-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

*ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*

09-Jun-2026



ବିନିକା(ହିମାଂଶୁ ଶେଖର ପୁଟେଲ) ସୁବର୍ଣ୍ଣପୁର ଜିଲ୍ଲା ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜର ଛାତ୍ର ସତ୍ୟନାରାୟଣ ଭୁଏ ଚଳିତ ୨୦୨୬ ଶିକ୍ଷାବର୍ଷ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଦ୍ୱାରା ଶୁକ୍ରବାର ପ୍ରକାଶିତ ସ୍ନାତକ ପରୀକ୍ଷା ଫଳରେ ଶିକ୍ଷା ସମ୍ମାନରେ ୮.୬୯ ସିଜିପିଏ ହାସଲ କରି ବିଶ୍ୱବିଦ୍ୟାଳୟ ଟପ୍ପର ହୋଇଛନ୍ତି। ତାଙ୍କର ଏହି ସଫଳତା କଲେଜ ସହ ବିନିକା ଅଞ୍ଚଳ ପାଇଁ ଗୌରବ ଆଣିଛି।ଅନୁସୂଚିତ ଜନଜାତି ସମ୍ପ୍ରଦାୟର ସତ୍ୟନାରାୟଣଙ୍କ ବାପା ବରୁଣ ଭୁଏ ଜଣେ କୃଷକ। ଆର୍ଥିକ ସଂଘର୍ଷ ଭିତରେ ବି ସେ ପାଠପଢା ଜାରି ରଖି ଏହି ସଫଳତା ପାହାଚ ହାସଲ କରିଛନ୍ତି। ଭବିଷ୍ୟତରେ ସେ ଜଣେ ଅଧ୍ୟାପକ ହେବାର ଲକ୍ଷ୍ୟନେଇ ପାଠ ପଢା ଆରମ୍ଭ କରିଥିଲେ lତାଙ୍କ ସଫଳତା ପଛରେ ଶିକ୍ଷା ବିଭାଗୀୟ ମୁଖ୍ୟ ଅଧ୍ୟାପିକା ବିଘ୍ନେଶ୍ୱରୀ ପୂଜାରୀଙ୍କ ନିରନ୍ତର ମାର୍ଗଦର୍ଶନ ରହିଛି ବୋଲି ପ୍ରକାଶ କରିଛନ୍ତି ।ସେହିପରି  ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଧୀରେନ୍ଦ୍ର କୁମାର ନାୟକ, ସମସ୍ତ ଅଧ୍ୟାପକ-ଅଧ୍ୟାପିକାଙ୍କ ସହ ନିଜ ପରିବାର ବର୍ଗଙ୍କୁ ଏହି ସଫଳତାର ସହଯୋଗ ଯୋଗୁଁ ଆଜି ମୁଁ ନିଜକୁ ଗର୍ବିତ ମନେ କରୁଛି ବୋଲି କହିଛନ୍ତି  l “ବିଶ୍ୱବିଦ୍ୟାଳୟ ସ୍ତରରେ ଟପ୍ପର ହେବା ସହଜ ନୁହେଁ। କଠିନ ପରିଶ୍ରମ ଓ ଗୁରୁଜନଙ୍କ ମାର୍ଗଦର୍ଶନରେ ନିୟମିତ ପାଠ ପଢ଼ିଲେ ନିଶ୍ଚିତ ସଫଳତା ମିଳେ”, ବୋଲି ସତ୍ୟନାରାୟଣ ପ୍ରତିକ୍ରିୟାରେ କହିଛନ୍ତି।ସତ୍ୟନାରାୟଣଙ୍କ ଏହି ଉଲ୍ଲେଖନୀୟ ସଫଳତା ପାଇଁ କଲେଜ ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି ଅଧ୍ୟକ୍ଷ ଡ଼କ୍ଟର ଧୀରନ୍ଦ୍ର ନାୟକ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like