-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||      *ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   (11-Jul-2026)       ||     

HOME   ଜିଲ୍ଲା

ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ

10-Jun-2026



ଯୋଗୀସର୍ଡ଼l ଶୈବପୀଠ କୁ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ

ଲୋଇସିଂହା, (ବିନୋଦ ଦୀପ)ଆଜି ଲୋଇସିଂହା ବ୍ଲକ ଅନ୍ତର୍ଗତ ଯୋଗୀସର୍ଡ଼l ଶୈବପୀଠ କୁ ଓଡିଶା ସରକାର ଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଗସ୍ତ କରିଥିଲେ l ଏହି ପରିପ୍ରେକ୍ଷୀରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ସର୍ବ ପୁରାତନ ଶୈବପୀଠ ରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ 108 ଆଳତି ଦୀପ ପ୍ରଜ୍ବଳନ କରିଥିଲେ l ସହଯୋଗ କରିଥିଲେ ମନ୍ଦିର ପୂଜକ ମାନସ ଥାନାପତି l ଏହାସହ ଭାରତ ବର୍ଷ ର ଗଣତନ୍ତ୍ର ଇତିହାସ ରେ ନିର୍ବାଚିତ ପ୍ରତିନିଧି ହିସାବରେ ପ୍ରଧାନମନ୍ତ୍ରୀ ଙ୍କ ଅଫିସ କାର୍ଯ୍ୟାଳୟ ରେ ଦୀର୍ଘଦିନ ହେବ ରେକର୍ଡ କରିଥିବାରୁ ସମସ୍ତ ଙ୍କର ଭଲ ପାଇବା ସହ ସଦ ଭାବନା ରହିଛି ଓ ତାଙ୍କପ୍ରତି ଓଡିଶା ତଥା ବଲାଙ୍ଗୀର ଜିଲ୍ଲା ସମେତ ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ସମସ୍ତ ଜନସାଧାରଣ ଙ୍କ ଆଶୀର୍ବାଦ ରହିବା ସହ ତାଙ୍କର ଦୀର୍ଘାୟୁ କାମନା କରିଛନ୍ତି ବୋଲି ପ୍ରକାଶ କରିଥିଲେ l ଭାରତ ର ଗଣତନ୍ତ୍ର ବଞ୍ଚିରହିବା ସହ ଆଗାମୀ ଦିନରେ ଭାରତ ର ଗଣତନ୍ତ୍ର ଉତ୍କୃଷ୍ଟ ହୋଇ ପୃଥିବୀ ରେ ନା ରହୁ l ଏଭଳି  ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମହାଳିଙ୍ଗ ପ୍ରଧାନମନ୍ତ୍ରୀ ଙ୍କ ବାବଦରେ ସ୍ପଷ୍ଟୀକରଣ କରିଥିଲେ l

ଏହାପରେ ଲୋଇସିଂହା ଅଂଚଳ ର ଅନେକ ଘର କୁ ଯାଇ ଲୋକଙ୍କ ସ୍ୱାସ୍ଥ୍ୟ ସମେତ ଭଲମନ୍ଦ ବୁଝିଥିଲେ l ଏହି କାର୍ଯ୍ୟକ୍ରମ ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ଲୋଇସିଂହା ପ୍ରତିନିଧି ଗୌରାଙ୍ଗ ନାଏକ, ରାମ ସାହୁ, ସରୋଜ ସାହୁ, ବାହାଦୁର ନନ୍ଦ, ଗୌତମ କୁଅଁର, ସୋମନାଥ ପଧାନ, ଅଜିତ ପଣ୍ଡା, ସୁଜିତ ବେହେରା, କୈଳାସ ଗହୀର ସମେତ ବହୁ ସଂଖ୍ୟାରେ ବିଜେପି କାର୍ଯ୍ୟକର୍ତ୍ତା ଓ ଆଶା କର୍ମୀ ଯୋଗ ଦେଇଥିଲେ l

ଏହାପରେ ଲୋଇସିଂହା ଅଂଚଳ ର ଅନେକ ଘର କୁ ଯାଇ ଲୋକଙ୍କ ସ୍ୱାସ୍ଥ୍ୟ ସମେତ ଭଲମନ୍ଦ ବୁଝିଥିଲେ l ଏହି କାର୍ଯ୍ୟକ୍ରମ ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ଲୋଇସିଂହା ପ୍ରତିନିଧି ଗୌରାଙ୍ଗ ନାଏକ, ରାମ ସାହୁ, ସରୋଜ ସାହୁ, ବାହାଦୁର ନନ୍ଦ, ଗୌତମ କୁଅଁର, ସୋମନାଥ ପଧାନ, ଅଜିତ ପଣ୍ଡା, ସୁଜିତ ବେହେରା, କୈଳାସ ଗହୀର ସମେତ ବହୁ ସଂଖ୍ୟାରେ ବିଜେପି କାର୍ଯ୍ୟକର୍ତ୍ତା ଓ ଆଶା କର୍ମୀ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026
  ଜିଲ୍ଲା  
ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି   12-Jul-2026

You Might Also Like