-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଲୁହୁରେନ ପାଲି ଗାଁ ର ଲୋକଙ୍କ ସମସ୍ୟା ଶୁଣିଲେ ନରସିଂହ

08-Jun-2026



ବାର୍ଦ୍ଧକ୍ୟ ଭତ୍ତା ପାଇଁ ଅପେକ୍ଷାରେ ଅନେକ ବୃଦ୍ଧ ଓ ବୃଦ୍ଧା

ବଲାଙ୍ଗିର(ପ୍ରେରଣା ଖବର ): କୌଣସି ବି ସରକାର ଏକ ଆଦର୍ଶ ଜନମଙ୍ଗଳକାରିି ରାଷ୍ଟ୍ର ଗଠନ ଦିଗରେ ଆଗେଇବା ଦରକାର କିନ୍ତୁ ଦେଖାଦେଉଛି ବର୍ତ୍ତମାନର ସରକାରମାନେ କେବଳ ଶାସନ ରେ ତିଷ୍ଟି ରହିବା ପାଇଁ ଜନମଙ୍ଗଳ ତ ଦୁରର କଥା ଯେତେ ପ୍ରକାର ମିଥ୍ୟ ପ୍ରତିଶୃତି ହେଉ ସେ ସବୁ ଆଶ୍ରୟ ନେଇ ଲୋକଙ୍କୁ ତଳିତଳାନ୍ତ କରୁଛନ୍ତି । ଯେଉଁ ଗାଁ କୁ ଗଲେ ସେଠିି ମାଳ ମାଳ ଅଭିଯୋଗ । ତେଣୁ ବର୍ତ୍ତମାନର ଡବଲ ଇଞ୍ଜିନ ସରକାର ସମ୍ବେଦନଶିଳ ହୁଅନ୍ତୁ । ସହର ରୁ ଗାଁ ରେ ଅନେକ ସମସ୍ୟା ସେ ସବୁକୁ ଯତ୍ନବାନ ହୋଇ ଲୋକଙ୍କର ଅସୁବିଧା ଦୂର କରନ୍ତୁ ବୋଲି ଦେଓଗାଁ ବ୍ଲକ ଅନ୍ତର୍ଗତ ଉଡାର ପଂଚାୟତର ଲୁହୁରେନପାଲି ଠାରେ ଲୋକଙ୍କ ସମସ୍ୟା ବାବଦରେ ଆଲୋଚନା କରି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ନିଜ ପ୍ରତିକ୍ରିୟାରେ କହିଛନ୍ତି । ଲୋକଙ୍କ ସହିତ ସମସ୍ୟାକୁ ନେଇ ଆଲୋଚନା ରୁ ଜଣାପଡିଲା ଯେ ଲୁହୁରେନପାଲି ଗାଁ ରେ ପିଇବା ପାଣି ସମସ୍ୟା ଉତ୍କଟ ରୂପ ଧରିଛି । ଲୋକେ ପିଇବା ପାଣି ପାଇବା ପାଇଁ ଅନେକ ଦୂରକୁ ଯିବାକୁ ପଡୁଛି । ତେଣୁ ଶ୍ରୀ ମିଶ୍ର ତୁରନ୍ତ ଏଥିରେ ହସ୍ତକ୍ଷେପ କରି ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ର ଯନ୍ତ୍ରୀଙ୍କୁ ଫୋନ କରି ଦୁଇଟି ଟ୍ୟୁବୱେଲ ଖନନ ପାଇଁ ନିର୍ଦ୍ଦେଶ ଦେଇଥିଲେ । ଗାଁ ରେ ଥିବା ବିଜୁଳି ଖୁଣ୍ଟ ଗୁଡିକରେ ଲାଇଟ ଜଳୁନାହିଁ ସେ ସବୁର ଶିଘ୍ର ମରାମତି ପାଇଁ ବିଭାଗୀୟ ଯନ୍ତ୍ରୀଙ୍କ ସହ କଥା ହୋଇଥିଲେ । ଏହା ସହ କେନ୍ଦ୍ର ସରକାର ରୁ ଭତ୍ତା ପାଉଥିବା ହିତାଧିକାରୀମାନେ ଆଜକୁ ତିନିମାସ ହେବ ଭତ୍ତା ପାଇ ନାହାନ୍ତି । ଗୋଟିଏ ପଟେ ଦରଦାମ ହୁତ ହୁତ ହୋଇ ପଢୁଥିବା ବେଳେ ତିନିମାସ ଭତ୍ତା ନ ପାଇ ହିତାଧିକାରୀମାନେ ଘୋର ଅସୁବିଧାରେ କାଳତିପାତ କରୁଥିବାରୁ ଏଥି ପ୍ରତି ଜିଲ୍ଲା ପ୍ରଶାସନ ଶିଘ୍ର ଧ୍ୟାନ ଦେବେ ବୋଲି ଶ୍ରୀ ମିଶ୍ର କହିଛନ୍ତି । ଗାଁ ରେ ଅନେକ ଲୋକ ୬୦ ବର୍ଷ ରୁ ଉର୍ଦ୍ଧ୍ୱ ହୋଇଯାଇଥିଲେ ହେଁ ଆଜି ପର୍ଯ୍ୟନ୍ତ ସେମାନଙ୍କର ନାମ କାହିଁକି ଭତ୍ତା ହିତାଧିକାରି ଭାବେ ପ୍ରଶାସନ ପଞ୍ଜିକୃତ କରୁନାହିଁ ବୋଲି ଶ୍ରୀ ମିଶ୍ର ପ୍ରଶ୍ନ କରିଥିଲେ ଏବଂ ଗାଁ ରେ ଥିବା ବିକଳାଙ୍ଗମାନେ ରାଜ୍ୟ ସରକାର ଦେଉଥିବା ଭତ୍ତା ବ୍ଲକ ଅଫିସକୁ ଯାଇ ଆଣିବାକୁ ଅକ୍ଷମ ହେଉଥିବାରୁ ସେମାନଙ୍କୁ ପ୍ରଶାସନ ତାଙ୍କ ଘରକୁ ଯାଇ ଭତ୍ତା ପ୍ରଦାନ କରୁ ବୋଲି ଶ୍ରୀ ମିଶ୍ର କହିଛନ୍ତି ।  ଗାଁ ରେ ଥିବା

