-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||     

HOME   ଜିଲ୍ଲା

ଏଡ଼ଭୋକେଟ୍ ଙ୍କ ସ୍କୁଟିକୁ ଧକ୍କା ଦେଲା ମହିନ୍ଦ୍ରା ପିକ୍ ଅଫ୍ ଭେନ୍ ♦️ଅଳ୍ପକେ ବର୍ତିଲେ ଏଡ଼ଭୋକେଟ୍

10-Jun-2026



ବଲାଙ୍ଗୀର (ପ୍ରେରଣା ଖବର):  ଆଜି ସ୍ଥାନୀୟ କ୍ଲବ ପଡା ସ୍ଥିତ ସୁରୁଚି ବଜାର ନିକଟ ବୁଲାଣି ଠାରେ ଦ୍ରୁତ ଗତିରେ ଆସୁଥିବା ଏକ ମହିନ୍ଦ୍ରା ପିକ ଅଫ ଭେନ(OD17Z0495) ସାମ୍ନା ପଟୁ ଆସୁଥିବା ଗୋଟିଏ ସ୍କୁଟି କୁ ଧକ୍କା ଦେଇଥିଲା। ଡ୍ରାଇଭରର ବେପରୁଆ ଗାଡି ଚାଲଣା  ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ପ୍ରତ୍ୟକ୍ଷଦର୍ଶୀ ମାନେ କହିଛନ୍ତି। ତେବେ ସ୍କୁଟି ଚାଳକ ବଲାଙ୍ଗୀରର ଏଡ଼ଭୋକେଟ କୃଷ୍ଣ କିଶୋର ଆଚାର୍ଯ୍ୟ ସୌଭାଗ୍ୟବଶତଃ ଏହି ଦୁର୍ଘଟଣାରୁ  ଅଳ୍ପକେ ବର୍ତି ଯାଇଛନ୍ତି। 

 

ଆଡ଼ଭୋକେଟ ଶ୍ରୀ ଆଚାର୍ଯ୍ୟ ସାମାନ୍ୟ ଆହତ ହୋଇଛନ୍ତି। ମହିନ୍ଦ୍ରା ପିକ ଅଫ୍ ଭେନ୍ ଟି  ସ୍କୁଟି କୁ ୩୦ମିଟର୍ ପର୍ଯ୍ୟନ୍ତ ଘୋଷରି ନେଇଯାଇଥିଲା।ଦୁର୍ଘଟଣାରେ ସ୍କୁଟି ର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଦୁର୍ଘଟଣା ଘଟାଇ ଥିବା ଡ୍ରାଇଭର କୁ ସ୍ଥାନୀୟ  ଉତ୍ୟକ୍ତ ଲୋକେ ଉତ୍ତମ ମାଧ୍ୟମ ଦେବା ପରେ ପୋଲିସରେ

ଜିମା ଦେଇଛନ୍ତି। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ଡ୍ରାଇଭର ଜଣକ ବିନା ଡ୍ରାଇଭିଂ ଲାଇସେନ୍ସରେ ଗାଡି ଚଳାଉଥିଲା।

ବେପରୁଆ ଗାଡି ଚାଲଣା ଯୋଗୁଁ ଗତକାଲି ବଲାଙ୍ଗୀର ସହରରେ ମା' ଝିଅ ଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଆଜି ଏପରି କିଛି ଘଟଣା ପରେ ରାସ୍ତାରେ ଯାଉଥିବା ଲୋକେ ନିଜ ଜୀବନକୁ ଆଉ ସୁରକ୍ଷିତ ମଣୁ ନାହାନ୍ତି। ଲୋକଙ୍କ ଜୀବନ ସହ ଖେଳ ଖେଳୁଥିବା ଏପରି ଗାଡି ଚଳକଙ୍କ ପାଇଁ କଡା କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପ୍ରଶାସନ ନିକଟରେ ଦାବି କରଯାଇଛି।

 


News Comment




Photo in News

Advertisment
Lastest News
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026

You Might Also Like