଏସିଏଫ୍ ମାନସ ରଂଜନ ବେହେରା, ଶ୍ରୀମତୀ ସୁମନ ମାଝୀ, ବଲାଙ୍ଗୀର ରେଂଜର ନବୀନ କୁମାର ପଣ୍ଡା ଓ ଅର୍ଜୁନ ସାହୁ ପରିଚାଳନା କରିଥିଲେ। ଏହି ସଭାରେ ବଲାଙ୍ଗୀର ଜିଲ୍ଲାର ବହୁ ବୁଦ୍ଧିଜୀବୀ, ସଚେତନ ନାଗରିକ, ପରିବେଶ ପ୍ରେମୀ ଓ ସାମ୍ବାଦିକ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like