-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

*ମାରୱାଡି ଯୁବା ମଞ୍ଚ ପକ୍ଷରୁ ବିଶ୍ୱ ରକ୍ତ ଦିଵସ ପାଳିତ*- *ରକ୍ତ ଦାନ ଶିବିର ରେ ୩୨ ୟୁନିଟ୍ ରକ୍ତ ସଂଗ୍ରହ*- *ଉତ୍ସଵ କୁ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ* -

07-Jun-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ମାରୱାଡି ଯୁବା ମଞ୍ଚ ସୋନପୁର ଜିଲ୍ଲା ଶାଖା ପକ୍ଷରୁ ସ୍ଥାନୀୟ ମାରୱାଡି ଧର୍ମଶାଳା ଠାରେ ବିଶ୍ଵ ରକ୍ତ ଦାନ ଦିଵସ ପାଳନ ସହିତ ଏକ ମେଗା ରକ୍ତ ଦାନ ଶିବିର ଅନୁଷ୍ଠିତ  ହୋଇ ଯାଇଛି l ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ଃ ନୃପ ରାଜ ସାହୁ ଯୋଗ ଦେଇ ଏହି ଉତ୍ସଵ ଓ ରକ୍ତ ଦାନ ଶିବିର କୁ ଶୁଭ ଉଦ୍ଘାଟନ କରି ଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ, ଏଡିଏମ ଅଞ୍ଜଳୀନା ପଧାନ, ଏଡିଏମ୍ଓ ଡ଼ାକ୍ତର ଦୁର୍ଗା ଦତ୍ତ ଦାଶ, ସୋନପୁର ବି ଡି ଓ ପ୍ରତୀକ କର, ଜିଲ୍ଲା ମାରୱାଡି ସମାଜ ସଭାପତି ଗୋପାଳ ପ୍ରାସାଦ ଭୂତ୍, ମାରୱାଡି ଯୁବା ମଞ୍ଚ ସଭାପତି ଅଙ୍କିତ ଅଗ୍ରୱାଲ, ସୁବର୍ଣ୍ଣପୁର ଜିଲ୍ଲା ର ଗୌରଵ OAS  କୃତି ଛାତ୍ର ନୀତେଶ ବାରିକ ଯୋଗ ଦେଇ ଯୁବା ମଞ୍ଚ ର ଏ ମହତ୍ କାର୍ଯ୍ୟ କୁ ପ୍ରଶଂଶା କରିଥିଲେ l   ମାରୱାଡି ମହିଳା ସମିତି ସଭାପତି ମୁନି ଭାଈ ଅଗ୍ରୱାଲ, ମହିଳା ସମିତି ସଂପାଦକ ମୀନା ଅଗ୍ରୱାଲ, ଯୁବା ମଞ୍ଚ ସଂମ୍ପାଦକ ସଂସ୍କାର ଅଗ୍ରୱାଲ, ମାରୱାଡି ଯୁବା ମଞ୍ଚ କନଭେନର ରଘୁ ନନ୍ଦନ ଅଗ୍ରୱାଲ, ମାରୱାଡି ଯୁବା ମଞ୍ଚ ର ଆଖି ଓ ସ୍ୱାସ୍ଥ୍ୟ ର ରାଜ୍ୟ କନ୍ଭେନର ମନୋଜ ଅଗ୍ରୱାଲ ଙ୍କ ପରାମର୍ଶ ରେ ଏହି କାର୍ଯ୍ଯ କ୍ରମ ଅନୁଷ୍ଟିତ ହୋଇଥିବା ବେଳେ ଯୁବା ମଞ୍ଚ ର ସଦସ୍ୟ ପ୍ରହଲ୍ଲାଦ ଅଗ୍ରୱାଲ, ନନ୍ଦଳାଲ ଅଗ୍ରୱାଲ, ମନୀଷ ଅଗ୍ରୱାଲ, ଚିନ୍ମୟ ଅଗ୍ରୱାଲ, ଅମିତ୍ ଅଗ୍ରୱାଲ, ଅଶୋକ ଭୂତ୍ , ଆନନ୍ଦ ଭୂତ୍, ଶେଖର ଭୂତ୍ , ଉମେଶ କମାଣି ଯୋଗ ଦେଇ ଏହି କାର୍ଯ୍ଯ କ୍ରମ ରେ ସହଯୋଗ କରିଥିଲେ l  ସୋନପୁର ର ଗୌରଵ OAS ୮ ନମ୍ବର ରେଙ୍କ ଛାତ୍ର ନୀତେଶ ବାରିକ, ଦେବାଳୟ ସେବା କ୍ଷେତ୍ରରେ ବୈକୁଣ୍ଠ ଶତପଥୀ, ସ୍ଵଚ୍ଛ ଭାରତ ସେବା କ୍ଷେତ୍ରରେ ସଭାପତି ସୟଦ ଅଲିମୁଲ ଇସଲାମ, ଓଏଏସ୍ ଛାତ୍ର ନିତେଶ ଙ୍କ ବଡ ବାପା ବିଜେପି ସଂଗଠକ ଆନନ୍ଦ ବାରିକ୍, ସାମ୍ୱାଦିକ ମୃତ୍ୟୁଞ୍ଜୟ ଶତପଥି, ମନୋରଞ୍ଜନ ତ୍ରିପାଠି, ମହାଦେବ ମଲ୍ଲିକ, ଓ ରାଜ କିଶୋର ତ୍ରିପାଠୀ ଙ୍କୁ ଏହି ଉତ୍ସଵ ରେ ଅତିଥି ଙ୍କ ଦ୍ଵାରା ସମ୍ବର୍ଧିତ କରାଯାଇଥିଲା l ରକ୍ତ କେନ୍ଦ୍ର (ଭଣ୍ଡାର)  ର ଡାକ୍ତର ଗୌରୀ ଶଙ୍କର ମେହେର, ଏଲ୍ ଟି ସୁଦାମ ବିଶ୍ଵାଳ, ଡାଟା ଅପରେଟର ଜଗତ ଦରୱାନ, ଏଟେଡେଣ୍ଟ ଯୁଧିଷ୍ଟିର ନାଏକ୍, ଏମଆର ଟଙ୍କଧର କୁଅଁର, ଡ଼ଫୋଡ଼ିଲ ପଧାନ, ସୁରଭି ଲେଙ୍କା ପ୍ରମୁଖ ସମସ୍ତ କର୍ମଚାରୀ ରକ୍ତ ସଂଗ୍ରହ ରେ ସହଯୋଗ କରିଥିଲେ l ଏହି ଶିବିର ରେ ୩୨ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା