-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

*ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-

10-Jun-2026



(ମନୋରଞ୍ଜନ ତ୍ରିପାଠୀ )
 ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ରକ୍ସା ଗାଁ ର ରଘୁନାଥ ଜୀଉ  ମନ୍ଦିର ପ୍ରାଙ୍ଗଣରେ ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ  ଉତ୍ତମ ସେବା, ସଫଳତା ,  ସୁଶାସନ ଓ ଗରିବ କଲ୍ୟାଣକୁ ସମର୍ପିତ ୧୨ ବର୍ଷ ପୂର୍ତ୍ତି ପାଳନ ଅବସରରେ ସାମୁହିକ ପୂଜା ଅର୍ଚ୍ଚନା କରା ଯାଇଥିଲା ଓ ମୋଦିଜୀ ଙ୍କ ଦୀର୍ଘାୟୁ କାମନା କରା ଯାଇଥିଲା। ଏହି ଅବସରରେ ଦେଶର ସର୍ବାଧିକ ସମୟ ଧରି ଜନକଲ୍ୟାଣ ପାଇଁ ନିରନ୍ତର ଭାବେ ସମର୍ପିତ ଭାରତ ର ପ୍ରଧାନମନ୍ତ୍ରୀ ଭାବରେ ରେକର୍ଡ଼ ସୃଷ୍ଟି କରିଥିବା ଶ୍ରୀ ମୋଦୀ ଜୀଙ୍କ ୪,୩୯୯ ଦିନର ଐତିହାସିକ ଓ ରେକର୍ଡ଼ ଯାତ୍ରାକୁ ସ୍ମରଣ କରାଯିବା ସହ ତାଙ୍କର ଦୂରଦର୍ଶୀ ନେତୃତ୍ୱରେ ବିକଶିତ ଭାରତ ଗଠନର ସଂକଳ୍ପକୁ ଆହୁରି ସମର୍ଥନ କରାଯାଇ ମୋଦି ଜି ଙ୍କୁ ଉତ୍ସାହିତ କରା ଯାଇଥିଲା l କଣ୍ଟାମାଳ ବିଧାୟକ ଶ୍ରୀ କହ୍ନେଇ ଚରଣ ଡାଙ୍ଗ ଙ୍କ ନେତୃତ୍ୱ ରେ ଆଜିର ଏହି କାର୍ଯ୍ୟ କ୍ରମ ରେ ବୌଦ୍ଧ ବ୍ଲକ୍ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ, ଗୋଲକ ବିହାରୀ ମେହେର, ପ୍ରଶନ୍ନ କୁମାର ମେହେର, ପରମେଶ୍ୱର ମେହେର, ରାଧେଶ୍ୟାମ ମେହେର, ରାଜେନ୍ଦ୍ର ମେହେର ପ୍ରମୁଖ ଶତାଧିକ ଦଳୀୟ କର୍ମୀ ନେତା ଯୋଗ ଦେଇ ଏହି କାର୍ଯ୍ଯ କ୍ରମ କୁ ସଫଳ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like