-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ

11-Jun-2026



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ )
ଓଡ଼ିଶାର ସୁବର୍ଣ୍ଣପୁର ଜିଲ୍ଲାର ପ୍ରତିଭାସମ୍ପନ୍ନ ଯୁବତୀ ନିବେଦିତା ରଥ ସାମାଜିକ, ପ୍ରଶାସନିକ ଓ ଆନ୍ତର୍ଜାତିକ କ୍ଷେତ୍ରରେ ନିଜର ଅସାଧାରଣ କାର୍ଯ୍ୟଦକ୍ଷତା ପାଇଁ ପୁଣି ଏକ ବଡ଼ ସଫଳତା ର ଶୀର୍ଷରେ ପହଞ୍ଚିଛନ୍ତି । ମାତ୍ର ମାସକ ମଧ୍ୟରେ ରାଜ୍ୟ ସ୍ତରରୁ ଆରମ୍ଭ କରି ଜାତୀୟ ଓ ଆନ୍ତର୍ଜାତିକ ସ୍ତର ପର୍ଯ୍ୟନ୍ତ ନିଜର ବିଜୟ ଯାତ୍ରା ଜାରି ରଖି ସେ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି । ଆଜି ନୂଆଦିଲ୍ଲୀ ସ୍ଥିତ ପଞ୍ଚତାରକା ହୋଟେଲ 'ହୋଲିଡେ ଇନ୍'  ଠାରେ ଆୟୋଜିତ ଏକ ଭବ୍ୟ ସମାରୋହରେ ଆମେରିକାର ପ୍ରତିଷ୍ଠିତ ଓ୍ବାଶିଂଟନ୍ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ତାଙ୍କୁ ସମ୍ମାନସୂଚକ 'ଡକ୍ଟରେଟ୍’  ଉପାଧି ଏବଂ ସ୍ଵର୍ଣ୍ଣ ପଦକ  ପ୍ରଦାନ କରାଯାଇଛି । ବିଶେଷ କଥା ହେଉଛି, ମାତ୍ର ୩୧ ବର୍ଷ ବୟସରେ ଏଭଳି ସମ୍ମାନସୂଚକ ଡକ୍ଟରେଟ୍ ଉପାଧ୍ ହାସଲ କରିବାରେ ସେ ଭାରତ ବର୍ଷରେ ପ୍ରଥମ ଓଡ଼ିଆ ଯୁବତୀ ହେବାର ଗୌରବ ଅର୍ଜନ କରିଛନ୍ତି । ଏହାସହ ନିବେଦିତାଙ୍କ ଜୀବନରେ ଏହା ହେଉଛି ତୃତୀୟ ସମ୍ମାନସୂଚକ ଡକ୍ଟରେଟ୍ ଉପାଧି ଏହି ଉତ୍ସବରେ ବିଶ୍ଵବିଦ୍ୟାଳୟର ବିଭାଗୀୟ ମୁଖ୍ୟ ଏବଂ ଅନ୍ୟାନ୍ୟ ଆନ୍ତର୍ଜାତିକ ସ୍ତରର ବରିଷ୍ଠ ଅତିଥିମାନଙ୍କ ଗହଣରେ ତାଙ୍କୁ ଏହି ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି । ସାମାଜିକ ଓ ପ୍ରଶାସନିକ ସେବା ସହିତ ନ୍ୟାୟିକ (ଲ’) କ୍ଷେତ୍ରରେ ମଧ୍ୟ ନିବେଦିତାଙ୍କ ଅତୁଳନୀୟ ଅବଦାନ ଓ ସେବାକୁ ଏହି ଅବସରରେ ଉଚ୍ଚ ପ୍ରଶଂସା କରାଯାଇଛି । ତାଙ୍କର ଏହି ଅସାଧାରଣ କୃତିତ୍ଵ ଓ ପ୍ରତିଭାକୁ ଦେଖି ଆମେରିକାର ଏକାଧିକ ପ୍ରତିଷ୍ଠିତ ବିଶ୍ଵବିଦ୍ୟାଳୟରୁ ଉଚ୍ଚ ପଦବୀରେ ଚାକିରି କରିବା ପାଇଁ ମଧ୍ୟ ଆମନ୍ତ୍ରଣ ମିଳିଛି, ଯାହା ସମଗ୍ର ଓଡ଼ିଶା ତଥା ଦେଶ ପାଇଁ ଏକ ବଡ଼ ଗର୍ବର ବିଷୟ । ଏହି ସଫଳତା ପାଇଁ ନିବେଦିତା ରଥଙ୍କ ପାଖକୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଓ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like