-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପି.ଜି ଟପ୍ପର ରେବତୀ ସ୍ୱାଇଁ ସମ୍ବର୍ଦ୍ଧିତ: ସଫଳତା ପଛର କଠିନ ପରିଶ୍ରମକୁ ପ୍ରଶଂସା

07-Jun-2026



ବଲାଙ୍ଗୀର(ପ୍ରେରଣା ଖବର):  ସଫଳତା କେବଳ ପରିଶ୍ରମ ମାଗେ ଏବଂ ନିଷ୍ଠାପର ପରିଶ୍ରମ ହିଁ ଜଣଙ୍କୁ ଶୀଖରରେ ପହଞ୍ଚାଇଥାଏ। ଏହାର ଏକ ଜ୍ୱଳନ୍ତ ଉଦାହରଣ ହେଉଛନ୍ତି ବଲାଙ୍ଗୀରର ଝିଅ ରେବତୀ ସ୍ୱାଇଁ। ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ୨୦୨୬ ମସିହା ସ୍ନାତକୋତ୍ତର (PG) ପରୀକ୍ଷାରେ ସର୍ବୋଚ୍ଚ ସ୍ଥାନ ଅଧିକାର କରି ରେବତୀ ଜିଲ୍ଲା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି।
​ତାଙ୍କର ଏହି ଅସାଧାରଣ ସଫଳତା ପାଇଁ ସ୍ଥାନୀୟ 'ଫ୍ରେଣ୍ଡସ୍ କ୍ଲବ, ବଲାଙ୍ଗୀର' ପକ୍ଷରୁ ହୋଟେଲ ଏସ୍.ଜେ. ରେଜେନ୍ସିଠାରେ ଏକ ଭବ୍ୟ ସମ୍ବର୍ଦ୍ଧନା ସଭାର ଆୟୋଜନ କରାଯାଇଥିଲା।
​ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ପୌରପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ତୋଷ ବେହେରା  ଯୋଗଦେଇ

ଥିବା ବେଳେ କ୍ଳବର ଶୁଭେଛୁ ବରିଷ୍ଠ ସାମ୍ବାଦିକ ମନୋରଞ୍ଜନ ଯୋଶୀ ମଧ୍ୟ ଯୋଗଦେଇ ରେବତୀଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ।
​ଫ୍ରେଣ୍ଡସ୍ କ୍ଲବର ସଦସ୍ୟମାନେ କହିଛନ୍ତି ଯେ, କେବଳ ସମ୍ବର୍ଦ୍ଧନା ଦେବା ଆମର ଉଦ୍ଦେଶ୍ୟ ନୁହେଁ, ବରଂ ରେବତୀଙ୍କ ସ୍ୱପ୍ନକୁ ପୂରଣ କରିବା ଦିଗରେ ଆମେ ସବୁବେଳେ ତାଙ୍କ

ସାଥିରେ ରହିବୁ। କଠିନ ପରିଶ୍ରମୀ ଛାତ୍ରଛାତ୍ରୀଙ୍କୁ ଚିହ୍ନଟ କରି ସେମାନଙ୍କୁ ଆଗକୁ ବଢ଼ିବାରେ ପ୍ରୋତ୍ସାହିତ କରିବା ଆମ କ୍ଲବର ମୁଖ୍ୟ ଲକ୍ଷ୍ୟ ବୋଲି ସଂସ୍ଥା ପକ୍ଷରୁ କୁହାଯାଇଛି। ଏହି ସମ୍ବର୍ଦ୍ଧନା ସଭାରେ ଫ୍ରେଣ୍ଡସ କ୍ଳବ ର  ସଭାପତି ଲୋଟସ ଷଡ଼ଙ୍ଗୀ ସଭାପତିତ୍ୱ କରିଥିବା ବେଳେ ପବିତ୍ର ଖୁଣ୍ଟିଆ, ରଂଜିତ ବେହେରା, ମଧୁ ବନଛୋର, ଟିକୁ ପରିଛା,ଲକ୍ଷ୍ମୀ ସ୍ୱାଇଁ, ବଦ୍ରି ନାରାୟଣ ମିଶ୍ର,ସୋମନାଥ ମିଶ୍ର, ଗୋବିନ୍ଦ ଶତପଥି, ସଂଜୀବ ସାହୁ, ବିକାଶ ସା, ଦେବାଶିଷ ଦାସ, ତାପସ ମହାନ୍ତି, ପୃଥ୍ୱୀରାଜ ବରାଡ଼, ସନତ ତ୍ରିପାଠୀ, ସରୋଜ ସାହୁ, ମୁନାପାଳ,ସରୋଜ ପାଢ଼ୀ,କିଶୋର ଦଣ୍ଡସେନା ସହ ଶତାଧିକ ସଦସ୍ୟ ଉପସ୍ଥିତ ଥିବା ବେଳେ, ସମ୍ପାଦକ ଜଗନ୍ନାଥ ମିଶ୍ର ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like