ଦଳିତ ଆଦିବାସୀ ରହୁଥିବା ପଡାରେ କୌଣସି ଡ୍ରେନେଜ ବ୍ୟବସ୍ଥା ନାହିଁ । ତେଣୁ ଲୋକେ ବ୍ୟବହାର କରୁଥିବା ପାଣି ଡ୍ରେନେଜ ହୋଇ ପାରୁନଥିବାରୁ ବହୁତ ଅସୁବିଧା ହେଉଛି । ତେଣୁ ବ୍ଲକ ପ୍ରଶାସନ ଯେତେ ଶିଘ୍ର ହେବ ସେଠାରେ ଡ୍ରେନେଜ ବ୍ୟବସ୍ଥା କରୁ ବୋଲି ଶ୍ରୀ ମିଶ୍ର ଦେଓଗାଁ ବ୍ଲକ ଅଧିକାରୀଙ୍କୁ ଅନୁରୋଧ କରିଛନ୍ତି । ଗ୍ରାମ୍ୟ ଜଳଯୋଗାଣ ବିଭାଗର ବିଭାଗୀୟ ଯନ୍ତ୍ରୀ ତଥା ବ୍ଲକ ଉନ୍ନୟନ ଅଧିକାରୀ ଏ ସବୁ ସମସ୍ୟା ଶିଘ୍ର ସମାଧାନ କରାଯିବ ବୋଲି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ରଙ୍କୁ ପ୍ରତିଶୃତି ଦେଇଛନ୍ତି । ଲୁହୁରେନପାଲି ଗାଁ ରେ ଏହି ଆଲୋଚନା ବେଳେ ବ୍ଲକ ଉପାଧ୍ୟକ୍ଷା ସୂର୍ଯ୍ୟକାନ୍ତି ଛତ୍ରିଆ, ବ୍ଲକ କଂଗ୍ରେସ ସଭାପତି ରାମଜୀ ଚୌଧୁରି, ପପୁ ପାତ୍ର, ଅଗ୍ନି ନନ୍ଦ, ବିକାଶ ବିଶ୍ୱାଲ, ଶୁଶାନ୍ତ ସାହୁ, ଗୋବର୍ଦ୍ଧନ ନନ୍ଦ, ଲିଟନ ହୋତା, ଜୟଲାଲ ନନ୍ଦ ଓ ଅସୀତ ମିଶ୍ର ଙ୍କ ସହିତ ଅନେକ ଗ୍ରାମବାସୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like