-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ଜିଲ୍ଲା

ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ

10-Jun-2026



(ଡୋଲେଶ୍ୱର  ବାଗ )
ନୂଆପଡ଼ା ଜିଲ୍ଲାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ (ଓଏଲଏମ)ର ଜିଲ୍ଲାସ୍ତରୀୟ ସମୀକ୍ଷା ଓ ଯୋଜନା ବୈଠକ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ସୋମବାର ଜିଲ୍ଲା ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।ବୈଠକରେ ସ୍ୱୟଂ ସହାୟକ ଗୋଷ୍ଠୀ (SHG), କ୍ଲଷ୍ଟର ଲେଭେଲ ଫେଡେରେସନ (CLF), ଲକ୍ଷପତି ଦିଦି ସୃଷ୍ଟି, ବ୍ୟାଙ୍କ ଲିଙ୍କେଜ୍, ବ୍ୟକ୍ତିଗତ ଉଦ୍ୟୋଗ ଋଣ, ମିଶନ ଶକ୍ତି ରିଟେଲ ମାର୍ଟ, ପ୍ରବାସୀ ଶ୍ରମିକ ପରିବାର ସହାୟତା ଏବଂ ଗ୍ରାମୀଣ ଜୀବିକା କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କରାଯାଇଥିଲା।ଜିଲ୍ଲାପାଳ ଜିଲ୍ଲାର ପାଞ୍ଚଟି ବ୍ଲକରୁ ଅତି କମରେ ୧୦୦ ଜଣ ‘ମହାଲକ୍ଷପତି ଦିଦି’  ସୃଷ୍ଟି କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରି ଏଥିପାଇଁ ସ୍ୱତନ୍ତ୍ର କାର୍ଯ୍ୟଯୋଜନା ପ୍ରସ୍ତୁତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପ୍ରତ୍ୟେକ ବ୍ଲକର ଲକ୍ଷପତି ଦିଦିମାନଙ୍କ ସଫଳତାର ପ୍ରୋଫାଇଲ ପ୍ରସ୍ତୁତ କରିଛନ୍ତି। ଜିଲ୍ଲାର ୯,୨୬୯ଟି ସକ୍ରିୟ ସ୍ୱୟଂ ସହାୟକ ଗୋଷ୍ଠୀ ମଧ୍ୟରୁ ୯୮ ପ୍ରତିଶତର ପ୍ରୋଫାଇଲ ଅପଡେଟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ୨୪,୯୪୫ ଜଣ ଲକ୍ଷ ପତି ଦିଦି ସୃଷ୍ଟି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like