-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବଡ଼ଚଣା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

08-Jun-2026



ଯାଜପୁର(ପ୍ରଦୀପ କୁମାର ମଲ୍ଲିକ) : ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ବଡ଼ଚଣା ବ୍ଲକ୍ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି  ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ମୋଟ ୭୨ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୬ ଗୋଟି,  ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୧୬ ଗୋଟି ଅଭିଯୋଗର ଶୁଣାଣି  କରାଯାଇଥିଲା। ୧୬ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଉପ ଆରକ୍ଷୀ ଅଧିକ୍ଷକ, ଯାଜପୁର ରୋଡ,  ଅତିରିକ୍ତ ଜିଲ୍ଲାପାଳ, ଶ୍ରୀ ଯୁଧିଷ୍ଠିର ନାଏକ, ଜିଲ୍ଲା ପରିଷଦ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲମ୍ବୋଦର ଖୁଣ୍ଟିଆ,  ତହସିଲଦାର , ଦର୍ପଣ ଶ୍ରୀ ମାନସ କୁମାର ତ୍ରିପାଠୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

ଏହା ପରେ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ବଡ଼ଚଣା ବ୍ଲକ ଗସ୍ତ କରି ବଡ଼ଚଣା ପଞ୍ଚାୟତ ଅନ୍ତର୍ଗତ ପୁରାଣ ପ୍ରସିଦ୍ଧ ମାଳିଆ ପୋଖରୀ ଏବଂ ଏହାର ଆଖପାଖ ଅଞ୍ଚଳ ପରିଦର୍ଶନ କରିଥିଲେ। ପୋଖରୀ ମଧ୍ୟରେ ଅବସ୍ଥିତ ମନ୍ଦିରର ପୁନଃଉଦ୍ଧାର, ସୌନ୍ଦର୍ଯ୍ୟକରଣ ଓ ସମଗ୍ର ପାରିପାର୍ଶ୍ୱିକ ଅଞ୍ଚଳର ଉନ୍ନତି ସମ୍ପର୍କରେ ସେ ମାନ୍ୟବର ବଡ଼ଚଣା ବିଧାୟକ ଶ୍ରୀ ଅମର କୁମାର ନାୟକଙ୍କ ଉପସ୍ଥିତିରେ ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଏହି ପରିଦର୍ଶନ ସମୟରେ ପୋଖରୀ ଓ ମନ୍ଦିର ପରିସରକୁ ଏକ ଆକର୍ଷଣୀୟ ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ ଭାବେ ବିକଶିତ କରିବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ ଉପରେ ଗୁରୁତ୍ୱାରୋପ କରାଯାଇଥିଲା।

ଏହି ଗସ୍ତ ଅବସରରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ, ତହସିଲଦାର, ଦର୍ପଣଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଏବଂ ବହୁ ବୁଦ୍ଧିଜୀବୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like