-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ସମାଜସେବୀ ଶ୍ରୀଧର ସାହୁ ଙ୍କୁ ନର୍ଲା ପ୍ରେସ ଆଶ୍ସୋସିଏସନ ଦ୍ୱାରା ସମ୍ମାନିତ

10-Jun-2026



(ଚିନ୍ତାମଣି  ନାଏକ )
ନର୍ଲା ପ୍ରେସ ଏସୋଶିଏଶନ ର ଏକ ଗୁରୁତ୍ବପୁର୍ଣ ବୈଠକ ନର୍ଲା ପ୍ରେସ ଏସୋଶିଏଶନ ସଭାପତି ଶ୍ରୀଯୁକ୍ତ ଚିନ୍ତାମଣି ନାୟକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ହୋଇ ଥିଲା ।  ଆଜିର ଏହି ବୈଠକ ରେ  କଳାହାଣ୍ଡି ଜିଲ୍ଲା ର ଜଣେ ସମାଜସେବୀ ରୂପରେ ଜିଲ୍ଲା ଏବଂ ଜିଲ୍ଲା ବାହାରୁ ଅନେକ ପ୍ରତିଷ୍ଠିତ ଅନୁଷ୍ଠାନ ରୁ ସମ୍ମାନିତ  ହୋଇ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା କେଗାଁ ଥାନା ଅନ୍ତର୍ଗତ ବୋର୍ଡ।  ଗ୍ରାମର ଶ୍ରୀଯୁକ୍ତ  ନିରାକାର ସାହୁଙ୍କ ସୁପୁତ୍ର ଶ୍ରୀଯୁକ୍ତ ଶ୍ରୀଧର ସାହୁ ଙ୍କୁ  ନର୍ଲା  ପ୍ରେସ ଏସୋଶିୟେଶନ ରେ ଉପଦେଷ୍ଟା /advisor ରୂପରେ ନର୍ଲା  ପ୍ରେସର ସମସ୍ତ ସଦସ୍ୟଙ୍କ ସର୍ବସମ୍ମତି  କ୍ରମେ ଶ୍ରୀଯୁକ୍ତ ସାହୁଙ୍କୁ ମନୋନୀତ  କରାଯାଇଥିଲା । ଶ୍ରୀଯୁକ୍ତ ଶ୍ରୀଧର ସାହୁ କଳାହାଣ୍ଡି @ନର୍ଲା ପ୍ରେସ ଏସୋଶିଏଶନ ( NARLA PRESS ASSOCIATION) ର ସ୍ଥାୟୀ ଉପଦେଷ୍ଟା (advisor) ରୂପରେ ସଂଘରେ ଆଜି ଯୋଗଦାନ କଲେ ।  ତାଙ୍କର ଦୂରଦୃଷ୍ଟି ଏବଂ  ପରାମର୍ଶରେ ସଂଘ ଆହୁରି ଆଗକୁ ଯିବ ବୋଲି  ଆଶା  ଓ ବିଶ୍ବାସ ।  ଶ୍ରୀଯୁକ୍ତ ସାହୁଙ୍କୁ ନର୍ଲା ପ୍ରେସ ଏସୋଶିଏଶନ ର ସମସ୍ତ ସଦସ୍ୟ ଙ୍କ ତରଫ ରୁ ସ୍ବାଗତ ଏବଂ ଅଭ୍ୟର୍ଥନା ଜ୍ଞାପନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like