-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ଦୁର୍ଘଟଣାରେ ମାଁ ଝିଅ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରଙ୍କୁ ଭେଟିଲେ ନରସିଂହ♦️ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସାହାଯ୍ୟ ପାଇଁ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ କଲେ ଅନୁରୋଧ

10-Jun-2026



ବଲାଙ୍ଗିର(ପ୍ରେରଣା ଖବର):  ଗାନ୍ଧୀନଗରପଡା ମୁଖ୍ୟ ରାସ୍ତାରେ ଗତକାଲି ଘଟିଯାଇଥିବା ହୃଦୟ ବିଦାରକ ଦୁର୍ଘଟଣାରେ ମାଁ ଝିଅ ଦୁଇ ଜଣଙ୍କର ମୃତ୍ୟୁ ହୋଇଯାଇଥିଲା । ଖବର ମୁତାବକ ପୌର ପରିଷଦ ତରଫରୁ ପୋଖରୀ ପୁନରୁଦ୍ଧାର ପାଇଁ ମାଟି ଉଠା କାମ ଯୋଗୁଁ ସହର ଅନେକ ରାସ୍ତାରେ କାଦୁଅ ମାଟିପଡି ରାସ୍ତା ପିଚିପିଚି ହୋଇଯାଇଥିବାରୁ ସ୍କୁଟିରେ ଯାଉଥିବା ମାଁ ଝିଅ ଏକ ଟ୍ରକ ସହ ବାଡେଇ ହୋଇ ଏହି ଦୁର୍ଘଟଣା ଘଟିଯାଇଛି । ଆଜିି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ମୃତକଙ୍କ ଡୁଙ୍ଗୁରିପଡା ସ୍ଥିତ ବାସଭବନକୁ ଯାଇ ପରିବାର ବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି । ତା ସହ ପରିବାର ବର୍ଗ ସହ ଆଲୋଚନା କରି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ସୁନିତା ନାଗ ଓ ତାଙ୍କ ଝିଅ ସୁଷମା ନାଗ ଙ୍କ ଦୁର୍ଘଟଣା ଜନିତ ମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଆର୍ଥିକ ସହାୟତା ରାଶି ପାଇଁ ସେ ନିଜେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ମାଧ୍ୟମରେ ଅନୁରୋଧ କରିଛନ୍ତି । ତା ସହ ନିଜ ପ୍ରତିକ୍ରିୟାରେ ଶ୍ରୀ ମିଶ୍ର ଏହା ମଧ୍ୟ କହିଛନ୍ତି ଯେ ଏପରି ଦୁର୍ଘଟଣାରୁ ଅନେକ କିଛି ଶିକ୍ଷା ଗ୍ରହଣ କରିବାର ଅଛି । ପୌର ପରିଷଦର ବେପରୁଆ ମନୋଭାବ ଯୋଗୁଁ ଆଜି ଦୁଇ ଦୁଇଟି ବହୁ ମୁଲ୍ୟ ଜିବନ ଚାଲି ଯାଇଛି । ତେଣୁ ଏ ଘଟଣାରେ ପୌର ପରିଷଦ ମୁଖ୍ୟତଃ ଦାୟୀ ବୋଲି ଶ୍ରୀ ମିଶ୍ର କହିଛନ୍ତି । ଏଥିରେ ବଲାଙ୍ଗିର ର ସମସ୍ତ ଜନସାଧାରଣ ମୃତକଙ୍କ ପରିବାର ସହ ଅଛନ୍ତି ବୋଲି ଶ୍ରୀ ମିଶ୍ର କହିବା ସହ ମୃତକଙ୍କ ସ୍ୱାମୀ ଓ ପୁଅ ଯେମିତି ସରକାର ଏବଂ ବୀମା କଂପାନୀ ଠାରୁ ଉଚିତ ଓ ପର୍ଯାପ୍ତ ପରିମାଣରେ ସହାୟତା ରାଶି ପାଇପାରିବେ ସେ ଦିଗରେ ସେ ଉଦ୍ୟମ କରିବେ ବୋଲି କହିଥିଲେ । ଆଜି ଶ୍ରୀ ମିଶ୍ରଙ୍କ ସହ ନଗର କଂଗ୍ରେସ ସଭାପତି ବୁଲୁ ଦାନୀ, ଆରତିପ୍ରୀତି ନାଗ, ଦିପକ ନାଗ, ଉପେନ ଦିପ, ଜୁଲୁ ପଟ୍ଟନାୟକ, ବଜରଂଗ ବନଛୋର,ବିଦୁ କୁ୍‌ମ୍ଭାର, ଜ୍ୟୋତି ରଂଜନ ନାଗ,  ଙ୍କ ସମେତ ଅନେକପଡାବାସୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like