-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ବରଗଡ଼ ଏସ.ପିଙ୍କ ଅଧ୍ୟକ୍ଷତା ରେ ବୈଠକ ।

09-Jun-2026



ବରପାଲି,(ସୁଦାମ ଦୀପ)
ବରପାଲି ର ଶୀତଳ ଷଷ୍ଠୀ ଯାତ୍ରା କିପରି ଶାନ୍ତି ଶୃଙ୍ଖଳା ର ସହ ହେବ ସେ ନେଇ ଆଜି ଏକ ବୈଠକ ଅନୁଷ୍ଠିତ ହୋଇଛି ।
ବରପାଲି ପୋଲିସ ଥାନା ରେ ଅନୁଷ୍ଠିତ ଏହି ବୈଠକ ରେ ବରଗଡ଼ ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ରବୀନ୍ଦ୍ର ନାଥ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ ରେ ଆସନ୍ତା ୧୫ ତାରିଖ ରୁ ୨୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ଯାତ୍ରା କିପରି ସୁରୁଖୁରୁ ରେ ଅନୁଷ୍ଠିତ ହେବ ସେ ନେଇ ବିଭିନ୍ନ ଦିଗ ଉପରେ ଆଲେଚନା କରାଯାଇଥିଲା । ବିଶେଷ କରି ଯାତ୍ରା ସମୟରେ ଟ୍ରାଫିକ ନିୟନ୍ତ୍ରଣ,  ଶୋଭାଯାତ୍ରା ଓ ମୀନା ବଜାର ଆଦି ଜନ ଗହଳି ସ୍ଥାନ ରେ ବ୍ୟାପକ ପୋଲିସ ମୁତୟନ, ସହର ମଧ୍ୟ ଦେଇ ଭାରି ଯାନ ଚଳାଚଳ ଉପରେ କଟକଣା, ଅସାମାଜିକ ତତ୍ତ୍ୱ ଙ୍କୁ ସାବାଡ଼ କରିବା ପାଇଁ ପୋଲିସ ମୁତୟନ, ସହର ରେ ଚୋରା ମଦ ବିକ୍ରି କୁ ସମ୍ପୂର୍ଣ ବନ୍ଦ ରଖିବା ନେଇ ଆଲୋଚନା ହୋଇଥିଲା। ଏହା ସହିତ ଯାତ୍ରା ସମୟରେ  ଅପରାଧ ନିୟନ୍ତ୍ରଣ ପାଇଁ ସିସି କ୍ୟାମେରା ଲଗାଇବା ପାଇଁ ଦାବୀ ହୋଇଥିଲା । ଆଜିର ଏହି ବୈଠକ ରେ ବରଗଡ଼ ଏସ ଡି ପି ଓ ପଦାରବିନ୍ଦ୍ ତ୍ରିପାଠୀ, ତହସିଲଦାର  ରୁକ୍ମଣ ମେହେର,  ବିଡିଓ ସୁମନ୍ତ କୁମ୍ଭାର, ଏନ୍.ଏ.ସି(EO)  ଭୁବନ କୁମାର ଶତପଥୀ, ଆଇ ଆଇସି  ପ୍ରମୋଦ କୁମାର ସାହୁ, ସହିତ ଷଷ୍ଠୀ ଯାତ୍ରା କମିଟିର ସଭାପତି ଓ କର୍ମ କର୍ତ୍ତା, ପାର୍ବତୀ ବିବାହ ମହୋତ୍ସବ କମିଟି ର ସଭାପତି ଓ କର୍ମ କର୍ତ୍ତା ଉପସ୍ଥିତ ରହି ଆଲୋଚନା ରେ ଭାଗ ନେଇଥିଲେ । ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଯାତ୍ରା ର ସୁପରିଚାଳନା ପାଇଁ ସମସ୍ତ ଙ୍କ ସହଯୋଗ କାମନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like