-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

ଟ୍ରକ ଚକା ତଳେ ଜୀବନ ଗଲା ♦️ସ୍କୁଟି ରେ ଯାଉଥିବା ମା ଝିଅ ଟ୍ରକ ଚକା ତଳେ ଚାପି ହୋଇ ମୃତ, ଘଟଣାସ୍ଥଳ ରେ ଶୋକାକୁଳ ପରିବେଶ

09-Jun-2026



ବଲାଙ୍ଗୀର (ପ୍ରେରଣା ଖବର) : ଟ୍ରକ ଧକ୍କାରେ ମା ଝିଅ ଙ୍କ ଘଟଣାସ୍ଥଳରେ ହିଁ ଜୀବନ ଚାଲି ଗଲା। ବନ୍ଧ ଜଳାଶୟ ଗୁଡିକର ମାଟି କୋଡା ଯାଇ ଟ୍ରକ ଯୋଗେ  ଅନ୍ୟତ୍ର ସ୍ଥାନାନ୍ତରଣ କରାଯାଉଛି।  ରାସ୍ତାରେ ମାଟି ପକାଇ ଏହି ଟ୍ରକ ସବୁ ଯାଉଛି ଏଥି ଯୋଗୁଁ ଧୂଳି ପ୍ରଦୂଷଣ ହେବା ସହ ପାଣି ପଡି ରାସ୍ତା କାଦୁଅ ପଚପଚ ହେଉଛି।  ଏପରି କାଦୁଅ ପଚପଚ ରାସ୍ତାରେ ଅସାବଧାନତାବଶତଃ ଆଜି ଦୁଇ ଜଣଙ୍କ ଜୀବନ ଚାଲି ଯାଇଛି। ଏପରି କିଛି ଦୁଃଖଦ ଘଟଣା ଘଟିଛି ବଲାଙ୍ଗୀର ସହରରେ। ଆଜି ସକାଳ ପ୍ରାୟ ୬ ଟା ୩୦ ମିନିଟି ସମୟରେ ତାଲପାଲି ପଡ଼ାର ମାଆ ସୁନୀତା ନାଗ ଓ ଝିଅ  ସୃତି ନାଗ ତାଙ୍କ ସ୍କୁଟିରେ ଯାଉ ଥିବା ବେଳେ ଗାନ୍ଧୀନଗର ପଡା ପିଚୁ ହୋଟେଲ ଆଗରେ ତାଙ୍କୁ ଏକ ଟ୍ରକ୍ ମାଡ଼ି ଯିବାରୁ ମାଆ ଝିଅ ଦୁହେଁ ଟ୍ରକ ଚକା ତଳେ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି।ଘଟଣାସ୍ଥଳ ରୁ ଟ୍ରକ ଚାଳକ ଫେରାର ମାରିଛି। ବ୍ୟସ୍ତବହୁଳ ବଲାଙ୍ଗୀର ସମ୍ବଲପୁର ରାସ୍ତା(ଏନ୍ ଏଚ୍ ୨୬)ର ଗାନ୍ଧୀ ନଗର ପଡା ଠାରେ ଏପରି ଘଟଣା ଘଟିଛି ଯାହା ସମସ୍ତଙ୍କୁ ମର୍ମାହତ କରିଛି। ବଲାଙ୍ଗୀର ମୁନିସିପାଲିଟି ଜଳାଶୟ ଗୁଡିକର ପଙ୍କୋଦ୍ଧାର ନାଁ ରେ ରାସ୍ତାକୁ ମାଟି କାଦୁଅରେ ଭର୍ତି କରିଦେବା  ଯୋଗୁଁ ଗତ କିଛି ଦିନ ହେଲା ବଲାଙ୍ଗୀରବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଜଳାଶୟ ଗୁଡିକର ପୁନଃରୁଦ୍ଧାର ହେଉ କିନ୍ତୁ ତା ସଂଗେ ସଂଗେ ପ୍ରଦୂଷଣ ଓ ଲୋକଙ୍କ ଜୀବନ ଜୀବିକା ପ୍ରତି ମଧ୍ୟ ଦୃଷ୍ଟି ଦେବା ପ୍ରଶାସନର ଦାୟିତ୍ୱ ଅଟେ।  ବଲାଙ୍ଗୀର ମୁନିସିପାଲିଟି ଓ ଜିଲ୍ଲା ପ୍ରଶାସନ ର ବେପରୁଆ ମନୋଭାବ ଯୋଗୁଁ ଆଜି ଦୁଇ ଜଣ ନିରୀହଙ୍କ ଜୀଵନ ଚାଲିଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like