-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଖେଳ

ଆନ୍ତଃ ଜିଲ୍ଲା ସିଏମ୍ ଟ୍ରଫି–୨୦୨୬ ଫୁଟବଲ୍ ଚାମ୍ପିୟନସିପ୍‌ରେ ବାଳକ ଓ ବାଳିକା ଉଭୟ ବର୍ଗରେ ବରଗଡ଼ ଜୋନ୍ ଚାମ୍ପିୟନ୍

07-Jun-2026



ବଲାଙ୍ଗିର(ପ୍ରେରଣା ଖବର):  ଆନ୍ତଃ ଜିଲ୍ଲା ୧୪ ବର୍ଷ ବାଳକ ଓ ବାଳିକା ସିଏମ୍ ଟ୍ରଫି–୨୦୨୬ ଦ୍ୱିତୀୟ ସଂସ୍କରଣର ଫୁଟବଲ୍ ଚାମ୍ପିୟନସିପ୍‌ର ଜୋନ୍ ଫାଇନାଲ୍ ଖେଳ ଗାନ୍ଧୀ ଷ୍ଟାଡିୟମ୍, ବଲାଙ୍ଗିରରେ ଆୟୋଜିତ ହୋଇଥିଲା । ସକାଳେ ହୋଇଥିବା ବାଳିକା ଫାଇନାଲ୍‌ ମ୍ୟାଚ୍ ରେ ବରଗଡ଼ ୨–୧ ଗୋଲରେ ଦେବଗଡ଼କୁ ପରାଜିତ କରି ଜୋନ୍ ଚାମ୍ପିୟନ୍ ହୋଇଛି। ଏହାକୁ ଓଡ଼ିଶା ଫୁଟବଲ୍ ଏସୋସିଏସନ୍ ଓ ଜିଲ୍ଲା କ୍ରୀଡ଼ା ସଂସଦର କାର୍ଯ୍ୟକାରୀ ସଭାପତି ଡ଼. ଶ୍ରୀକର ମିଶ୍ର ଅଧ୍ୟକ୍ଷତା କରିଥିଲେ।  ବଲାଙ୍ଗିର ପୌରଧ୍ୟକ୍ଷା ଲୀକା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖେଳାଳୀମାନଙ୍କୁ ଉତ୍ସାହିତ କରିଥିଲେ ଓ ଚାମ୍ପିୟନ୍ ଓ ଉପବିଜେତା ଦଳକୁ ଟ୍ରଫି ପ୍ରଦାନ କରିଥିଲେ। ବରେଣ୍ୟ ଅତିଥି ଭାବେ ବଲାଙ୍ଗିରର ଅତିରିକ୍ତ ଜିଲ୍ଲାପାଳ ଡ଼. ବିଜୟାନନ୍ଦ ସେଠୀ ମଂଚାସୀନ ଥିଲେ।
ସେହିପରି ଅପରାହ୍ନ ହୋଇଥିବା ବାଳକ ବର୍ଗ ଜୋନ୍ ଫାଇନାଲ୍‌ରେ ବରଗଡ଼ ୬–୦ ଗୋଲରେ ନୟାଗଡ଼କୁ ପରାଜିତ କରି ଜୋନ୍ ଚାମ୍ପିୟନ୍ ହୋଇଛି। ଏହାକୁ ଓଡ଼ିଶା

ଫୁଟବଲ୍ ଏସୋସିଏସନ୍ ଓ ଜିଲ୍ଲା କ୍ରୀଡ଼ା ସଂସଦ କାର୍ଯ୍ୟକାରୀ ସଭାପତି ଡ଼. ଶ୍ରୀକର ମିଶ୍ର ଅଧ୍ୟକ୍ଷତା କରିଥିଲେ। ଏଥିରେ ବଲାଙ୍ଗିର ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଡ଼. ବିଜୟାନନ୍ଦ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖେଳାଳୀମାନଙ୍କୁ ଉତ୍ସାହିତ କରି ଚାମ୍ପିୟନ୍ ଓ ଉପବିଜେତା ଦଳଙ୍କୁ ଟ୍ରଫି ପ୍ରଦାନ କରିଥିଲେ। ସମ୍ମାନୀତ ଅତିଥି ଭାବେ କ୍ରୀଡ଼ା ସଂସଦର ଆନ୍ତଃ ଜିଲ୍ଲା ସିଏମ୍ ଟ୍ରଫି–୨୦୨୬ ଫୁଟବଲ୍ ଚାମ୍ପିୟନସିପ୍‌ରେ ବାଳକ ଓ ବାଳିକା ଉଭୟ ବର୍ଗରେ ବରଗଡ଼ ଜୋନ୍ ଚାମ୍ପିୟନ୍  କୃଷ୍ଣଚନ୍ଦ୍ର ମିଶ୍ର, ଯୁଗ୍ମ ସଂପାଦକ ଶତୃଘ୍ନ ସିଂ, କୋଷାଧ୍ୟକ୍ଷ ହେମନ୍ତ କୁମାର ବେହେରା, ବଲାଙ୍ଗିର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର ମାଝୀ, ଜିଲ୍ଲା କ୍ରୀଡ଼ା ଅଧିକାରୀ ପରାସର ବାଗ, ବରିଷ୍ଠ ସଦସ୍ୟ ସୁଧୀର ଚନ୍ଦ୍ର ପଣ୍ଡା, ଫୁଟବଲ୍ ସଂପାଦକ ଶରତ କୁମାର ନନ୍ଦ, ଭଲିବଲ୍ ସଂପାଦକ ସଂଗ୍ରାମ କେଶରୀ ବହିଦାର, ବରିଷ୍ଠ ସଦସ୍ୟ ଡ଼. ସିଦ୍ଧେଶ୍ଵର ମିଶ୍ର ଓ ସଦସ୍ୟ କୈଳାସ ଚନ୍ଦ୍ର କର୍ତୀ ଯୋଗ ଦେଇଥିଲେ। ବାଳିକା ବର୍ଗ ଖେଳକୁ ସୀତା ମାରାଣ୍ଡି, ଶୁଭ୍ରଜିତ ସ୍ୱାଇଁ, ମାମା ସିଂ ଓ ପ୍ରିୟଙ୍କା ବିଶି ପରିଚାଳନା କରିଥିଲେ। ବାଳକ ବର୍ଗ ଖେଳକୁ ଜିତେନ୍ଦ୍ର ପାତ୍ର, ସୌରଭ ନାଏକ, ପପୁନ ବେହେରା ଓ ଗୌରହରି ପୁଟେଲ ପରିଚାଳନା କରିଥିଲେ। ଉଭୟ ଖେଳରେ ନବୀନ ନାଏକ ମ୍ୟାଚ୍ କମିଶନର ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like