-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ

10-Jun-2026



ବଲାଙ୍ଗିର(ପ୍ରେରଣା ଖବର): ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ଚାଲିଥିବା ସଘନ ସଂଶୋଧନ କାର୍ଯ୍ୟକ୍ରମ ଅଧୀନରେ ବଲାଙ୍ଗିର ଜିଲ୍ଲାରେ ତଥ୍ୟ ସଂଗ୍ରହ ପ୍ରକ୍ରିୟା ସୁଚାରୁ ଭାବେ ଆଗେଇ ଚାଲିଛି। ଏହି ପରିପ୍ରେକ୍ଷୀରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା କୃଷି, କୃଷକ ସଶକ୍ତିକରଣ ଓ ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ପରିଗଣନା ଫର୍ମ ପ୍ରଦାନ କରାଯାଇଛି । ପାଟଣାଗଡ଼ ଉପଜିଲ୍ଲାପାଳ-ତଥା-ନିର୍ବାଚକ ପଞ୍ଜୀକରଣ ଅଧିକାରୀ ସୁନୀଲ କୁମାର ମେହେର ଓ ଡେପୁଟି କଲେକ୍ଟର-ତଥା-ସହକାରୀ ନିର୍ବାଚକ ପଞ୍ଜୀକରଣ ଅଧିକାରୀ (ପାଟଣାଗଡ, ବିଜ୍ଞାପିତ ଅଞ୍ଚଳ ପରିଷଦ) ମାନ୍ସଫିଲ କେରକେଟାଙ୍କ ଉପସ୍ଥିତିରେ

ଉପମୁଖ୍ୟମନ୍ତ୍ରୀ ଫର୍ମ ଗ୍ରହଣ କରିଥିଲେ। 
ସେହିପରି ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗଙ୍କୁ ତାଙ୍କ ବାସଭବନରେ ପରିଗଣନା ଫର୍ମ ପ୍ରଦାନ କରାଯାଇଥିଲା। ମାନ୍ୟବର ମନ୍ତ୍ରୀ ନିଜର ସଠିକ ତଥ୍ୟ ପ୍ରଦାନ କରି ଫର୍ମ ପୂରଣ କରିଛନ୍ତି। ଅତିରିକ୍ତ ଜିଲ୍ଲାପାଳ-ତଥା-ନିର୍ବାଚକ ପଞ୍ଜୀକରଣ ଅଧିକାରୀ, ଡଃ ବିଜୟାନନ୍ଦ ସେଠୀଙ୍କ ନେତୃତ୍ୱରେ ଏହି କାର୍ଯ୍ୟ ସମ୍ପାଦିତ ହୋଇଥିଲା। ଏଥିରେ

ଲୋଇସିଂହା ଗୋଷ୍ଠୀ ଉନ୍ନୟନ ଅଧିକାରୀ-ତଥା-ସହକାରୀ ନିର୍ବାଚକ ପଞ୍ଜୀକରଣ ଅଧିକାରୀ ଅକ୍ଷୟ ପାଣି ଉଡୁ, ଆଗଲପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ-ତଥା-ସହକାରୀ ନିର୍ବାଚକ ପଞ୍ଜୀକରଣ ଅଧିକାରୀ କୁଲଦୀପ ମହାନ୍ତି, ଡେପୁଟି କଲେକ୍ଟର (ନିର୍ବାଚନ) ସୂର୍ଯ୍ୟକାନ୍ତ ପରିଡା ଏବଂ ବିଏଲଓ କୁନ୍ତୀ ପୁରୋହିତ ଉପସ୍ଥିତ ଥିଲେ।
ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଘରେ ଘରେ ପହଞ୍ଚି ଉକ୍ତ ଫର୍ମ ବଣ୍ଟନ ସହ ତଥ୍ୟ ସଂଗ୍ରହ କାର୍ଯ୍ୟ ଚାଲିଛି। ଏହି କାର୍ଯ୍ୟକ୍ରମରେ ସଠିକ ଓ ନିର୍ଭୁଲ ତଥ୍ୟ ସଂଗ୍ରହ ଦ୍ୱାରା ଭୋଟର ତାଲିକାର ଗୁଣାତ୍ମକ ଉନ୍ନତି ସହ ପ୍ରଶାସନିକ ଯୋଜନା ପ୍ରସ୍ତୁତି ଏବଂ ବିକାଶମୂଳକ କାର୍ଯ୍ୟକ୍ରମର ଫଳପ୍ରଦ ରୂପାୟଣରେ ସହାୟତା ମିଳିବ । ଏହି ଅବସରରେ  ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ, ବିଏଲ୍ଓ ମାନଙ୍କୁ ସଠିକ ତଥ୍ୟ ପ୍ରଦାନ କରି ସଂଶୋଧନ ପ୍ରକ୍ରିୟାରେ ସହଯୋଗ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଜିଲ୍ଲାରେ ଏପର୍ଯ୍ୟନ୍ତ ୯୮.୦୧ ପ୍ରତିଶତ ଭୋଟରଙ୍କୁ ପରିଗଣନା ଫର୍ମ ବଣ୍ଟନ କରାଯାଇସାରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like