-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

*ସୋନପୁର ରେ ବିଶ୍ୱ ପରିବେଶ ଦିବସ ପାଳନ*- *ଜଙ୍ଗଲ ସୁରକ୍ଷା ଆମ ସମସ୍ତ ଙ୍କ ଦାୟିତ୍ୱ ଓ କର୍ତ୍ତଵ୍ୟ*- *ଜିଲ୍ଲାପାଳ*

07-Jun-2026



ସୋନପୁର,(ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ସ୍ଥାନୀୟ ବନଖଣ୍ଡ କାର୍ଯ୍ୟାଳୟ ସ୍ଥିତ ସଭାଗୃହ ଠାରେ ଆଜି ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଛି। ଜିଲ୍ଲା ବନଖଣ୍ଡ ଅଧିକାରୀ ଅଜିତ୍ ବିଶି ଙ୍କ ପୌରହିତ୍ୟ ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଳାପାଳ ଡ. ନୃପରାଜ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସାମାଜିକ କର୍ମୀ ଗୋବିନ୍ଦ ମହାରଣା ଏସିଏଫ୍ ଗିରିଧାରୀ ନାଗ, ଏସିଏଫ୍ ଅଭିନାଶ ବରିହା ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସର ରେ ( ଜଳବାୟୁ କାର୍ଯ୍ୟ) ଶୀର୍ଷକ ବିଷୟ ଉପରେ ଆଲୋଚନା କରାଯାଇଥିଲା । ପରିବେଶ କୁ ସୁସ୍ଥ ରଖିବା କୁ ହେଲେ ଜଙ୍ଗଲ ସୁରକ୍ଷା ସହ ବନ୍ୟଜନ୍ତୁ ଙ୍କ ସୁରକ୍ଷା ଅପରିହାର୍ୟ୍ଯ । ଏଣୁ ଜଙ୍ଗଲ ସୁରକ୍ଷା ସମସ୍ତ ଙ୍କ ନୈତିକ ଦାୟିତ୍ୱ ହେବା ଉଚିତ୍ ବୋଲି ଏହି ଅବସର ରେ ମତ ପ୍ରକାଶ ପାଇଥିଲା । ବିଷୟବସ୍ତୁ ବିଶେଷଜ୍ଞ ପ୍ରକାଶ ସାହୁ ସଭା ସଂଯୋଜନା କରିଥିବା ବେଳେ ଶେଷ ରେ ସୋନପୁର ରେଞ୍ଜର ସୁବାସ ଚନ୍ଦ୍ର ମହାପାତ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ । ଏହି ଅବସରରେ ବିନିକା ଫବସି ଗାଁ ର ଅଖୋଜ୍ କୁମାର ଶାଣ୍ଡ, ବୀରମହାରାଜପୁର ଗୋବିନ୍ଦପୁର ଗାଁ ର ପ୍ରଫୁଲ୍ଲ ସାହୁ, ଡୁଙ୍ଗୁରିପାଲି ବ୍ଲକ୍ ଗଜବନ୍ଦ ଗାଁ ର ଯୁଧିଷ୍ଟିର ରଣା, ସୋନପୁର ବ୍ଳକ କିର୍ତିପୂର୍ ଗାଁ ର ଗଜାନନ ସାଥୁଆ, ଉଲଣ୍ଡା ବ୍ଳକ ଖଜୁରିଆପାଲି ଗାଁ ର ସୁନୀତା ଗଉଡ ଓ ତରଭା ବ୍ଳକ ପୋଲବନ୍ଧ ଗାଁ ର ଗିରିଧାରୀ ଭୋଇ ପ୍ରମୁଖ ଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର ଦିଆଯାଇଥିଲା । ସେହିପରି ବୀରମହାରାଜପୁର ବ୍ଳକ ର ପିତାମହୁଲ ଗାଁ ର ସରକାରୀ ୟୁଜିଏଚସି ବିଦ୍ୟାଳୟ, ଡୁଙ୍ଗୁରିପାଲି ବ୍ଳକ ମାୟାବରାହା  ପଞ୍ଚାୟତ ହାଇସ୍କୁଲ୍ , ସୋନପୁର ବ୍ଳକ ବାଲପୂର୍ ନେତାଜୀ ପାଠାଗାର, ବିନିକା ବ୍ଲକ ବିଶାଲପାଲି ସରକାରି ୟୁ ପି ସ୍କୁଲ ଓ ତରଭା ମାହେଶ୍ୱରୀ କ୍ଲବ୍ କୁ ପ୍ରକୃତି ମିତ୍ର ପୁରଷ୍କାର ଦିଆଯାଇଥିଲା । ଏହି ଅବସର ରେ ଜିଲ୍ଲା ବନ ବିଭାଗ ର ସମସ୍ତ ରେଞ୍ଜର, ଫରେଷ୍ଟର୍ ଓ ଅନ୍ୟାନ୍ୟ କର୍ମଚାରୀ  ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା